Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
National
ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା
ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଅନ୍ୟ ପ୍ରାର୍ଥୀମାନେ ହେଲେ ଧାରୱାଡରୁ ପ୍ରହ୍ଲାଦ…
ପୂର୍ବତନ ବିଧାୟକ ମୁଖତାର ଅନସାରୀକୁ ଆଜୀବନ କାରାଦଣ୍ଡ
ପୂର୍ବତନ ବିଧାୟକ ମୁଖତାର ଅନସାରୀକୁ ମିଳିଲା ଆଜୀବନ କାରାଦଣ୍ଡ। ଜାଲ୍ ମାରଣାସ୍ତ୍ର ଲାଇସେନ୍ସ ମାମଲାରେ ଉତ୍ତରପ୍ରଦେଶର ବାନ୍ଦା ଜେଲରେ ବନ୍ଦୀ ଥିବା ମାଫିଆ ମୁଖତାର୍ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ୩୬ବର୍ଷ ପୁରୁଣା ଅପରାଧ ପାଇଁ ବାରାଣସୀର ଏମଏଲଏ-ଏମପି କୋର୍ଟ…
ନିଜ ଜମି ଦାନ କଲେ ମୋଦି
ଗୁଜରାଟର ରାଜଧାନୀ ଗାନ୍ଧୀନଗରସ୍ଥିତ ତାଙ୍କ ପ୍ଲଟକୁ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାନ କରିଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟ ପ୍ରତି ତାଙ୍କର ସମ୍ମାନ ଏବଂ ପ୍ରତିବଦ୍ଧତା ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦି ଏହି ଜମି ଦାନ କରିଛନ୍ତି। ଏହି…
ଆରମ୍ଭ ହେଲା CAA ଆବେଦନ ପ୍ରକ୍ରିୟା
ଗତକାଲି ସିଏଏ ବିଜ୍ଞପ୍ତି ଜାରି କରିଥିଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ୨୦୧୯ ଡିସେମ୍ବରରେ ସଂସଦରେ ପାସ୍ ହୋଇଥିଲା ଏହି CAA । ଏହା ଲାଗୁ ହେବା ପରେ ଅଣମୁସଲିମ୍ ଶରଣାର୍ଥୀଙ୍କୁ ମିଳିବ ଭାରତୀୟ ନାଗରିକତା । ସେଥିମଧ୍ୟରେ ୩ ପଡ଼ୋଶୀ ଦେଶର ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ୱ ।
୩ ପଡ଼ୋଶୀ ଦେଶର…
ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନି
ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନାୟବ ସିଂ ସଇନି । ମଙ୍ଗଳବାର ବସିଥିବା ଭାଜପା ବିଧାୟକ ବୈଠକରେ ନାୟବ ସିଂଙ୍କ ନାଁ ଉପରେ ମୋହର ବାଜିଥିଲା। ନାୟବ ସିଂ ଓବିସିର ସଇନି ସମ୍ପ୍ରଦାୟର ଅଟନ୍ତି। ସେ ହରିୟାଣା ଭାଜପାର ସଭାପତି ଅଛନ୍ତି। ଏହା ବ୍ୟତୀତ ସେ କୁରୁକ୍ଷେତ୍ରର…
ଓଡ଼ିଶାରେ ଗଡ଼ିଲା ବନ୍ଦେ ଭାରତ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଏହି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଏହା ସହ ରାଜ୍ୟରେ ୨୭୪ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ମାର୍ଚ୍ଚ ୧୨ ତାରିଖ ମଙ୍ଗଳବାରଠାରୁ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮୫ ହଜାର କୋଟି ଟଙ୍କାର ରେଳ…
ଭାରତୀୟ ନାଗରିକତା ପାଇଁ ପୋର୍ଟାଲରେ କରିବାକୁ ହେବ ପଞ୍ଜିକରଣ
ନାଗରିକ ସଂଶୋଧନ ଆଇନ(ସିଏଏ) ପାଇଁ କେନ୍ଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। କେନ୍ଦ୍ର ସରକାର ସିଏଏ ପଞ୍ଜିକରଣ ପାଇଁ ଏକ ଅଲଗା ୱେ ପୋର୍ଟାଲ ତିଆରି କରିଛନ୍ତି। ସିଏଏ ଅନଲାଇନ ପୋର୍ଟାଲରେ ନାଗରିକତା ପଞ୍ଜିକରଣ କରାଯିବ। ତେବେ ଏହି ପୋର୍ଟାଲ କେବେ…
ଆଜିଠାରୁ ଦେଶରେ ଲାଗୁହେଲା ନାଗରିକତା ସଂଶୋଧନ ଆଇନ
ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କର ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଇଛି । ଏବେ ଏହି ଆଇନ ମାଧ୍ୟମରେ ଭାରତର ୩ ପଡୋସୀ ଦେଶର ଅଳ୍ପ ସଂଖ୍ୟକମାନଙ୍କୁ ଭାରତର ନାଗରିକତା ମିଳିପାରିବ । ଏନେଇ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅନଲାଇନ ପୋର୍ଟାଲରେ…
ଯୋଗୀ ସରକାରଙ୍କ ହୋଲି ଉପହାର
ହୋଲି ପୂର୍ବରୁ ରାଜ୍ୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି ଯୋଗୀ ସରକାର। କେନ୍ଦ୍ର ସରକାରଙ୍କ ଅନୁଯାୟୀ, ବର୍ତ୍ତମାନ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଡିଏକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ରାଜ୍ୟ କର୍ମଚାରୀମାନେ ଜାନୁଆରୀ ୨୦୨୪ରୁ ଡିଏରେ ଏହି ବୃଦ୍ଧିର ଲାଭ…
ଆରମ୍ଭ ହେବ ଅଣ୍ଡର ୱାଟର ମେଟ୍ରୋ ସେବା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୬ ତାରିଖରେ କୋଲକାତାରେ ଭାରତର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ରୁଟ୍ ବା ପାଣି ତଳ ମାର୍ଗର ଉଦଘାଟନ କରିଛନ୍ତି। ଏହି ମେଟ୍ରୋ ସେବା ସାଧାରଣଲୋକଙ୍କ ପାଇଁ କେବେ ଆରମ୍ଭ ହେବ ବୋଲି ଲୋକେ ପ୍ରଶ୍ନ କରୁଥିବା ବେଳେ ଏହାର ତାରିଖ ଘୋଷଣା…