Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
National
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ…
ଜେଲ୍ରୁ ଏବେ ମୁକୁଳିବାର ନାହିଁ କେଜ୍ରିୱାଲ
ଦିଲ୍ଲୀ ମଦ ଦୁର୍ନୀତି ସଂକ୍ରାନ୍ତ ମନି ଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିବା ରାଉଜ ଆଭେନ୍ୟୁ କୋର୍ଟଙ୍କ ରାୟ ଉପରେ ଅନ୍ତରୀଣ ରହିତାଦେଶ ଲଗାଇଥିବା ଦିଲ୍ଲୀ ହାଇକୋର୍ଟ ଆଜି ଏହି ରହିତାଦେଶକୁ କାଏମ ରଖିଛନ୍ତି। ଫଳରେ କେଜ୍ରିୱାଲ ଜେଲ୍ରୁ ଏବେ ମୁକୁଳି ପାରିବେନି।…
କେରଳର ନାଁ ବଦଳିବ
ରାଜ୍ୟ କେରଳର ନାମ ‘କେରଳମ୍’କୁ ପରିବର୍ତ୍ତନ କରାଯିବ ବୋଲି ଜଣାପଡିଛି। ଏ ସମ୍ପର୍କିତ ପ୍ରସ୍ତାବ କେରଳ ବିଧାନସଭାରେ ସର୍ବସମ୍ମତକ୍ରମେ ଗୃହୀତ ହୋଇଯାଇଛି। ସୂଚନାଯୋଗ୍ୟ ୨୦୨୩ ଅଗଷ୍ଟ ୯ରେ ଏହି ପ୍ରସ୍ତାବ ବିଧାନସଭାରେ ଅନୁମୋଦିତ ହୋଇସାରିଥିଲା। ତେବେ ସଂଶୋଧିତ ପ୍ରସ୍ତାବ ଦାଖଲ କରିବାକୁ…
ବିଜେପି ୨ ଦିନ ପାଳିବ କଳା ଦିବସ
ସାରା ଦେଶରେ ବିଜେପି ପାଳୁଛି କଳା ଦିବସ। ୧୯୭୫ ମସିହା ଆଜିର ଦିନ ୨୫ ଜୁନରେ ସାରା ଦେଶରେ ଲାଗୁ ହୋଇଥିଲା ଜରୁରୀକାଳୀନ ପରିସ୍ଥିତି ଏମର୍ଜେନି। ପ୍ରଧାନମନ୍ତ୍ରୀ ଇନ୍ଦିରାଗାନ୍ଧିଙ୍କ ଶାସନ କାଳରେ ଏହି ଏମର୍ଜେନ୍ସି ଲାଗୁ କରାଯାଇଥିଲା। ଏହି ଦିବସର ବିରୋଧ କରି ବିଜେପି ପକ୍ଷରୁ କଳାଦିବସ ପାଳନ…
ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ ଭାଜପାରେ ମିଶି ମଧ୍ୟ ବିଜୟ ଲାଭ କରିଥିଲେ। ଲଗାତର ୭ ଥରର ଏମ୍ପି ଭର୍ତ୍ତୃହରି ନବନିର୍ବାଚିତ ଏମ୍ପିଙ୍କୁ ଶପଥ ପାଠ…
କାର୍ଗିଲ ବିଜୟ ଦିବସ ଉପଲକ୍ଷେ ପର୍ଯ୍ୟଟକଙ୍କ ପାଇଁ ଲଦାଖରେ ଖଲୁବର ଯୁଦ୍ଧ ସ୍ମାରକୀ ଖୋଲିଛି
କାର୍ଗିଲ ଯୁଦ୍ଧର ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଭାରତୀୟ ସେନା ପର୍ଯ୍ୟଟକଙ୍କ ପାଇଁ ଲଦାଖରେ ଖଲୁବର ଯୁଦ୍ଧ ସ୍ମାରକୀ ଖୋଲିଛି। ଚଳିତ ବର୍ଷ ଜୁଲାଇ ୨୬ରେ ଦେଶ କାର୍ଗିଲ ବିଜୟ ଦିବସର ୨୫ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ଏବଂ ଏହି ଉଦଘାଟନୀ ସମାରୋହ ‘ଫରଏଭର ଇନ୍ ଅପରେସନ୍’ ଡିଭିଜନର…
ସୁରକ୍ଷା ବାହିନୀ-ଆତଙ୍କବାଦୀ ମୁହାଁମୁହିଁ
ଉତ୍ତର କଶ୍ମୀରର ବାରମୁଳା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସୂଚନାନୁସାରେ, ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବିଷୟରେ ଲାଇନ୍ ଅଫ୍ କଣ୍ଟ୍ରୋଲରେ ଇନପୁଟ୍ ରହିଥିଲା, ଯାହା ଉପରେ ଆଧାର କରି ସେନା ଏଲଓସି ନିକଟରେ ଅନେକ…
ବିଜେପିକୁ ଟାର୍ଗେଟ କରିଥିଲେ ବିରୋଧୀ
ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ପରାଜୟକୁ ଗ୍ରହଣ କରିବା ବିଜେପି ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ରାଜ୍ୟରେ ପରାଜୟ ପରେ ସମୀକ୍ଷା ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ଭୁପେନ୍ଦ୍ର ଚୌଧୁରୀ ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ପରାଜୟ ରିପୋର୍ଟ ମଧ୍ୟ ତାଙ୍କ…
ପ୍ରତିଶୋଧ ରାଜନୀତିରେ ଜଳୁଛନ୍ତି ନାଇଡ଼ୁ , ଜଗନଙ୍କ କାର୍ଯ୍ୟାଳୟରେ ବୁଲିଲା ବୁଲ୍ଡୋଜର
ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ୱାଇଏସଆର କଂଗ୍ରେସ ପାର୍ଟିର ଏକ ନିର୍ମାଣାଧୀନ କାର୍ଯ୍ୟାଳୟକୁ ଭାଙ୍ଗି ଦିଆଯାଇଛି। ଗୁଣ୍ଟୁର ଜିଲାର ତାଡେପଲ୍ଲୀ ନିକଟରେ ଏହି କାର୍ଯ୍ୟାଳୟ ନିର୍ମାଣ ଚାଲିଥିଲା। ଏହା ବେଆଇନ ଭାବେ ନିର୍ମାଣ କରାଯାଇଥିବା ଦର୍ଶାଯାଇ ସ୍ଥାନୀୟ ଏନଏସି…
ଅଟଳ ସେତୁରେ ଫାଟ !
ମୁମ୍ବାଇରେ ଅଟଳ ସେତୁ ଉଦ୍ଘାଟନ ହେବାର ମାତ୍ର ୫ ମାସ ପରେ ଏଥିରେ ଫାଟ ଦେଖାଦେବା ବିଷୟ ନେଇ ବିଜେପି ଏବଂ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲ୍ ନାଭି ମୁମ୍ବାଇରେ ଅଟଳ ସେତୁର ଯାଞ୍ଚ କରିବାପରେ ଅଟଳ ସେତୁ ନିର୍ମାଣରେ ଦୁର୍ନୀତି ହୋଇଥିବା…