Browsing Category

National

ରାଜସ୍ଥାନରେ ବିଜେପି ଭଜନଲାଲ୍ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ ଓ ଛତିଶଗଡ ପରେ ଏବେ ରାଜସ୍ଥାନ ପାଇଁ ମୁଖ୍ୟମନ୍ତ୍ରୀ ଚୟନ କରିଛି ବିଜେପି ବିଧାୟକ ଦଳ । ଏହି କ୍ରମରେ ପୂର୍ବରୁ ଆଲୋଚନା ହେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଓ ସାଂସଦରୁ ବିଧାୟକ ହୋଇଥିବା ବାବା ବାଳକନାଥଙ୍କୁ ପଛରେ ପକାଇ ଭଜନଲାଲ ଶର୍ମା ମୁଖ୍ୟମନ୍ତ୍ରୀ…

ସରକାରୀ ବଙ୍ଗଳା ଛାଡ଼ିବେ ମହୁଆ

ଲୋକସଭାରୁ ବହିଷ୍କାର ହେବା ପରେ ଏବେ ସରକାରୀ ବାସଭବନ ଖାଲି କରିବାକୁ କହିଲେ ସଂସଦର ହାଉସିଂ କମିଟି। ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍‌ ଫର୍‌ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟିର ରିପୋର୍ଟ ଆସିବା ପରେ ତାଙ୍କୁ ଡିସେମ୍ବର ୮ରେ ଲୋକସଭାରୁ ବହିଷ୍କାର…

ବୁଧବାର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ ହୋଇଯିବ ମୋହନ ଯାଦବଙ୍କ ସରକାର। ୨୦୧୩ରେ ସେ ପ୍ରଥମେ…

ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ ହୋଇଛି । ରାଜ୍ୟ ସଭାରେ ସୋମବାର ଜମ୍ମୁ-କଶ୍ମୀର ସଂରକ୍ଷଣ  ବିଲ୍‌, ୨୦୨୩ ଏବଂ ଜମ୍ମୁ-କଶ୍ମୀର ପୁନର୍ଗଠନ  ବିଲ୍‌ ୨୦୨୩ ପାରିତ ହୋଇଛି। ଆଲୋଚନା ପରେ ଭଏସ ଭୋଟ ଦ୍ୱାରା ଏହି ବିଲ୍‌କୁ ଅନୁମୋଦନ କରାଯାଇଛି। ଶେଷରେ…

ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ  ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ କୁ ଉଦ୍‌ଘାଟନ କରିବେ । ଜିପିଏଆଇ ହେଉଛି ୨୯ଟି ସଦସ୍ୟ - ଦେଶ ସହିତ…

ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ

ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଐତିହାସିକ ଏବଂ ଏହା ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା…

ଧାରା ୩୭୦ ହଟାଇବା ପ୍ରସଙ୍ଗକୁ ସଠିକ ଦର୍ଶାଇଲେ ସୁପ୍ରିମକୋର୍ଟ

ଜାମ୍ମୁ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ  ଆସିଲା ଐତିହାସିକ ରାୟ।  ଧାରା ୩୭୦ ହଟାଇବା ପ୍ରସଙ୍ଗକୁ ସଠିକ ଦର୍ଶାଇଲେ ସୁପ୍ରିମକୋର୍ଟ ।  ସୁପ୍ରିମକୋର୍ଟ କହିଛନ୍ତି ଯେ ଜାମ୍ମୁ କାଶ୍ମୀରରେ କେବଳ ଭାରତର ସମ୍ବିଧାନ ଲାଗୁ କରାଯିବ। ଅନ୍ୟ କୌଣସି ସମ୍ବିଧାନ ଲାଗୁ କରାଯିବ ନାହିଁ। ଏହା…

ଜଳବନ୍ଦୀ ଅବସ୍ଥାରେ ତାମିଲନାଡ଼ୁ 

ଭୟଙ୍କର ସାମୁଦ୍ରିକ ଝଡ଼ ମିଗଜୋଙ୍ଗ ପ୍ରଭାବରେ ସମଗ୍ର ଦକ୍ଷିଣ ଭାରତ ପ୍ରଭାବିତ ହୋଇଛି । ତେବେ ତାମିଲନାଡ଼ୁ ଏଥିରେ ସବୁଡାରୁ ଅଧିକ ପ୍ରଭାବିତ ହୋଇଛି । ସାରା ରାଜ୍ୟ ବର୍ତ୍ତମାନ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ତେବେ ଏହା ମଧ୍ୟରେ…

ଆଜି ଆସିବ ଧାରା ୩୭୦ର ରାୟ

ନୂଆଦିଲ୍ଲୀ:  ଆଜି ଆସିବ ଧାରା ୩୭୦ର ରାୟ  । ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରତିବାଦରେ ହୋଇଥିବା ମାମଲାର ରାୟ ଶୁଣାଇବେ ସର୍ବୋଚ୍ଚ ଅଦାଲତ ।  ୨୦୧୯ରେ ଧାରା ୩୭୦ ଉଚ୍ଛେଦ ବିରୋଧରେ ଦାଖଲ ହୋଇଥିବା ବିଭିନ୍ନ ଆବେଦନ ଉପରେ କୋର୍ଟ ରାୟ ପ୍ରଦାନ କରିବେ । ସିଜେଆଇ ଡିଓ୍ବାଇ…

ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ

ନୂଆଦିଲ୍ଲୀ: ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ।  କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତାମାନେ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା…