Browsing Category

National

ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣ

କାଶ୍ମୀର: ପୁଣି ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଆତଙ୍କବାଦୀମାନେ ସେନା ଗାଡ଼ି ଉପରେ ଆକ୍ରମଣ କରିଛନ୍ତି । ଗତକାଲି ସାରା ରାତିରେ ସର୍ଚ୍ଚ ଅପରେସନ ଚାଲିଛି ।  କୃଷ୍ଣ ଘାଟିରେ ସେନାର ଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ସେନାର ଏକ କନଭୟକୁ ଆତଙ୍କବାଦୀମାନେ ଟାର୍ଗେଟ୍ କରିଥିଲେ,…

କଡ଼ା ସୁରକ୍ଷାରେ ଅଯୋଧ୍ୟା: କ୍ୟାମେରା ଲେନ୍ସରେ ଅଯୋଧ୍ୟା

ଅଯୋଧ୍ୟା: ଆଉ ଏକ ସପ୍ତାହ ରହିଲା ଶ୍ରୀରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ରହିଲା ୧୧ ଦିନ। ତା’ପୂର୍ବରୁ ଅରମ୍ଭ ହୋଇଛି ସ୍ୱତନ୍ତ୍ର ପୂଜାପାଠ। ଆଜିର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ପ୍ରଧାନମନ୍ତ୍ରୀ…

ଆଜି ଅଟଳ ସେତୁ ଉଦ୍‌ଘାଟନ

ଆସନ୍ତାକାଲି ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍‌ଟିଏଚ୍ଏଲ୍) ଉଦ୍‌ଘାଟନ ହେବ। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି…

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବନି କଂଗ୍ରେସ

ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଆମନ୍ତ୍ରଣ ପତ୍ରକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଜାନୁଆରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ କୌଣସି କଂଗ୍ରେସ ନେତା ଯିବେ ନାହିଁ। କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ…

ଅପରେସନ ପ୍ରସପରିଟି ଗାର୍ଡିଆନ୍’ ଅଭିଯାନ ଆରମ୍ଭ

ଜଳଦସ୍ୟୁମାନେ ଲାଇବେରିଆର ଏକ ପଣ୍ୟବାହୀ ଜାହାଜକୁ ଆକ୍ରମଣ କରିଥିଲେ। ଏଥିରେ ୧୫ ଜଣ ଭାରତୀୟ କ୍ରୁ ସଦସ୍ୟ ଥିଲେ। ସୂଚନା ପାଇଁ ଅବିଳମ୍ବେ ଭାରତୀୟ ନୌସେନାର କମାଣ୍ଡୋ ବା ମାର୍କୋସମାନେ ସାହସିକ ପଦକ୍ଷେପ ନେଇ ଏହାକୁ ସୁରକ୍ଷା ଦେଇଥିଲେ। ତେବେ ଜଳମାର୍ଗରେ ଆକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ…

୫ ଏମ୍‌ପିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

୫ ଏମ୍‌ପିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର ନୂଆଦିଲ୍ଲୀ: ଚଳିତ ବର୍ଷର ସଂସଦରତ୍ନ ପୁରସ୍କାର ପାଇଁ ଲୋକ ସଭାର ୫ ଏମ୍‌ପିଙ୍କୁ ଚୟନ କରାଯାଇଛି। ଭାଜପା ଏମ୍‌ପି ସୁକାନ୍ତ ମଜୁମଦାର, ସୁଧୀର ଗୁପ୍ତା, ଶିବସେନାର ଶ୍ରୀକାନ୍ତ ଏକନାଥ ଶିନ୍ଦେ, ଏନ୍‌ସିପିର ଅମୋଲ ରାମସିଂ କୋଲ୍‌ହେ ଏବଂ କଂଗ୍ରେସ…

ରାମଲାଲଙ୍କୁ କେମିତି କରିବେ ଦର୍ଶନ

ଅଯୋଧ୍ୟା:ରାମଲାଲଙ୍କୁ କେମିତି ଓ କେତେବେଳେ କରିବେ ଦର୍ଶନ  । ଭଗବାନ ରାମଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ  ଅଯୋଧ୍ୟାର କୋଣ କୋଣରେ ଉତ୍ସବର ମାହୋଲ। ଅଯୋଧ୍ୟା ହେଉଛି ପୁରୁଷୋତ୍ତମ ରାମଙ୍କ ଜନ୍ମ ସ୍ଥାନ। ଆଜି ଅଯୋଧ୍ୟାକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ହେଉଛି। ଜାନୁଆରୀ ୨୨ରେ ଭବ୍ୟ ରାମ ମନ୍ଦିର…

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଶ୍ବଶୁର ଘରୁ ଆସିଲା ୫ ହଜାର ପ୍ରକାରର ଉପହାର

ଅଯୋଧ୍ୟା : ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ। ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଶ୍ବଶୁର ଘର ମିଥିଳାରୁ ରାମଲଲାଙ୍କ ପାଇଁ ୫ ହଜାର ଉପହାର ଆସିଛି। ଜନକପୁର ଧାମର ମେୟର ମନୋଜ କୁମାର ଶାହ ଏବଂ ଜାନକୀ ମନ୍ଦିରର ମହନ୍ତ ରାମତପେଶ୍ବର ଦାସଙ୍କ ନେତୃତ୍ବରେ…

ଅନ୍ୟକୁ ବିବାହ ପରେ ବି ପୂର୍ବ ସ୍ୱାମୀଙ୍କଠାରୁ ଭରଣପୋଷଣ ପାଇବେ ମୁସଲିମ ମହିଳା

ଅନ୍ୟକୁ ବିବାହ ପରେ ବି ପୂର୍ବ ସ୍ୱାମୀଙ୍କଠାରୁ ଭରଣପୋଷଣ ପାଇବେ ମୁସଲିମ ମହିଳା । ଅନ୍ୟ ଜାଗାରେ ବିବାହ କରିଥିଲେ ବି ସେ ଭରଣପୋଷଣ ପାଇବାର ହକ୍‌ଦାର ।ଛାଡପତ୍ର ହୋଇଥିବା ମୁସଲମାନ ମହିଳାଙ୍କ ସପକ୍ଷରେ ବମ୍ବେ ହାଇକୋର୍ଟ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଛାଡପତ୍ର ପରେ ରକ୍ଷଣାବେକ୍ଷଣ ସହ ଜଡିତ…