Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
National
ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି
ତେଲେଙ୍ଗାନା:ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି। ଅସଦୁଦ୍ଦିନ ଓୱେସିଙ୍କ ଭାଇ ଅକବରୁଦ୍ଦିନଙ୍କୁ ବଡ଼ ଦାୟିତ୍ୱ । ସେ ସ୍ଥାୟୀ ବାଚସ୍ପତି ହେବା ଯାଏଁ ଗୃହ କାର୍ଯ୍ୟକୁ ପରିଚାଳନା କରିବେ । ସ୍ଥାୟୀ ବାଚସ୍ପତି ନିର୍ବାଚିତ ହେବା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ସେ…
ଖୁବଶୀଘ୍ର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବ ଆଦିତ୍ୟ ଏଲ-୧
ଆଦିତ୍ୟ ଏଲ୍୧କୁ ସେପ୍ଟେମ୍ବର ୨ରେ ଶ୍ରୀହାରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଲଞ୍ଚ କରାଯାଇଥିଲା। ଇସ୍ରୋ ମୁତାବକ, ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ‘ଆଦିତ୍ୟ ଏଲ୍୧’ ହେଉଛି ପ୍ରଥମ ମହାକାଶ ଆଧାରିତ ଅବ୍ଜରଭେଟୋରୀ। ଏହି ମହାକାଶଯାନ ୧୨୫ ଦିନ ମଧ୍ୟରେ ପୃଥିବୀଠାରୁ ପ୍ରାୟ…
ଲୋକସଭାରୁ ଟିଏମ୍ସି ସାଂସଦ ମହୁଆ ମୈତ୍ର ବହିଷ୍କୃତ
ନୂଆଦିଲ୍ଲୀ : ‘ଟଙ୍କା ପାଇଁ ପ୍ରଶ୍ନ ପଚାରିବା’ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରଙ୍କୁ ଗୃହର ସଦସ୍ୟତାରୁ ବହିଷ୍କାର କରାଯାଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୋଇତ୍ରଙ୍କ ବହିଷ୍କାର ପାଇଁ ଏକ ପ୍ରସ୍ତାବ ଦେଇଥିଲେ, ଯାହାକୁ ଗୃହ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ…
ଶପଥ ନେବା ପରେ ପ୍ରଜା ଦରବାର କଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡୀ
ତେଲଙ୍ଗାନା : ଶପଥ ନେବା ପରେ ପ୍ରଜା ଦରବାର କଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡୀ । ଲୋକଙ୍କ ସମସ୍ୟା ଶୁଣିବା ସହ ସରକାର ଲୋକଙ୍କ ପାଇଁ କାମ କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟରେ ଜନମଙ୍ଗଳ ସରକାର ଗଠନ ପାଇଁ ପ୍ରଜାଙ୍କ କଥା ଶୁଣିବାକୁ ସେ ପ୍ରାଥମିକତା ଦେଇ କାମ ଆରମ୍ଭ…
ଆଜି ଶପଥ ନେବେ ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଡୁହୋମା
ମିଜୋରାମ : ଆଜି ଶପଥ ନେବେ ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଡୁହୋମା । ମିଜୋରାମ ବିଧାନସଭା ନିର୍ବାଚନରେ ବହୁମତ ସହ ଜିତିବା ପରେ ଜୋରାମ ପିପୁଲ୍ସ ମୁଭମେଣ୍ଟ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଲାଲଡୁହୋମା ଆଜି ଶପଥ ଗ୍ରହଣ କରିବେ । ବିରାଟ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ…
ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ
ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ। ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଏକ୍ସପ୍ରେସରେ ଅଗ୍ନିକାଣ୍ଡ। କୋଚ୍ ତଳେ ନିଆଁ ଲାଗିଯାଇଥିଲା। ବ୍ରେକ ସୁରୁ ବାହାରିଥିଲା ପ୍ରବଳ ଧୂଆଁ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କଟକ ଷ୍ଟେସନ ଦେଇ ଯାଉଥିବାବେଳେ ଟ୍ରେନ ତଳୁ ନିଆଁ…
ସଂସଦ ଉପରେ ଆକ୍ରମଣ କରିବାକୁ ଏସ୍ଜେଏଫ୍ର ଧମକ
ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣ କରିବାକୁ ଏସ୍ଜେଏଫ୍ର ନେତା ଗୁରପତୱନ୍ତ ସିଂହ ପନ୍ନୁ ଏକ ଭିଡିଓ ବାର୍ତ୍ତା ଜାରି କରି ଧମକ ଦେଇଛି। ୨୦୦୧ ମସିହାରେ ଭାରତର ସଂସଦ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀ ଅବସରରେ ଡିସେମ୍ବର ୧୩ ତାରିଖରେ ଏହା ଉପରେ ଆକ୍ରମଣ କରିବାକୁ ଆମେରିକାର…
ଆଜିଠୁ ତେଲେଙ୍ଗାନାରେ ରେବନ୍ତ ସରକାର
ହାଇଦ୍ରାବାଦ: ଆଜିଠୁ ତେଲେଙ୍ଗାନାରେ ବଦଳିବ ସରକାର । ନୂଆ ସରକାର ଗଠନ କରିବେ ରେବନ୍ତ ରେଡ୍ଡୀ । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ବିଆରଏସକୁ ଗାଦିଚ୍ୟୁତ କରିବାରେ ରେବନ୍ତଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିଜର ଜବରଦସ୍ତ ପ୍ରଚାର ଲାଗି ସେ କଂଗ୍ରେସ ରାଜନୀତିରେ ବେଶ ପରିଚିତ ।…
ବିଶ୍ବର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ନିର୍ମଳା
ବିଶ୍ବର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସମେତ ୪ଜଣ ଭାରତୀୟ ମହିଳା ସ୍ଥାନିତ ହୋଇଛନ୍ତି।ଏହି ତାଲିକାର ୩୨ଶ ସ୍ଥାନରେ ଅଛନ୍ତି ନିର୍ମଳା ସୀତାରମଣ, ୬୦ତମ ସ୍ଥାନରେ ଅଛନ୍ତି ‘ଏଚ୍ସିଏଲ୍ କର୍ପୋରେସନ୍’ର ‘ସିଇଓ’ ରୋଶଣୀ ନାଦାର ମାଲହୋତ୍ରା,…
ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ
ମଧ୍ୟପ୍ରଦେଶର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ? ଆଜି ଜଣାପଡିବ । ଦଳ ପକ୍ଷରୁ ଘନ ଘନ ବୈଠକ କରାଯାଇଥିବା ବେଳେ ଆଜି ବିଧାୟକ ଦଳ ବସି ନେତା ନିର୍ବାଚନ କରିବ । ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ…