Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
National
୨୮ ଦିନରେ ୧୨ ଭାରତୀୟ ଯବାନ ସହିଦ
ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀ କାର୍ଯ୍ୟକଳାପ ଜମ୍ମୁ ଓ କଶ୍ମୀରରେ ଅଚାନକ ବୃଦ୍ଧି ପାଇଛି। ଏହାସହ ସୀମାରେ ପାକିସ୍ତାନୀ ଆତଙ୍କବାଦୀ ଏବଂ ସେନା ସଦସ୍ୟଙ୍କ ମିଳିତ ବାହିନୀ ବର୍ଡର୍ ଆକ୍ସନ୍ ଟିମ୍ (ବ୍ୟାଟ୍)ର ଆକ୍ରମଣ ମଧ୍ୟ ଉଦ୍ବେଗର କାରଣ ପାଲଟିଛି । ଏହି ଆକ୍ରମଣରେ ଗତ ୨୮ ଦିନ…
ଓଡିଶାରୁ ଜମ୍ମୁ କାଶ୍ମୀର ଯିବେ ବିଏସଏଫ୍ ଯବାନ
ଓଡିଶାର ମାଲକାନଗିରି ଅଞ୍ଚଳରେ ମୁତୟନ ହୋଇଥିବା ପ୍ରାୟ ୨୦୦୦ ବିଏସଏଫ (BSF) ଯବାନଙ୍କୁ ଜମ୍ମୁ-କାଶ୍ମୀରରେ ମୁତୟନ କରାଯିବ । ସେଥିପାଇଁ ଭାରତୀୟ ସେନା ଏହି ନିଷ୍ପତ୍ତି ନେଇଛି । ଭାରତ ପାକ ସୀମାରେ ଅଧିକ ସୈନିକଙ୍କ ଆବଶ୍ୟକତାକୁ ଉପଲବ୍ଧି କରି ଭାରତୀୟ ସେନା ଏଭଳି କରିଥିବା କୁହାଯାଉଛି ।…
ଭାରତକୁ ପ୍ରଥମ ପଦକ
ପ୍ୟାରିସ୍ ଅଲମ୍ପିକରେ ଭାରତକୁ ପ୍ରଥମ ପଦକ। ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲ ମୁକାବିଲାରେ ଭାରତକୁ ବ୍ରୋଞ୍ଜ ପଦକ। 10ମିଟର ଇଭେଣ୍ଟରେ ସୁଟର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ । ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ…
‘ମନ୍ କି ବାତ୍’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ପୂର୍ବାହ୍ନ ୧୧ଟାରେ ମନ୍ କି ବାତ୍ର ୧୧୨ ତମ ସଂସ୍କରଣରେ ଦେଶର ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିବା ପରେ ପିଏମ ମୋଦୀଙ୍କ ମନ କି ବାତ୍ରେ ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ। ମନ କି…
୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି
୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ହରିଭାଓ କିଷାନରାଓ ବାଗଦେ…
ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ
ଆସନ୍ତା ଅଗଷ୍ଟ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ଗସ୍ତରେ ଯାଇପାରନ୍ତି। ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବା ପରେ ମୋଦୀଙ୍କର ଏହା ପ୍ରଥମ ଗସ୍ତ ହେବ। ମୋଦୀ ନିକଟରେ ରୁଷ ଗସ୍ତ କରିବା ସମୟରେ ଆମେରିକା ଏବଂ ୟୁରୋପୀୟ ଦେଶଗୁଡ଼ିକ ଖପ୍ପା ହୋଇଯାଇଥିଲେ। ତେଣୁ ସମ୍ପର୍କକୁ…
ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ
ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ର ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ଏହି ବୈଠକରେ ଫୋକସ୍ ରହି। ତେବେ ଏହି ନୀତି ଆୟୋଗ ବୈଠକରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି…
ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ
ଜାମ୍ମୁ କାଶ୍ମୀର କୁପୱାଡା ଜିଲ୍ଲା ଏକ ଅଞ୍ଚଳରେ ଯବାନ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଆତଙ୍କବାଦୀଙ୍କ ସହ ଗୁଳିବିନିୟ ହେବା ଦ୍ୱାରା ୩ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସେମାନଙ୍କୁ ସେହି ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି
ମହାରାଷ୍ଟ୍ରରେ ବନ୍ୟା
ବିପଦ ସଙ୍କେତ ଉପରେ ପଶ୍ଚିମ ମହାରାଷ୍ଟ୍ରର କୋହ୍ଲାପୁର ଜିଲ୍ଲାର ପଞ୍ଚଗଙ୍ଗା ନଦୀ ପ୍ରବାହିତ ହେବା ପରେ ୫୮୦୦ ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ରାଜାରାମ ୱିରଠାରେ ପଞ୍ଚଗଙ୍ଗା ନଦୀର ଜଳସ୍ତର ମଧ୍ୟାହ୍ନରେ ୪୬.୪ ଫୁଟ ଥିଲା, ଯାହା ବିପଦ ସଙ୍କେତ ୪୩ ଫୁଟ ଉପରେ ରହିଛି। କୋହ୍ଲାପୁର…
ଭାରତ ଦେଲା କଡ଼ା ଜବାବ
ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ନାଟୋ ଶିଖର ସମ୍ମିଳନୀ ଆୟୋଜନ କରିଥିଲେ। ଏଥି ସହ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ଗସ୍ତରେ ଥିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଭାରତ ମଧ୍ୟ ଆମେରିକାକୁ କଡା ବାର୍ତ୍ତା ଦେଇଛି। ପ୍ରଧାନମନ୍ତ୍ରୀ…