Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି
ଜଳୁଛି ବାଂଲାଦେଶ। ବାଂଲାଦେଶରେ ସୃଷ୍ଟି ହୋଇଥିବା ରାଜନୈତିକ ଅସ୍ଥିରତାକୁ ନେଇ ଭାରତ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ମେଘାଳୟରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସୀମା ସୁରକ୍ଷା ଦାୟିତ୍ବରେ ଥିବା ବିଏସଏଫ୍କୁ ସତର୍କତା ଜାରି କରାଯାଇଛି। ବାଂଲାଦେଶ ସଂଲଗ୍ନ ୪୦୯୬ କିମି…
ନୂଆଦିଲ୍ଲୀରେ ପହଞ୍ଚିଲେ ଶେଖ ହସିନା
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେବା ପରେ ଦେଶ ଛାଡ଼ିଥିଲେ । ଏବେ ଆସିଥିବା ସୂଚନା ଅନୁସାରେ ସେ ଭାରତରେ ପହଞ୍ଚିଛନ୍ତି । ସେ ନୂଆଦିଲ୍ଲୀ ଉପକଣ୍ଠ ଗାଜିଆବାଦରେ ଥିବା ଭାରତୀୟ ବାୟୁସେନାର ବିମାନଘାଟି ହିଣ୍ଡନରେ ଓହ୍ଲାଇଛନ୍ତି । ସଂଧ୍ୟା ୫ଟା ୩୬ରେ ତାଙ୍କ ବିମାନ ହିଣ୍ଡନରେ…
ଭୟରେ ଇସ୍ତଫା ଦେଲେ ଶେଖ୍ ହସିନା: ଭାରତ ଆସିଥିବା ସୂଚନା
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଆଜି ତାଙ୍କ ପଦରୁ ଇସ୍ତଫା ଦେଇ ଦେଶ ଛାଡିଛନ୍ତି। ତାଙ୍କ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା, ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୪୫ ମିନିଟର ଅଲ୍ଟିମେଟମ ଦେଇଥିଲା ବୋଲି ଚର୍ଚା ହେଉଛି । ଏହା ପରେ ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ…
ବାଂଲାଦେଶରେ ହିଂସା
ପୁଣିଥରେ ବାଂଲାଦେଶରେ ସରକାର ବିରୋଧୀ ବିରୋଧ ଆରମ୍ଭ ହୋଇଛି। ପୁଣି ଥରେ ହଜାର ହଜାର ଲୋକ ରାଜଧାନୀ ଢାକାକୁ ଯାଇ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ଦାବି କରିଛନ୍ତି।ନୋବେଲ ବିଜେତା ତଥା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠାତା ପ୍ରଫେସର ମହମ୍ମଦ ୟୁନୁସ କହିଛନ୍ତି ଯେ ବାଂଲାଦେଶରେ…
ଲୋକପ୍ରିୟ ରାଜନେତା : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ୟୁକେ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମରଙ୍କୁ ପଛରେ ପକାଇଲେ…
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁନର୍ବାର ବିଶ୍ବର ସବୁଠାରୁ ଲୋକପ୍ରିୟ ରାଜନେତା ଭାବେ ବିବେଚିତ ହୋଇଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ୟୁକେ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମରଙ୍କୁ ପଛରେ ପକାଇ ମୋଦୀ ଏହି କୃତିତ୍ବ ହାସଲ କରିଛନ୍ତି। ମର୍ଣ୍ଣିଂ କନ୍ସଲ୍ଟ ନାମକ ଏକ…
ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ
ପ୍ଲାର୍ଟଫର୍ମରେ ଛିଡା ହୋଇଥିବା ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ । କୋରବା- ବିଶାଖାପାଟଣା ଏକ୍ସପ୍ରେସର ୩ଟି ଏସି କୋଚ୍ ରେ ଲାଗିଲା ନିଆଁ । ବିଶାଖାପାଟଣା ଷ୍ଟେସନର ୪ନଂ ପ୍ଲାଟଫର୍ମରେ ଅଘଟଣ । କୌଣସି ଯାତ୍ରୀଙ୍କ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।
ଭାରତ ଏବେ ଖାଦ୍ୟ ବଳକା ଦେଶ ଏବଂ ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଦିଗରେ କାର୍ଯ୍ୟ କରୁଛି – ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ ଏବେ ଖାଦ୍ୟ ବଳକା ଦେଶ ଏବଂ ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଦିଗରେ କାର୍ଯ୍ୟ କରୁଛି। ଆଜି କୃଷି ଅର୍ଥଶାସ୍ତ୍ରୀଙ୍କ ଅନ୍ତର୍ଜାତୀୟ ସମ୍ମିଳନୀକୁ ସଂବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, କୃଷକଙ୍କ ଜୀବନରେ ସୁଧାର ଆଣିବା ନିମନ୍ତେ କୃଷି…
ଫାଷ୍ଟାଗ୍ କୁ ଅପଡେଟ୍ କିପରି କରିବେ
ଅଗଷ୍ଟ ୧ ରୁ ନୂତନ ଫାଷ୍ଟାଗ୍ ନିୟମ ଲାଗୁ କରିଛି । ଏହି ନୂଆ ନିୟମ ଅନୁସାରେ, ଯେଉଁ ୟୁଜର୍ସଙ୍କ Fastag ଆକାଉଣ୍ଟ୍ ପାଞ୍ଚ ବର୍ଷ କିମ୍ବା ତା’ଠାରୁ ଅଧିକ ସମୟ ପାଇଁ ବନ୍ଦ ହୋଇ ରହିଛି, ସେହି ୟୁଜର୍ସଙ୍କୁ ଏହାକୁ ପରିବର୍ତ୍ତନ କରିବା ପାଇଁ ପଡିବ ।
ସେହିପରି ଯେଉଁ ଉପଭୋକ୍ତାଙ୍କ ଫାଷ୍ଟାଗ୍…
ଇଲେକ୍ଟୋରାଲ ବଣ୍ଡ ମାମଲାରେ ହେବନି ଏସଆଇଟି ଯାଞ୍ଚ
ଇଲେକ୍ଟୋରାଲ ବଣ୍ଡ ମାମଲାରେ ସୁପ୍ରିମକୋର୍ଟ ଏସଆଇଟି ଯାଞ୍ଚ ଆବେଦନକୁ ଖାରଜ କରିଦେଇଛନ୍ତି । ଏହି ମାମଲାରେ ଏସଆଇଟି ଯାଞ୍ଚ ହେବନି ବୋଲି କୋର୍ଟ କହିଛନ୍ତି । କୋର୍ଟଙ୍କ କହିଛନ୍ତି ଯେ, ନିୟମ ମୁତାବକ ଏହି ଆବେଦନକୁ ଗ୍ରହଣ କରିବା ଉଚିତ୍ ନୁହେଁ । ଆବେଦନକାରୀ ଏହା ବିରୋଧରେ ହାଇକୋର୍ଟ…
ଭାସୁଛି କେରଳ
ୱାୟନାଡ ଭୂସ୍ଖଳନରେ ୩୦୦ ମୁହାଁ ମୃତ୍ୟୁ ସଂଖ୍ୟା । ଏବେବି ୨୦୦ରୁ ଅଧିକଙ୍କ ପତ୍ତା ମିଳୁନି । କେରଳ ବୁଲିବାକୁ ଯାଇ ପ୍ରାଣ ହରାଇଥିବା ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି । ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ୍ ।…