Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
Browsing Category
National
ରବିବାର ସନ୍ଧ୍ୟାରେ ଶପଥ ନେବେ ମୋଦୀ
ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଜବାହରଲାଲ ନେହରୁଙ୍କ ପରେ ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାପାଇଁ ମଞ୍ଚ ପ୍ରସ୍ତୁତ କରାଯାଉଛି। ଶପଥ ଗ୍ରହଣ ସମାରୋହରେ ଅନେକ ଦକ୍ଷିଣ ଏସୀୟ…
ଚାପୁଡ଼ା ଖାଇଲେ କଙ୍ଗନା !
ବଲିଉଡ ଅଭିନେତ୍ରୀ ତଥା ବିଜେପିର ନବ ନିର୍ବାଚିତ ସାଂସଦ କଙ୍ଗନା ରାନାୱତ | ତାଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସ୍ଏଫ୍ ଗାର୍ଡ ଚାପୁଡ଼ା ମାରିଛନ୍ତି। ଏହି ଘଟଣା ପରେ ଅଭିନେତ୍ରୀ ଅଭିଯୋଗ ଆଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଚାପୁଡ଼ା ମାରିଥିବା…
ଘୁଞ୍ଚିଲା ମୋଦୀଙ୍କ ଶପଥ ଗ୍ରହଣ ତାରିଖ
ଲୋକସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ଏନଡିଏ ସରକାରର ଶପଥ ଗ୍ରହଣ ସମାରୋହକୁ ନେଇ ପ୍ରସ୍ତୁତି ଜୋରଦାର ହୋଇଛି । ଏହାରି ମଧ୍ୟରେ ଶପଥ ଗ୍ରହଣ ତାରିଖକୁ ନେଇ ନୂଆ ଅପଡେଟ୍ ସାମ୍ନାକୁ ଆସିଛି । ମିଳିଥିବା ସୂତ୍ରରୁ ଜଣାପଡିଛି ଜୁନ୍ ୮ ପରିବର୍ତ୍ତେ ଏବେ ଜୁନ୍ ୯ରେ ଶପଥ ଗ୍ରହଣ ସମାରୋହ…
ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଓ ଶ୍ରୀଲଙ୍କା ରାଷ୍ଟ୍ରପତି
ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦୀ। ସମାରୋହରେ ଯୋଗଦେବା ପାଇଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରେମେସିଂହେ ମଧ୍ୟ ଉପସ୍ଥିତ ରହିବେ।ଲୋକସଭା ନିର୍ବାଚନରେ ୨୯୩ ଟି ଆସନ ଜିତି ବିଜେପି…
ଓଡ଼ିଶାରେ ଉତ୍ତମ ଶାସନ ଏବଂ ଅନନ୍ୟ ସଂସ୍କୃତି ପାଳନ ପାଇଁ ଏହା ଏକ ଐତିହାସିକ ବିଜୟ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜଗନ୍ନାଥଙ୍କ ଭୂମିରେ ପ୍ରଥମ ଥର ପାଇଁ ବିଜେପିର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିପ୍ପଣୀ କରିଛନ୍ତି। ବିଜେପି ନେତୃତ୍ବାଧୀନ ଏନ୍ଡିଏ ୨୯୩ ଆସନରେ ବିଜୟୀ ହୋଇ କ୍ରମାଗତ ତୃତୀୟ ଥର କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ…
ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ…
ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼ । ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ ରାଜନୈତିକ…
ଭାଜପା ହାତରେ ବିଜୟର ହୀରା
୨୦୨୪ର ଲୋକ ସଭା ନିର୍ବାଚନରେ ଗୁଜରାଟର ସୁରଟ ଲୋକ ସଭା ଆସନ ହେଉଛି ଏକମାତ୍ର ଆସନ ଯେଉଁଠାରେ ନିର୍ବାଚନ ପୂର୍ବରୁ ଫଳାଫଳ ଘୋଷଣା ହୋଇଯାଇଛି। ପରିସ୍ଥିତି ଏପରି ହୋଇଛି ଯେ ନିର୍ବାଚନ କରିବାର କୌଣସି ଆବଶ୍ୟକତା ନ ଥିଲା ଏବଂ ଭାଜପା ପ୍ରାର୍ଥୀ ମୁକେଶ ଦଲାଲଙ୍କୁ ନିର୍ଦ୍ୱନ୍ଦରେ ନିର୍ବାଚିତ ଘୋଷଣା…
ଓଡ଼ିଶାରେ କିଏ ଗଢ଼ିବ ସରକାର ?
ଓଡ଼ିଶାରେ କାହାର ହେବ ବିଜୟ ? ଖୋଲିବ ଇଭିଏମ୍ ପେଡି । ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ। ଓଡ଼ିଶାରେ କିଏ ସରକାର ଗଢ଼ିବ ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ ୧୬ରେ ତାରିଖ ଘୋଷଣା ହୋଇଥିଲା । ଏହାପରେ ମାରାଥନ ପ୍ରଚାର ଅଭିଯାନ ଚାଲିଲା । ପୁଣି ଏପ୍ରିଲ ୧୯ରୁ ଜୁନ୍ ୧ ପର୍ଯ୍ୟନ୍ତ ୭ଟି…
ଭୋଟ୍ ଗଣତି ଆରମ୍ଭ
ଲୋକସଭା ତଥା ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ବିଧାନସଭା ନିର୍ବାଚନର ଭୋଟ୍ ଗଣତି ମଙ୍ଗଳବାର ପୂର୍ବାହ୍ନ ୮ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଭୋଟ ଗଣନା କେନ୍ଦ୍ରର ସୁରକ୍ଷା ପାଇଁ ଡବଲ ବ୍ୟାରିକେଟିଂ ସହିତ ସିସିଟିଭି ମନିଟରିଂ ବ୍ୟବସ୍ଥା ହୋଇଛି। ଭୋଟଗଣନା କେନ୍ଦ୍ର ଭିତରକୁ…