Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
National
ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ
ଜମ୍ମୁ କଶ୍ମୀର କଠୁଆ ଜିଲ୍ଲାରେ ଆଜି ଏକ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୫ ଜଣ ଯବାନ ସହିଦ ହୋଇଛନ୍ତି ଏବଂ ଅନ୍ୟ ୫ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁଯାୟୀ କଠୁଆ ଜିଲ୍ଲା ଅଧୀନ ଲୋହାଇ ମହ୍ଲାରର ବେଦନୋଟା ଗ୍ରାମରେ ଆଜି ସେନା ଗାଡ଼ି ଉପରେ ଆତଙ୍କବାଦୀମାନେ…
ବହୁମତ ସାବ୍ୟସ୍ତ କଲେ ହେମନ୍ତ ସୋରେନ
ଝାଡଖଣ୍ଡ ବିଧାନସଭାରେ ଫ୍ଲୋର ଟେଷ୍ଟ ଶେଷ ହେବା ସହ ବହୁମତର ପ୍ରମାଣ ଦେଇଛନ୍ତି ହେମନ୍ତ ସୋରେନ । ହେମନ୍ତ ସୋରେନଙ୍କ ଦଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ବିଧାନସଭାରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ ହେମନ୍ତ । ଫ୍ଲୋର…
ସୁରକ୍ଷା କର୍ମୀ ଆତଙ୍କବାଦୀ ମୁହାଁମୁହିଁ
ଗତକାଲି ଅପରାହ୍ନରୁ ଆଜି ସକାଳ ପର୍ଯ୍ୟନ୍ତ ଜାରି ରହିଥିବା ଦୁଇଟି ଏନକାଉଣ୍ଟରରେ ଦୁଇ ଯବାନ ସହିଦ ହୋଇଥିବା ବେଳେ ସୁରକ୍ଷା କର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟର କୁଲଗାମର ମୋଡରଗାମ ଏବଂ ଚିନିଗାମ ଗାଁରେ ଘଟିଛି। ଏହି ୬ ଜଣ ଆତଙ୍କବାଦୀଙ୍କ ମଧ୍ୟରୁ ୨ ଜଣ…
ଅମରାବତୀ ସେଣ୍ଟ୍ରାଲ ଜେଲରେ ଭୟଙ୍କର ବିସ୍ଫୋରଣ
ସେଣ୍ଟ୍ରାଲ ଜେଲ ଭିତରେ ଭୟଙ୍କର ବିସ୍ଫୋରଣ। ମହାରାଷ୍ଟ୍ର ଅମରାବତୀ ସେଣ୍ଟ୍ରାଲ ଜେଲରେ ଭୟଙ୍କର ବିସ୍ଫୋରଣ ହୋଇଛି। କ୍ରିକେଟ୍ ବଲ୍ ଭିତରେ ବାରୁଦ ରଖି କେହି ଦୁର୍ବୁତ୍ତ ଜେଲ ଭିତରକୁ ଫିଙ୍ଗିଥିବା ଜଣାପଡିଛି। ଯାହାକୁ ନେଇ ଜେଲରେ ଥିବା କଏଦୀ ଏବଂ ପୁଲିସ୍ କର୍ମଚାରୀଙ୍କ ମଧ୍ୟରେ ଭୟର…
ଜମ୍ମୁ-କଶ୍ମିରରେ ଏନକାଉଣ୍ଟର
ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ଚାରି ଆତଙ୍କବାଦୀ ଲୁଚିଥିବା ମଧ୍ୟ କୁହାଯାଉଛି।କୁଲଗାମ ଜିଲାରେ ଦୁଇଟି ସ୍ଥାନରେ ଆତଙ୍କବାଦୀ ଲୁଚିଥିବାର ପାଇବା ପରେ…
ଗ୍ରାମୀଣ ମହିଳାଙ୍କୁ ଏବେ ମିଳିବ ଇଲେକ୍ଟ୍ରିକ ସାଇକେଲ
କେନ୍ଦ୍ର ସରକାର ଗାଁରେ ଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ଇଲେକ୍ଟିକ୍ ସାଇକେଲ ଯୋଗାଇ ଦେବେ । ଏ ନେଇ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରାଳୟ ଗତ ଶୁକ୍ରବାର କନର୍ଭଜେନ୍ସ ଏନର୍ଜି ସର୍ଭିସ ଲିମିଟେଡ କମ୍ପାନୀ ସହ ବୁଝାମଣା କରିଛନ୍ତି । ‘ସ୍ତ୍ରୀ’ (ସସ୍ଟେନେବୁଲ ଟ୍ରାନ୍ସପୋର୍ଟ ଫର…
ଓଡ଼ିଆ ପୁଅଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନ କରିଛନ୍ତି।୨୦୨୩ ମାର୍ଚ୍ଚ ୧୨ ତାରିଖ। ଓଏନ୍ଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ ଅଫଲୋଡିଂ ଜାହାଜରେ ଅପରେଶନାଲ…
୨୪ଟି ରାଜ୍ୟର ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି ବିଜେପି
ସାଧାରଣ ନିର୍ବାଚନ ପରେ ବିଜେପି ପକ୍ଷରୁ ସଂଗଠନିକ ସ୍ତରରେ କେତେକ ପରିବର୍ତ୍ତନ କରାଯାଇଛି । ଦଳ ୨୪ଟି ରାଜ୍ୟର ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି। ବିଜୟପାଲ ସିଂ ତୋମର ଓଡ଼ଶା ପ୍ରଭାରୀ ନିଯୁକ୍ତ ହୋଇଥିବାବେଳେ ଲତା ଉସେଡି ସହ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି । ଏହା ପୂର୍ବରୁ ବିଜୟପାଲ…
ଦିଲ୍ଲୀରେ ସବୁଠୁ ଅଧିକ ବାୟୁ ପ୍ରଦୂଷଣ
ପ୍ରତିବର୍ଷ ଦେଶର ୧୦ ଟି ସହରରେ ୩୩ ହଜାର ଲୋକଙ୍କର ପିଏମ ୨.୫ ର ସ୍ତର ଅଧିକ ହେବାରୁ ମୃତ୍ୟୁ ହେଉଛି । ଏହା ହେଉଛି ବର୍ଷର ମୋଟ ମୃତ୍ୟୁର ୭.୨% । ଏହି ସହରଗୁଡ଼ିକ ହେଉଛି ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଚେନ୍ନାଇ, ପୁଣେ, ଅହମ୍ମଦାବାଦ, ହାଇଦ୍ରାବାଦ, କୋଲକାତା, ବାରାଣାସୀ ଏବଂ ସିମଲା…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ…