Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
National
ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଏହାରି ଭିତରେ ବଡ଼ ନିଷ୍ପତ୍ତି ନେଇଛି DMRC । ଦିଲ୍ଲୀ ମେଟ୍ରୋ ରେଳ…
ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
ଦିଲ୍ଲୀରେ ବଡ ଅଘଟଣ । ମଙ୍ଗଳବାର ସକାଳେ ଲୋଧି କଲୋନୀର ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଥିଲା. ଯେଉଁଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।କୋଠାର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିଲା ଏବଂ ଦୁର୍ଘଟଣାରେ ଜଣେ ମହିଳା ଏବଂ ତାଙ୍କ ଦୁଇ ଝିଅ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନା ପାଇବା ପରେ…
ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଜନ୍ତର ମନ୍ତରରେ ଧାରଣା ଦେଉଥିବା ପ୍ରତିବାଦକାରୀଙ୍କ ପ୍ରସ୍ତାବିତ ସଂସଦ ପଦଯାତ୍ରା ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଛି। ଜନ୍ତର ମନ୍ତର ଚାରିପାଖରେ ବ୍ୟାରିକେଡ୍ ଲଗାଯାଇଛି। ପଦଯାତ୍ରା ସମୟରେ…
ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଅଗରତାଲର ଜିବି ହସପିଟାଲରେ ଭର୍ତ୍ତି କରାଯାଇଥିଲ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।…
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ନୂଆ ଆଇନ ଅନୁଯାୟୀ, ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ ବେଳେ ଉଦ୍ଦେଶ୍ୟମୂଳକ ଭାବେ ବାଧା ସୃଷ୍ଟି କଲେ କିମ୍ବା ଏହାକୁ ଅପମାନିତ କଲେ ତାହା ଏକ ଦଣ୍ଡନୀୟ ଅପରାଧ ଭାବେ ଗଣା ହେବ । ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ପାଇଁ ଆସୁଛି ମେଗା ବିଲ । UGC ଏବଂ…
ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ । ଭାରତର ପ୍ରଥମ ଘରୋଇ ମାଲିକାନାରେ ଥିବା ରକେଟ୍ ବିକ୍ରମ-୧ ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଉତକ୍ଷେପଣ କରାଯାଇଛି । ଯାହା ହାଇଦ୍ରାବାଦସ୍ଥିତ ସ୍କାଏରୁଟ୍ ଏରୋସ୍ପେସ୍ ଦ୍ୱାରା ବିକଶିତ ।
ପ୍ରଥମ ଘରୋଇ…
୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
ଦିଲ୍ଲୀର ଜନ୍ତର ମନ୍ତରରେ ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଇଛି ପୋଲିସ । ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ସକାଳେ ବହୁ ସଂଖ୍ୟାରେ ଦିଲ୍ଲୀ ପୋଲିସର ଯବାନ ଜନ୍ତର ମନ୍ତରରେ ପହଞ୍ଚିଥିଲେ । ଏହା ପରେ ସୋନମ…
ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ହରିୟାଣାର ଜିନ୍ଦ ଏବଂ ସୋନିପତ ମଧ୍ୟରେ ନିଜର ପ୍ରଥମ ଯାତ୍ରା ଆରମ୍ଭ କରିଛି ଦେଶର ପ୍ରଥମ ସ୍ୱଦେଶୀ ହାଇଡ୍ରୋଜେନ୍ ଇନ୍ଧନ ଚାଳିତ ଟ୍ରେନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ…
ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି । ଏହାରି ଭିତରେ ତାଙ୍କ ସ୍ବାସ୍ଥ୍ୟ ଗଭୀର ଭାବେ ପ୍ରଭାବିତ ହୋଇଛି । ୨୦ ଦିନ ଭିତରେ ୯ କିଲୋଗ୍ରାମ ଓଜନ କମିସାରିଲାଣି । ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେଉଛି । ଦୀଘର୍ଦିନରୁ ଭୋକିଲା ରହିବା…
ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ବିଲିଡିଂ ଭିତରେ ୪୮ ପରିବାରର ଲୋକ ରହୁଥିଲେ । ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିଲା । ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…