Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
କେଜ୍ରିୱାଲ୍ଙ୍କୁ ବିଚାର ବିଭାଗୀୟ ହାଜତକୁ ନେବାକୁ କୋର୍ଟରେ ଇଡିର ଆବେଦନ
ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଛନ୍ଦି ହୋଇ ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ଜାମିନ ମିଆଦ ଜୁନ୍ ୨ ତାରିଖରେ ଶେଷ ହେଉଛି। ଏହି ସ୍ଥିତିରେ ଆଜି ମାମଲାର ପ୍ରତିପକ୍ଷ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟଙ୍କ…
ମମତାଙ୍କୁ ଲିଗାଲ ନୋଟିସ୍
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍ଏସ୍)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ କ୍ଷମା ମାଗିବାକୁ କହିଛନ୍ତି। ପ୍ରଦୀପ୍ତାନନ୍ଦଙ୍କ ସମେତ ଗୋଟିଏ ଗୋଷ୍ଠୀ ସନ୍ଥ ଭାଜପା ପାଇଁ କାର୍ଯ୍ୟ…
ଆଜି ଓଡ଼ିଶା ଆସୁଛନ୍ତି ଶାହା
୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…
କ୍ଷମା ମାଗିଲେ ସମ୍ବିତ ପାତ୍ର
ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।ସମ୍ବିଟ ପାତ୍ର ରାତି ପ୍ରାୟ ୧ଟା ସମୟରେ ସୋସିଆଲ ମିଡିଆ…
ବଦଳିଲା ନିୟମ
ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍ ଜାରି କରିବା ଲାଗି ପଞ୍ଜିକୃତ ହେବେ। ଫଳରେ ଯେଉଁମାନଙ୍କୁ…
ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟ
ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି।ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା…
ଶ୍ରୀମନ୍ଦିରରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।ଏହି ଅବସରରେ ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ…
୮ ରାଜ୍ୟ ତଥା ୪୯ ଲୋକସଭା ଆସନରେ ମତଦାନ ଆରମ୍ଭ
୮ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ ଲୋକସଭା ଆସନରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୭ଟାରୁ ମତଦାନ ଆରମ୍ଭ ହୋଇଛି। । ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ବିଭିନ୍ନ ମତଦାନ କେନ୍ଦ୍ରରେ ଭୋଟରମାନେ ଲାଇନରେ ରହି ଶାନ୍ତି ଶୃଙ୍ଖଳାର ସହିତ ମତଦାନ କରୁଛନ୍ତି।ସାଧାରଣ ନିର୍ବାଚନର…
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ
ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ।…
ତୀର୍ଥଯାତ୍ରୀ ବସରେ ନିଆଁ ଲାଗି ୮ ଯାତ୍ରୀ ଜୀବନ୍ତ ଦଗ୍ଧ
ହରିୟାଣା ନୁହ ଠାରେ ବଡ଼ ଧରଣର ଦୁର୍ଘଟଣା, ତୀର୍ଥଯାତ୍ରୀ ବସରେ ନିଆଁ ଲାଗି ୮ ଯାତ୍ରୀ ଜୀବନ୍ତ ଦଗ୍ଧ । ୨୪ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ନୁହର କୁଣ୍ଡଲି-ମାନେସର-ପଲପଲ ଏକ୍ସପ୍ରେସ ୱେରେ ଶୁକ୍ରବାର ରାତିରେ ଏଭଳି ଅଘଟଣ ଘଟିଛି । ୬୦ ଜଣ…