Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ଭାରତକୁ ପ୍ରଥମ ପଦକ
ପ୍ୟାରିସ୍ ଅଲମ୍ପିକରେ ଭାରତକୁ ପ୍ରଥମ ପଦକ। ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲ ମୁକାବିଲାରେ ଭାରତକୁ ବ୍ରୋଞ୍ଜ ପଦକ। 10ମିଟର ଇଭେଣ୍ଟରେ ସୁଟର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ । ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ…
‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ପୂର୍ବାହ୍ନ ୧୧ଟାରେ ମନ୍ କି ବାତ୍ର ୧୧୨ ତମ ସଂସ୍କରଣରେ ଦେଶର ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିବା ପରେ ପିଏମ ମୋଦୀଙ୍କ ମନ କି ବାତ୍ରେ ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ। ମନ କି…
୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି
୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ହରିଭାଓ କିଷାନରାଓ ବାଗଦେ…
ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ
ଆସନ୍ତା ଅଗଷ୍ଟ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ଗସ୍ତରେ ଯାଇପାରନ୍ତି। ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବା ପରେ ମୋଦୀଙ୍କର ଏହା ପ୍ରଥମ ଗସ୍ତ ହେବ। ମୋଦୀ ନିକଟରେ ରୁଷ ଗସ୍ତ କରିବା ସମୟରେ ଆମେରିକା ଏବଂ ୟୁରୋପୀୟ ଦେଶଗୁଡ଼ିକ ଖପ୍ପା ହୋଇଯାଇଥିଲେ। ତେଣୁ ସମ୍ପର୍କକୁ…
ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ
ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହି। ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି…
ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ
ଜାମ୍ମୁ କାଶ୍ମୀର କୁପୱାଡା ଜିଲ୍ଲା ଏକ ଅଞ୍ଚଳରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଆତଙ୍କବାଦୀଙ୍କ ସହ ଗୁଳିବିନିୟ ହେବା ଦ୍ୱାରା ୩ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସେମାନଙ୍କୁ ସେହି ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି
ମହାରାଷ୍ଟ୍ରରେ ବନ୍ୟା
ବିପଦ ସଙ୍କେତ ଉପରେ ପଶ୍ଚିମ ମହାରାଷ୍ଟ୍ରର କୋହ୍ଲାପୁର ଜିଲ୍ଲାର ପଞ୍ଚଗଙ୍ଗା ନଦୀ ପ୍ରବାହିତ ହେବା ପରେ ୫୮୦୦ ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ରାଜାରାମ ୱିରଠାରେ ପଞ୍ଚଗଙ୍ଗା ନଦୀର ଜଳସ୍ତର ମଧ୍ୟାହ୍ନରେ ୪୬.୪ ଫୁଟ ଥିଲା, ଯାହା ବିପଦ ସଙ୍କେତ ୪୩ ଫୁଟ ଉପରେ ରହିଛି। କୋହ୍ଲାପୁର…
ଭାରତ ଦେଲା କଡ଼ା ଜବାବ
ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ନାଟୋ ଶିଖର ସମ୍ମିଳନୀ ଆୟୋଜନ କରିଥିଲେ। ଏଥି ସହ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ଗସ୍ତରେ ଥିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଭାରତ ମଧ୍ୟ ଆମେରିକାକୁ କଡା ବାର୍ତ୍ତା ଦେଇଛି। ପ୍ରଧାନମନ୍ତ୍ରୀ…
ଭାସିଲା ମାୟାନଗରୀ
ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଏନେଇ ଅନେକ ଏଜେନ୍ସି ପକ୍ଷରୁ ସତର୍କତା ଜାରି କରାଯାଇଛି। ମହାରାଷ୍ଟ୍ର ପୁଲିସ୍ ବର୍ଷା ହେତୁ ଲୋକଙ୍କୁ ବାହାରକୁ ନବାହାରିବାକୁ କହିଛି।ବର୍ତ୍ତମାନ ମୁମ୍ବାଇରେ ପାଗ ଏବଂ ବର୍ଷା…
୨୫ତମ କାର୍ଗିଲ ବିଜୟ ଦିବସ
କାର୍ଗିଲଠାରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୧୯୯୯ ଜୁଲାଇ ୨୬ରେ ଭାରତର ବିଜୟ ପ୍ରାପ୍ତ ହୋଇଥିଲା। ଏ ନେଇ ଦେଶ ଶୁକ୍ରବାର ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରିବ। ଏହି ଦିବସରେ ପାକିସ୍ତାନର ଅନୁପ୍ରବେଶକାରୀଙ୍କୁ କାର୍ଗିଲ ଯୁଦ୍ଧରେ ଭାରତୀୟ ସୈନ୍ୟ ନିଜର ବଳିଦାନ ଦେଇ ସୀମା…