Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
National
ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା
ପଶ୍ଚିମବଙ୍ଗ ଦାର୍ଜିଲିଂରେ ସୋମବାର ବଡ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିବା ଦାର୍ଜିଲିଂ ଅତିରିକ୍ତ ଏସପିଙ୍କ ପକ୍ଷରୁ ସୂଚନା ମିଳିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା…
ଆଜି ଭାରତ-ଆମେରିକା ସୁରକ୍ଷା ବୈଠକ
ଭାରତ-ଆମେରିକାର ଜାତୀୟ ସୁରକ୍ଷା ଉପଦେଷ୍ଟା (ଏନ୍ଏସ୍ଏ)ସ୍ତରୀୟ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଦୁଇଦିନିଆ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବୈଠକରେ ଦ୍ବିପାକ୍ଷିକ ବୈଷୟିକ-ସାମରିକ ସମ୍ବନ୍ଧ ଦୃଢ଼ କରିବା ନେଇ ବିଭିନ୍ନ ରଣନୀତି ସମ୍ପର୍କରେ ଆଲୋଚନା ହେବ।…
ଜୁନ ୩୦ରେ ,‘ମନ୍ କି ବାତ୍ କାର୍ଯ୍ୟକ୍ରମ
ଆକାଶବାଣୀରେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀ ଓ ବିଦେଶରେ ରହୁଥିବା ଭାରତୀୟଙ୍କ ସହ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ଚଳିତ ମାସ ୩୦ତାରିଖରେ ଏହା ପ୍ରସାରିତ ହୋବ ।ଏହା ମାସିକ ରେଡିଓ କାର୍ଯ୍ୟକ୍ରମର ୧୧୧ତମ ଭାଗ ହେବ ଏବଂ ଶ୍ରୀ ମୋଦୀ କ୍ରମାଗତ ତୃତୀୟ ଥର ପାଇଁ…
ନଦୀଗର୍ଭକୁ ଖସିଲା ପର୍ଯ୍ୟଟକ ଟେମ୍ପୋ,୧୪ ମୃତ
ରୁଦ୍ରପୟାଗ :ଉତ୍ତରାଖଣ୍ଡର ରୁଦ୍ରପୟାଗ ଜିଲ୍ଲାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ୧୨ ଜଣ ଆହତ ହୋଇଛନ୍ତି। ୨୬ ଜଣ ଯାତ୍ରୀ ଏକ ଟେମ୍ପୋ ଟ୍ରାଭେଲରରେ ଯାତ୍ରା କରୁଥିବା ବେଳେ ସେମାନଙ୍କ ଗାଡ଼ି ରୁଦ୍ରପ୍ରୟାଗ ଜିଲ୍ଲାର ରାଇତୋଲି ଅଞ୍ଚଳରେ ଏକ ଗଭୀର…
ଇତିହାସ ରଚିଲା ଭାରତୀୟ ରେଳବାଇ
ଦେଶର ଲାଇଫଲାଇନ୍ କୁହାଯାଉଥିବା ଭାରତୀୟ ରେଳବାଇ ପୁଣି ଏକ ଇତିହାସ ରଚିଛି । ଶନିବାର ରେଳ ମନ୍ତ୍ରଣାଳୟ ‘ଲିମକା ବୁକ୍ ଅଫ୍ ରେକର୍ଡସ’ରେ ନିଜ ନାଁ ରେକର୍ଡ କରିଛି । ଭାରତୀୟ ରେଳବାଇ ସବୁଠାରୁ ବଡ଼ ପବ୍ଲିକ ସର୍ଭିସ ଇଭେଣ୍ଟ ଆୟୋଜିତ କରି ଏହି ରେକର୍ଡ କରିବାରେ ସଫଳ ହୋଇଛି । ଚଳିତ ବର୍ଷ…
ସରୁନି ମଣିପୁରବାସୀଙ୍କ ଦୁର୍ଦ୍ଦଶା
କଠୁଆ ଆତଙ୍କବାଦୀ ଆକ୍ରମଣ ପରେ ବିଜେପି ନେତାମାନେ ଏକ ସାମ୍ବାଦିକ ସମ୍ମିଳନୀ କରି ବନ୍ଧୁକ ପାଇଁ ନୂତନ ଲାଇସେନ୍ସ ପ୍ରଦାନ କରିବାକୁ ସରକାରଙ୍କୁ ଦାବି କରିଛନ୍ତି। ଏହି ନେତାମାନେ ପୂର୍ବରୁ ପ୍ରଦାନ କରାଯାଇଥିବା ଲାଇସେନ୍ସ ନବୀକରଣ କରିବାକୁ ସରକାରଙ୍କୁ ନିବେଦନ କରିଥିଲେ। ଜାମ୍ମୁରେ…
ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟ ଯୁଦ୍ଧ
ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ‘ଲଢ଼େଇ’ ଉଭୟ ଦେଶ ଉପରେ ଅଧିକ ପ୍ରଭାବ ପକାଉଛି । ଏହି କାରଣରୁ, ଗତ କିଛି ବର୍ଷ ମଧ୍ୟରେ ୧ ଲକ୍ଷ ଚାକିରି ଚାଲିଯିବା ସହ କୋଟି କୋଟି ଟଙ୍କା କ୍ଷତି ମଧ୍ୟ ହୋଇଛି ।ଏହା ଏକ ସୀମା ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ । ତଥାପି ଏହାର ତାର…
ମୋଦୀ-ମେଲୋନି ସେଲଫି ଭାଇରାଲ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ଇଟାଲୀ ଯାଇଥିଲେ। ଆପୁଲିଆଠାରେ ହେଉଥିବା ଏହି ବୈଠକରେ ଯୋଗଦେବା ଏବଂ ବହୁ ବିଶ୍ୱସ୍ତରୀୟ ନେତାଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶକୁ ଫେରିଛନ୍ତି। ତାଙ୍କର ଏହି ଗସ୍ତ ଅତ୍ୟନ୍ତ ସଫଳ ରହିଛି ବୋଲି…
ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର
ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି ।ପୋଲିସ ଅଧିକାରୀଙ୍କ କହିବା ମୁତାବକ, ୧୨ ତାରିଖରୁ ଅବୁଝମାଡରେ…
ମହଙ୍ଗା ବିଜୁଳି ବିଲରୁ ମୁକ୍ତି
ଗ୍ରୀଷ୍ମ ପ୍ରବାହ ବଢ଼ି ଯାଇଛି ଯେ ଲୋକମାନେ ନାହିଁ ନଥିବା ହଇରାଣ ହେଉଥିବା ଦେଖିବାକୁ ମିଛୁଛି। ଗୋଟିଏ ପଟେ ଗରମ ଓ ଅନ୍ୟପଟେ ପୁଣି ବିଜୁଳି କାଟ ଲୋକଙ୍କୁ କଲବଲ କରୁଛି। ଏଭଳି ପରିସ୍ଥିତିରେ ଆପଣ ସବୁଜ ଶକ୍ତି ସାହାଯ୍ୟରେ ବିଜୁଳି କାଟ ଏବଂ ମହଙ୍ଗା ବିଜୁଳି ବିଲରୁ ମୁକ୍ତି ପାଇପାରିବେ ।…