Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
National
ଜମି ବିବାଦରୁ ବଡ଼ ହତ୍ୟାକାଣ୍ଡ, ଗୋଟିଏ ପରିବାରର ୩ ମୃତ
ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି। ଲକ୍ଷ୍ନୌର ମଲିହାବାଦ ଗ୍ରାମାଞ୍ଚଳରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଜମି ମାପିବା ସମୟରେ ଗୁଳି ମାଡ଼ ହୋଇଥିଲା, ଯେଉଁଥିରେ ଦମ୍ପତି ଓ ତାଙ୍କ…
ଶପଥ ନେଲେ ଚମ୍ପାଇ ସୋରେନ୍
ଦୁଇ ଦିନ ଧରି ରାଜନୀତି ସରଗରମ ରହିବା ପରେ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଲେ ଚମ୍ପାଇ ସୋରେନ୍ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡର ପୂର୍ବତନ…
୫ମ ଥର ପାଇଁ ଇଡିରେ ହାଜର ହେଲେନି କେଜ୍ରିଓ୍ବାଲ, କହିଲେ ବେଆଇନ ଭାବେ ଡାକୁଛି ଇଡି
୫ମ ଥର ପାଇଁ ଇଡିରେ ହାଜର ହେଲେନି କେଜ୍ରିଓ୍ବାଲ । ଏପରିକି ଇଡି ଊପରେ ବର୍ଷିଛନ୍ତି ଆପ ନେତା । ଆପ ପକ୍ଷରୁ କୁହାଯାଇଛି ଇଡି ରାଜନୈତିକ ଉଦ୍ଦେଶ୍ୟ ରଖି ଡାକୁଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଇଡିରେ ହାଜର ହୋଇନାହାଁନ୍ତି। ଆମ ଆଦମୀ ପାର୍ଟି ଇଡି ସମନକୁ ବେଆଇନ ବୋଲି…
ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ରାଞ୍ଚି:ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜମି…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚମ୍ପଇ ସୋରେନ
ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚମ୍ପଇ ସୋରେନ।ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିମନ୍ତ୍ରଣ। 43 ବିଧାୟକଙ୍କ ସମର୍ଥନ ରହିଥିବା ଦାବି । ସେପଟେ ୧୦ ଦିନ ମଧ୍ୟରେ ଗୃହରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାଲାଗି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ।ପୂର୍ବ ସିଏମ ହେମନ୍ତ…
ଜେଲରେ ରାତି ବିତାଇବେ ହେମନ୍ତ ସୋରେନ୍, କୋର୍ଟ କାଲି ଶୁଣାଇବେ ରିମାଣ୍ଡ ନିଷ୍ପତ୍ତି
ରାଞ୍ଚି : ଝାଡଖଣ୍ଡରେ ଏବେ ରାଜନୀତି ସରଗରମ ହୋଇଛି । ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀ କେହି ଶପଥ ନେଇନାହାଁନ୍ତି । କାର୍ଯ୍ୟବାହୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଆଜି ନ୍ୟାୟିକ ହେପାଜତରେ ରହିବେ । ଇଡି ତାଙ୍କୁ କୋର୍ଟରେ ହାଜର କରି ୧୦ ଦିନର ରିମାଣ୍ଡ…
ବଜେଟ୍ ୨୦୨୪: କଣ ଶସ୍ତା, କଣ ମହଙ୍ଗା
୨୦୨୪-୨୫ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନ୍ତରୀମ ବଜେଟ ଉପସ୍ଥାପନ କରିଥିବା ବେଳେ ଜୁଲାଇ ମାସରେ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ ହେବ । ବଜେଟରେ ସରକାରଙ୍କ ଆୟ କିପରି ହେବ ଏବଂ ଏହା କେଉଁଠି ଖର୍ଚ୍ଚ ହେବ, ତାହା ଉପରେ ସରକାର ଟିପ୍ପଣୀ ଦେଇଥାନ୍ତି । ସରକାର କହିଛନ୍ତି ଯେ,…
୨୦୪୭ ସୁଦ୍ଧା ଭାରତ ଏକ ବିକଶିତ ରାଷ୍ଟ୍ର ହେବ
ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି ଆସନ୍ତା ୨୦୪୭ ସୁଦ୍ଧା ଭାରତ ଏକ ବିକଶିତ ରାଷ୍ଟ୍ର ହେବ। ଏହା ସହିତ ୨୦୧୪ରୁ ୨୦୨୪ ଗତ ୧୦ ବର୍ଷ ମଧ୍ୟରେ ଦେଶରେ ଭିତ୍ତିଭୂମି ବିକାଶ ଧାରା ଅବ୍ୟାହତ ରହିଛି। ଶକ୍ତି କ୍ଷେତ୍ରରେ ଭାରତର…
ଅର୍ଥମନ୍ତ୍ରୀଙ୍କ ଅଭିଭାଷଣ ଆରମ୍ଭ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ବଜେଟ୍ ଉପସ୍ଥାପନ କରିବା ସହ ଅନ୍ତରୀଣ ବଜେଟ୍ ୨୦୨୪ ପାଇଁ ନିଜର ବଜେଟ୍ ଭାଷଣ ଆରମ୍ଭ କରିଛନ୍ତି। ଏହାର କିଛି ସମୟ ପୂର୍ବରୁ ବଜେଟକୁ କ୍ୟାବିନେ୍ଟ ମଂଜୁରୀ ମିଳିଥିଲା ।
ଇସ୍ତଫା ଦେବା ପରେ ଗିରଫ ହେଲେ ହେମନ୍ତ ସୋରେନ,
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ରାଜ୍ୟପାଳ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି । JMM ବିଧାୟକ ଦଳ ବୈଠକରେ ଚମ୍ପାଇ ସୋରେନଙ୍କ ନାମ ଘୋଷଣା କରାଯାଇଛି । ତେବେ ଇସ୍ତଫା ଦେବା ପରେ ଗିରଫ ହୋଇଛନ୍ତି ହେମନ୍ତ ସୋରେନ । ଝାଡ଼ଖଣ୍ଡ ମୁକ୍ତି…