Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
National
ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
ଶ୍ରୀଲଙ୍କାରେ ପ୍ରଳୟଙ୍କରୀ କ୍ଷୟକ୍ଷତି ଘଟାଇଥିବା ବାତ୍ୟା ‘ଦିତ୍ୱାହ’ କ୍ରମାଗତ ଭାବରେ ଉତ୍ତର ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଥିବାରୁ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ସ୍କୁଲ-କଲେଜ ବନ୍ଦ ଘୋଷଣା କରାଯିବା ସହ ରିଲିଫ୍ କାର୍ଯ୍ୟ ପାଇଁ ସରକାର ପ୍ରସ୍ତୁତ…
ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ(ଚାଉଳ ଆକାର)ରେ କିଣିବ ଏଫସିଆଇ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ…
ଛତିଶଗଡ଼ରେ ପୁଣି ଆତ୍ମସମର୍ପଣ କଲେ ୨୮ ମାଓବାଦୀ
ଆଣ୍ଟି ନକ୍ସଲ ଅପରେସନକୁ ବଡ଼ ସଫଳତା । ଛତିଶଗଡ଼ରେ ପୁଣି ଆତ୍ମସମର୍ପଣ କଲେ ୨୮ ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୯ ମହିଳା ମାଓବାଦୀ ଥିବା ବେଳେ ସମସ୍ତଙ୍କ ଉପରେ ୮୯ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା । ଛତିଶଗଡ଼ ନାରାୟଣପୁରରେ ବସ୍ତର ଆଇଜି…
ଭାରତ ଖୁବଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ – ରାଷ୍ଟ୍ରପତି
ଆଜି ହେଉଛି ସମ୍ବିଧାନ ଦିବସ, ଯାହା ପ୍ରତିବର୍ଷ ୨୬ ନଭେମ୍ବରରେ ପାଳନ କରାଯାଏ । ୧୯୪୯ ମସିହା ଆଜିର ଦିନରେ ଭାରତ ନିଜ ସମ୍ବିଧାନକୁ ଅଙ୍ଗୀକାର ବା ଗ୍ରହଣ କରିଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିର ଏହି ବିଶେଷ ସମାରୋହର ନେତୃତ୍ୱ ନେଇଛନ୍ତି । ପୁରୁଣା ସଂସଦ ଭବନର ଐତିହାସିକ…
ଅଯୋଧ୍ୟାରେ ଧର୍ମ ଧ୍ୱଜା ଉଡ଼ାଇଲେ ମୋଦୀ
ଅଯୋଧ୍ୟାରେ ଧ୍ୱଜାରୋହଣ । ରାମ ମନ୍ଦିର ଉପରେ ସ୍ଥାପନା ହୋଇଛି ଧର୍ମ ଧ୍ୱଜା । ଏହାର ସ୍ଥାପନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାମଲାଲଙ୍କ ଗର୍ଭଗୃହରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ଶିଖରରେ ଉଡ଼ିଛି ଧର୍ମଧ୍ୱଜା । ପ୍ରଧାନମନ୍ତ୍ରୀ ଓ ମୋହନ ଭାଗବତଙ୍କ ହାତରେ ହୋଇଛି…
ଆଜି ଶ୍ରୀ ରାମ ଜନ୍ମଭୂମି ମନ୍ଦିର ଶିଖରରେ ଲାଗିବ ଧର୍ମଧ୍ବଜା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅଯୋଧ୍ୟା ଗସ୍ତ କରିବେ ଏବଂ ଶ୍ରୀ ରାମ ଜନ୍ମଭୂମି ମନ୍ଦିର ଶିଖରରେ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ ପ୍ରଧାନମନ୍ତ୍ରୀ। ଏହି ପତାକା ଉତ୍ତୋଳନ ମନ୍ଦିର ନିର୍ମାଣ ସମାପ୍ତିର ଚିହ୍ନ ହେବ ଏବଂ ଏହାକୁ ଏକ ସାଂସ୍କୃତିକ ଉତ୍ସବ ଏବଂ ଜାତୀୟ ଏକତାର…
ତେଜସ ଫାଇଟର ଜେଟର ପାଇଲଟ୍ ନମାଂଶ ସ୍ୟାଲ୍ଙ୍କୁ ଶ୍ରଦ୍ଧାଞ୍ଜଳି
ଦୁବାଇ ଏୟାର୍ ଶୋ'ରେ ତେଜସ୍ ଫାଇଟର ଜେଟ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଭାରତୀୟ ବାୟୁସେନାର ପାଇଲଟ୍ ୱିଙ୍ଗ୍ କମାଣ୍ଡର ନମାଂଶ ସ୍ୟାଲଙ୍କର ମରଶରୀର ଆଜି ତାଙ୍କର ଗୃହ ରାଜ୍ୟ ହିମାଚଳ ପ୍ରଦେଶର କାଙ୍ଗଡ଼ା ବିମାନବନ୍ଦରରେ ପହଞ୍ଚିଛି। ଏହି ସମୟରେ ୱିଙ୍ଗ୍ କମାଣ୍ଡର…
ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର – ମୋଦୀ
ଶନିବାର ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିରେ ସେ ଆତଙ୍କବାଦ ଉପରେ ଭାରତର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି । ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ…
ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର 24 ରେ ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ
ଜଷ୍ଟିସ ସୂର୍ଯ୍ୟକାନ୍ତ ନଭେମ୍ବର 24 ରେ ଭାରତର 53ତମ ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ। ସେ 9 ଫେବୃଆରୀ 2027 ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଜଷ୍ଟିସ୍ ସୂର୍ଯ୍ୟକାନ୍ତ ୧୯୬୨ ଫେବୃଆରି ୧୦ରେ ହିସାର (ହରିଆଣା)ରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ୧୯୮୧…
ଚାରୋଟି ଶ୍ରମ ସଂହିତା ଲାଗୁ କଲେ ସରକାର
ଏକ ଐତିହାସିକ ନିଷ୍ପତ୍ତି କ୍ରମରେ ଭାରତ ସରକାର ଆଜିଠାରୁ ଚାରୋଟି ଶ୍ରମ ସଂହିତା - ମଜୁରୀ ସଂହିତା, ୨୦୧୯, ଶିଳ୍ପ ସମ୍ପର୍କ ସଂହିତା, ୨୦୨୦, ସାମାଜିକ ସୁରକ୍ଷା ସଂହିତା, ୨୦୨୦, ଏବଂ ବୃତ୍ତିଗତ ନିରାପତ୍ତା, ସ୍ୱାସ୍ଥ୍ୟ ଏବଂ କାର୍ଯ୍ୟ ପରିସ୍ଥିତି ସଂହିତା, ୨୦୨୦ - କାର୍ଯ୍ୟକାରୀ କରିଛନ୍ତି ।…