Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
National
ଦିଲ୍ଲୀରେ ପ୍ରକୋପ ଦେଖାଉଛି ଗ୍ରୀଷ୍ମ ପ୍ରବାହ: ୪୫ ଡିଗ୍ରୀ ଟପିଲା ତାପମାତ୍ରା
ଦେଶର ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳ ରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍ଥିତି ଅତି ସଂଗୀନ ହୋଇପଡ଼ିଛି। ମଇ ମାସର ଏହି ପ୍ରଚଣ୍ଡ ରୌଦ୍ରତାପ ସାଧାରଣ ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଦିଲ୍ଲୀର ଅନେକ ପାଣିପାଗ କେନ୍ଦ୍ରରେ ସର୍ବାଧିକ ତାପମାତ୍ରା ୪୫…
ଭାରତ ଓ ଇଟାଲୀ ଉଭୟ ଦେଶ ନିଜର ସମ୍ପର୍କକୁ ‘ବିଶେଷ ରଣନୀତିକ ସହଭାଗିତା’ ସ୍ତରକୁ ଉନ୍ନୀତ କରିଛନ୍ତି
ଭାରତ ଓ ଇଟାଲୀ ମଧ୍ୟରେ ରହିଥିବା କୂଟନୈତିକ ସମ୍ପର୍କ ଆଜି ଏକ ନୂଆ ଶିଖରରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀଙ୍କ ମଧ୍ୟରେ ଅନୁଷ୍ଠିତ ଦ୍ବିପାକ୍ଷିକ ବୈଠକରେ ଉଭୟ ଦେଶ ନିଜର ସମ୍ପର୍କକୁ ‘ବିଶେଷ ରଣନୀତିକ ସହଭାଗିତା’ ସ୍ତରକୁ ଉନ୍ନୀତ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଫଟୋ ସେୟାର କରି କ୍ୟାପସନରେ ଲେଖିଲେ ଜର୍ଜିଆ ମେଲୋନି : “ରୋମକୁ…
ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ (X) ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଫଟୋ ସେୟାର କରିଛନ୍ତି। ଏହି ପୋଷ୍ଟର କ୍ୟାପସନରେ ସେ ଲେଖିଛନ୍ତି, "ରୋମକୁ ସ୍ୱାଗତ, ମୋର ବନ୍ଧୁ!"। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
ସର୍ବସାଧାରଣ ସ୍ଥାନରୁ ବୁଲାକୁକୁରଙ୍କୁ ହଟାଇ ସ୍ବତନ୍ତ୍ର ଆଶ୍ରୟ ସ୍ଥଳିରେ ରଖିବା ନିର୍ଦ୍ଦେଶ କୁ ବଳବତ୍ତର ରଖିଲେ…
ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଜନତାଙ୍କ ବୃହତର ସ୍ବାର୍ଥ ରକ୍ଷା ଦୃଷ୍ଟିରୁ ଜନଗହଳି ପୂର୍ଣ୍ଣ ରାସ୍ତାଗୁଡ଼ିକରୁ ବୁଲାକୁକୁରଙ୍କୁ ହଟାଇବାକୁ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି…
କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ,ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ
କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ଭି.ଡି. ସତୀଶନ । ଭିଡି ସତୀଶନଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ୧୦ ବର୍ଷ ପରେ କେରଳରେ ଫେରିଲା ୟୁଡିଏଫ୍ । ଶପଥ ଗ୍ରହଣ…
୩୦୦ ବର୍ଷ ପୂର୍ବରୁ ବିଦେଶୀଙ୍କ ଦ୍ଵାରା ଲୁଟ୍ ହୋଇଥିବା ଚୋଳ ସାମ୍ରାଜ୍ୟର ବହୁମୂଲ୍ୟ ରାଜକୀୟ ସମ୍ପତ୍ତିକୁ ଭାରତ…
ଭାରତ ଏକ ଐତିହାସିକ କୂଟ ସଫଳତା ହାସଲ କରିଛି । ୩୦୦ ବର୍ଷ ପୂର୍ବରୁ ବିଦେଶୀଙ୍କ ଦ୍ଵାରା ଲୁଟ୍ ହୋଇଥିବା ଚୋଳ ସାମ୍ରାଜ୍ୟର ବହୁମୂଲ୍ୟ ରାଜକୀୟ ସମ୍ପତ୍ତି ଏବେ ନିଜ ମାଟିକୁ ଫେରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ନେଦରଲ୍ୟାଣ୍ଡ ଗସ୍ତ ସମୟରେ ଡଚ୍ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ…
ସ୍ୱିଡେନର ରେ ମୋଦୀ ,ମୋଦୀଙ୍କ ଏହି ଗସ୍ତର ଭୂ-ରାଜନୈତିକ ଗୁରୁତ୍ଵକୁ ଦର୍ଶାଉଛି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୫ଟି ଦେଶ ଗସ୍ତର ତୃତୀୟ ପର୍ଯ୍ୟାୟରେ ରବିବାର ସ୍ଵିଡେନ ଗସ୍ତ କରିଛନ୍ତି। ସ୍ୱିଡେନର ପ୍ରମୁଖ ସହର ଗୋଥେନବର୍ଗର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ଵିଡେନ ପ୍ରଧାନମନ୍ତ୍ରୀ ଉଲ୍ଫ କ୍ରିଷ୍ଟରସନ ନିଜେ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ…
ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ଏବଂ ବିଶ୍ୱସ୍ତରୀୟ ଅସ୍ଥିରତାକୁ ନେଇ ସମସ୍ତଙ୍କୁ ସତର୍କ କରାଇଲେ ମୋଦି , କହିଲେ…
ନେଦରଲ୍ୟାଣ୍ଡ ଗସ୍ତ ସମୟରେ ହେଗ୍ (The Hague) ଠାରେ ଶନିବାର ଦିନ ଭାରତୀୟ ସମୁଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱର ସାମ୍ପ୍ରତିକ ପରିସ୍ଥିତି ଉପରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ସେ ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ଏବଂ ବିଶ୍ୱସ୍ତରୀୟ ଅସ୍ଥିରତାକୁ ନେଇ…
କୋର୍ଟର କର୍ମଚାରୀମାନଙ୍କ ପାଇଁ ଘରୁ ରହି କାମ କରିବା ବ୍ୟବସ୍ଥା ଲାଗୁ କଲେ ସୁପ୍ରିମକୋର୍ଟ
ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଇନ୍ଧନ ସଂରକ୍ଷଣ ଏବଂ ସମ୍ବଳର ସଦୁପଯୋଗ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ସୁପ୍ରିମକୋର୍ଟର…
ପ୍ରତିରକ୍ଷା, ଏଲ୍ପିଜି ଯୋଗାଣ ଓ ରଣନୈତିକ ତୈଳ ଭଣ୍ଡାର କ୍ଷେତ୍ରରେ ୟୁଏଇ ସହିତ ରାଜିନାମା ସ୍ବାକ୍ଷର କଲା ଭାରତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫ ଦେଶୀୟ ଗସ୍ତରେ ଯାଇ ପ୍ରଥମ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସରେ ପହଞ୍ଚିଛନ୍ତି। ସେଠାରେ ତାଙ୍କର ମାତ୍ର ଅଢ଼େଇ ଘଣ୍ଟାର ରହଣି ମଧ୍ୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ଏଲ୍ପିଜି ଯୋଗାଣ ଓ ରଣନୈତିକ ତୈଳ ଭଣ୍ଡାର କ୍ଷେତ୍ରରେ ଅନେକଗୁଡ଼ିଏ…