Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଭୁବନେଶ୍ୱରରେ ପ୍ରଚାର କରିବେ ହେମାମାଳିନୀ
ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ…
କୋଭାକ୍ସିନ ଟିକା
ଭାରତ ବାୟୋଟେକ୍ର କୋଭାକ୍ସିନ୍ ଟିକାର ଦୀର୍ଘମିଆଦୀ ପ୍ରଭାବକୁ ଅନୁଧ୍ୟାନ କରି ବିଏଚ୍ୟୁର ଗବେଷକମାନଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ କୋଭାକ୍ସିନ୍ ନେଇଥିବା ଲୋକଙ୍କ ମଧ୍ୟରୁ ପ୍ରାୟ ଏକ ତୃତୀୟାଂଶ ଲୋକ ‘ଆଡ୍ଭର୍ସ ଇଭେଣ୍ଟସ ଅଫ୍ ସ୍ପେସାଲ ଇଣ୍ଟରେଷ୍ଟ’ ବା ଏଇଏସ୍ଆଇ…
ଆଜି ଜାତୀୟ ଡେଙ୍ଗୁ ଦିବସ
ଜାତୀୟ ଡେଙ୍ଗୁ ଦିବସ। ପ୍ରତିବର୍ଷ ଦେଶର ଯେଉଁ କେତୋଟି ରାଜ୍ୟରେ ଡେଙ୍ଗୁ ରୋଗ ବ୍ୟାପୁଛି ତହିଁରେ ଓଡ଼ିଶା ରହିଛି। ବିଗତ ୫ବର୍ଷର ଭିତରେ ଗତବର୍ଷ ଓଡ଼ିଶାରେ ଡେଙ୍ଗୁ ସଂକ୍ରମଣ ଭୟଙ୍କର ରହିଥିଲା। ଭୁବନେଶ୍ବର ହଟ୍ସ୍ପଟ୍ ପାଲଟିଥିବା ବେଳେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ହଜାର ପାର୍…
ମୁମ୍ବାଇରେ ବିଲ୍ବୋର୍ଡ ପଡ଼ିବା ଘଟଣା
ମୁମ୍ବାଇରେ ଚଳିତ ଋତୁର ପ୍ରଥମ ବର୍ଷା ପଡ଼ିଛି। ବର୍ଷା ଯୋଗୁଁ ଗରମରୁ ସାମୟିକ ଆଶ୍ବସ୍ତି ମିଳିଛି, କିନ୍ତୁ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଧୂଳି ଝଡ଼ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଏହି ଝଡ଼ରେ ସୋମବାର ଘାଟଗୋପର ଅଞ୍ଚଳରେ ଏକ ବିରାଟ ବିଲ୍ବୋର୍ଡ ଭୁଶୁଡ଼ି ପଡ଼ିବା ଘଟଣାରେ ମୃତ୍ୟୁ…
ନାମାଙ୍କନ ଭରିଲେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ।ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କାଳ ଭୈରବ ମନ୍ଦିରରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ବାବା…
ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ ।ଗତକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ’…
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ
ରାଜ୍ୟ ସଭା ସଦସ୍ୟ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ କ୍ୟାନ୍ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକ ସଭା ନିର୍ବାଚନରେ ଭାଗନେବାକୁ ଅସମର୍ଥ ପ୍ରକାଶ କରିଥିଲେ।ମଙ୍ଗଳବାର ତାଙ୍କ ମରଶରୀର…
ବଡ଼ ନେତାଙ୍କ ଭାଗ୍ୟ ପରୀକ୍ଷା
ଆଜି ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ସକାଳେ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଆସନରେ ମତଦାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ମୋଟ ୧୭୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ ଉତ୍ତରପ୍ରଦେଶର କନୌଜ…
ମା’ଙ୍କ ପାଇଁ ଦିନଟିଏ
ମା’ଙ୍କ ପାଇଁ ଦିନଟିଏ । ବିଶ୍ୱବ୍ୟାପୀ ପ୍ରତ୍ୟେଟି ମଣିଷ ଏହି ଦିବସକୁ ବେଶ ସହକାର ସହ ପାଳନ କରୁଛନ୍ତି । କିଏ କେକ୍ କାଟି ମାତୃ ଦିବସ ପାଳୁଛନ୍ତି ତ ଆଉ କିଏ ସୋସିଆଲ ମିଡିଆରେ ନିଜ ମାଙ୍କ ଫଟୋକୁ ସ୍ଥାନ ଦେଇ ମାତୃ ଦିବସ ପାଳନ କରୁଛନ୍ତି । ଦୁନିଆର ସବୁଠୁ ସୁନ୍ଦର ଶବ୍ଦ ହେଉଛି ମା, ଏହାର…
ଆଜି କେଜ୍ରିୱାଲଙ୍କ ପ୍ରଥମ ନିର୍ବାଚନ ରୋଡ ସୋ’ , ସାମ୍ବାଦିକ ସମ୍ମିଳନୀ କରି ବିରୋଧୀଙ୍କୁ କଲେ କଡ଼ା ସମାଲୋଚନା
ଜେଲରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆଜି ହନୁମାନ ଦର୍ଶନ କରିବା ପରେ ସିଧା ପାର୍ଟି ଅଫିସ ଯାଇଛନ୍ତି । ସେଠାରେ ଏକ ସଭା ଆୟୋଜନ କରିବା ପରେ ସେ ସିଧାସଳଖ ବିରୋଧୀଙ୍କୁ ଟାର୍ଗଟ କରିଛନ୍ତି । ସେ କହିଛନ୍ତି ଯେ ମୋଦି ତାନଶାହା ଶାସନ ଚଲାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ…