Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
Browsing Category
National
ଆଉ ସପ୍ତାହେ ସମୟ ମାଗିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଅବଧିକୁ ଆଉ ସାତ ଦିନ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଗୁରୁତ୍ବ ବିଷୟରେ ଉଲ୍ଲେଖ କରି କେଜ୍ରିୱାଲ ୭ କିଲୋଗ୍ରାମ ଓଜନ ହ୍ରାସ ହେବା…
ନିମାପଡ଼ା ଆସିବେ ଶାହା
ଆସନ୍ତା ୨୮ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି। କେନ୍ଦ୍ର ଗୃହମନ୍ତ୍ରୀଙ୍କ…
ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା
ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା ପରେ ସେ କୋରେଇ ଓ ନିମାପଡାରେ…
ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍ଏସ୍)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ। ଚଳିତ ବର୍ଷ କିମ୍ବା ଏହାର ଠିକ୍ ପରେ ନାସା ଆଇଏସ୍ଏସ୍କୁ ମିଶନ ପଠାଇବ ବୋଲି ଭାରତରେ ଆମେରିକାରର…
ସବୁଠାରୁ ବଡ ବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ , ଚାଲିଗଲା ୧୦ ଜୀବନ
ଛତିଶଗଡ ବେସେତରା ଜିଲ୍ଲାରେ ଶନିବାର ଦିନ ଭୟଙ୍କର ବିସ୍ଫୋରଣ ହୋଇଛି । ଏଠାରେ ବେରଲା ଠାରେ ଥିବା ବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆକଳନ କରାଯାଉଛି । ଏହାସହ ଅନେକ…
ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଦେଶରେ ୧୦.୮୨ ପ୍ରତିଶତ ମତଦାନ
ଷଷ୍ଠ ପର୍ଯ୍ୟାୟ ନିର୍ବାଚନରେ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଦେଶରେ ମୋଟ ୧୦.୮୨ ପ୍ରତିଶତ ମତଦାନ ହୋଇଛି। ସେଥିମଧ୍ୟରୁ ପଶ୍ଚିମବଙ୍ଗରେ ସର୍ବାଧିକ ମତଦାନ ହୋଇଛି।
ପଶ୍ଚିମବଙ୍ଗରେ ୧୬.୫୪ ପ୍ରତିଶତ ମତଦାନ ହୋଇଥିବାବେଳେ ହରିୟାଣାରେ ୮.୩୧ ପ୍ରତିଶତ, ଦିଲ୍ଲୀରେ ୮.୯୪ ପ୍ରତିଶତ, ଝାଡଖଣ୍ଡରେ…
ଷଷ୍ଠ ପର୍ଯ୍ୟାୟ ନିର୍ବାଚନ: ୫୮ ଲୋକସଭା ଆସନରେ ମତଦାନ ଜାରି
ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନଲାଗି ମତଦାନ ଶନିବାର ସକାଳ ୭ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୮ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ଜାରି ରହିଛି। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ଭୋଟର ମତଦାଧିକାର ସାବ୍ୟସ୍ତ କରୁଛନ୍ତି । ଭୋଟିଂ ପ୍ରକ୍ରିୟା…
ସ୍ୱାତୀ ମାଲିୱାଲ କେସ୍ ; ବିଭବ କୁମାରଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ କୋର୍ଟ
ସ୍ୱାତୀ ମାଲିୱାଲ କେସରେ ବିଭବ କୁମାରଙ୍କୁ ୪ ଦିନ ପାଇଁ ବିଚାର ବିଭାଗୀୟ ହେପାଜତକୁ ପଠାଇଲେ କୋର୍ଟ । ତୀସ ହଜାରୀ କୋର୍ଟଙ୍କ ଆଦେଶ ଅନୁସାରେ, ଆସନ୍ତା ମେ ୨୮ ତାରିଖ ପର୍ଯ୍ୟନ୍ତ ବିଭବ କୁମାର ନ୍ୟାୟିକ ହେପାଜତରେ ରହିବେ । ତେବେ ଆଜି ଅର୍ଥାତ ଶୁକ୍ରବାର ବିଭବ କୁମାରଙ୍କୁ କୋର୍ଟରେ ହାଜର…
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁହଁ ଖୋଲିଲେ ପିଏମ ମୋଦୀ
ମଦ ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିଲା । ସେ ବର୍ତ୍ତମାନ ଅନ୍ତରୀଣ ଜାମିନରେ ପଦାକୁ ଆସିଛନ୍ତି, ପୁଣି ଜୁନ ୨ରେ ସେ ସରେଣ୍ଡର କରିବେ । ଏନେଇ ଅନେକ ପ୍ରକାର ପ୍ରଶ୍ନ ବି ଉଠିଛି । ଏହାରି ମଧ୍ୟରେ ନରେନ୍ଦ୍ର…
ଷଷ୍ଠ ପର୍ଯ୍ୟାୟ ମତଦାନ ପାଇଁ ଶେଷ ହେଲା ପ୍ରଚାର
ଆସନ୍ତା ୨୫ରେ ପଡିବ ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ । ଏଥିପାଇଁ ଆଜି ଶେଷ ହୋଇଛି ପ୍ରଚାର । ଆଜି ପ୍ରଚାରର ଶେଷ ଦିନ ଥିବାରୁ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଷଷ୍ଠ ପର୍ଯ୍ୟାୟରେ ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଂଚଳର ୫୮ଟି…