Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
National
ଯେପର୍ଯ୍ୟନ୍ତ ବିଏସ୍ଏଫ୍ ପହରା ଦେଉଛି, ସେ ପର୍ଯ୍ୟନ୍ତ ଭାରତର ଇଞ୍ଚେ ଜମି ଉପରେ ମଧ୍ୟ ଶତ୍ରୁ ନଜର ପଡ଼ିବ ନାହିଁ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଗୁଜରାଟର ଭୁଜଠାରେ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ସଂଘବୀ, ବିଏସ୍ଏଫ୍ ମହାନିର୍ଦ୍ଦେଶକ ଶ୍ରୀ ଦଲଜିତ ସିଂହ ଚୌଧୁରୀ ଏବଂ…
ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ ସମସ୍ତ ଶ୍ରମିକଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ସାରା ଦେଶରେ ନୂତନ ଶ୍ରମ ସଂହିତା ଲାଗୁ ହେବା ନେଇ ଦେଶର ସମସ୍ତ ଶ୍ରମିକଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ…
ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ, ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ
ଦୁବାଇ ଏୟାର ଶୋ’ରେ ଏକ ବଡ଼ ଅଘଟଣ ଘଟିଛି । ସେଠାରେ ଚାଲିଥିବା ପ୍ରଦର୍ଶନୀ ସମୟରେ ଏକ ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ଏହି ଦୁର୍ଘଟଣାରେ ପାଇଲଟ ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାର ଭିଡିଓ ଭାଇରାଲ ହୋଇଛି । ଭିଡିଓରେ ଦେଖାଯାଉଛି ଯେ ତେଜସ୍ ଜେଟ୍ ଆକାଶରେ…
ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ ,୧୫ ମୃତ
ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ । ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ପାକିସ୍ତାନ ପଞ୍ଜାବ ପ୍ରଦେଶର ଫୈସଲାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏଥିରେ ଅତି କମରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବିସ୍ଫୋରଣ ଫଳରେ କୋଠା ଭୁଶୁଡ଼ି ପଡ଼ିଛି । ଆହତଙ୍କୁ ଡାକ୍ତରଖାନାରେ…
କୋଲକତାରେ ଭୂକମ୍ପର ଝଟକା
କୋଲକତାରେ ଭୂକମ୍ପର ଝଟକା । ସକାଳେ ସକାଳେ ଥରିଗଲା କୋଲକାତା ସହର । ସକାଳ ୧୦ଟା ୧୦ ମିନିଟରେ ଦୋହଲିଗଲା କୋଲକାତା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ରହିଥିବା ସୂଚନା । ଶୁକ୍ରବାର ସକାଳେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳ…
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା ; ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ଘଟଣା। ଗିରଫ ୪ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଲା NIA। ଅଭିଯୁକ୍ତଙ୍କ ମଧ୍ୟରେ ଡାକ୍ତର ମୁଜାମ୍ମିଳ ଶକିଲ ରହିଛି। ବୋମା ବିସ୍ଫୋରଣ ଘଟଣାର ଚାଲିଛି ଅଧିକ ତନାଘନା। ମାମଲାର ଶୁଣାଣି କରି ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ଚାରି ଜଣ ଅଭିଯୁକ୍ତଙ୍କୁ 10…
ବିଲ୍ ଅନୁମୋଦନ କରିବା ସମୟରେ ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା ମଧ୍ୟରେ ବନ୍ଧା ହୋଇପାରିବେ ନାହିଁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଦାୟର ସ୍ବତନ୍ତ୍ର ରେଫରେନ୍ସ ଉପରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ପୀଠ ତାଙ୍କ ରାୟ ପ୍ରକାଶ କରିଛନ୍ତି। ବିଲ୍ ଅନୁମୋଦନ ନିମନ୍ତେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସମ୍ବିଧାନ ପ୍ରଦତ୍ତ ସ୍ବତନ୍ତ୍ର କ୍ଷମତା ସମ୍ପର୍କିତ କେତେକ ପ୍ରଶ୍ନ ଉପରେ ଉତ୍ତର…
ଆଜିଠୁ ପୁଣି ନୀତୀଶ ସରକାର, ଶପଥ ଗ୍ରହଣ କଲେ ନୀତୀଶ କୁମାର
ବିହାରରେ ଆଜିଠୁ ପୁଣି ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର । ଶପଥ ସମାରୋହ ପାଇଁ ସଜେଇ ହୋଇଛି ପଟନା ଗାନ୍ଧୀ ମଇଦାନ । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ସାମିଲ ହୋଇଛନ୍ତି । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର…
ଆଜି ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର
ବିହାରରେ ଆଜିଠୁ ପୁଣି ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ସମସ୍ତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ।
ଶପଥ ପାଠ…
ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ବିହାରରେ ନୂତନ ସରକାରଙ୍କ ଚିତ୍ର ଏବେ ସ୍ପଷ୍ଟ। ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେହିପରିସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯିବ। ପ୍ରକୃତରେ, ନୀତୀଶ କୁମାରଙ୍କୁ ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ମନୋନୀତ କରାଯାଇଛି। ସମ୍ରାଟ…