Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
National
ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର
ଦିଲ୍ଲୀ : ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର । ନିର୍ବାଚିତ ଏମପି, ଏମଏଲଏଙ୍କ ବିରୋଧରେ ଦାୟର ଅପରାଧିକ ମାମଲାଗୁଡିକର ତୁରନ୍ତ ଫଏସଲା ଲାଗି ହାଇକୋର୍ଟଗୁଡିକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଯେଉଁ ସବୁ ରାଜ୍ୟରେ ଏମପି, ଏମଏଲଏମାନଙ୍କ ବିରୋଧରେ ପଡିରହିଛି…
ଡିପ୍ଫେକ୍କୁ ଚିହ୍ନଟ କରିବା ପାଇଁ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ର ସରକାର
କେନ୍ଦ୍ର ସରକାର ଆଜି ଗୁରୁତ୍ୱପୂର୍ଣ୍ଣ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ଏକ ମାର୍ଗଦର୍ଶିକା ଜାରି କରି କେତେକ ଜରୁରି ପଦକ୍ଷେପ ଗ୍ରହଣ କରିବା ଲାଗି ପରାମର୍ଶ ଦେଇଛନ୍ତି । ଭୁଲ ସୂଚନା ଏବଂ ଡିପ୍ ଫେକ୍ (ମିଥ୍ୟା ସୂଚନା ପ୍ରସାର କରିବା ଲାଗି ଡିଜିଟାଲ ପଦ୍ଧତିରେ କୌଣସି ବ୍ୟକ୍ତିଙ୍କ…
ବଢ଼ିଲା ମହୁଆ ମୈତ୍ରଙ୍କ ଅଡ଼ୁଆ
ପ୍ରଶ୍ନ ପାଇଁ ଅର୍ଥ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ଅଡ଼ୁଆ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ ସୂତ୍ରରୁ ଖବର ମିଳିଛି କି, ଲୋକସଭାର ସଦାଚାର କମିଟି ମହୁଆଙ୍କୁ ସଂସଦରୁ ବହିଷ୍କାର କରିବା ପାଇଁ ସୁପାରିସ କରିଛନ୍ତି। ସଂସଦର ସଦାଚାର କମିଟି ମହୁଆଙ୍କ ମାମଲାର…
ଏୟାର ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ
ସିଏଆର୍ ଉଲ୍ଲଂଘନ ପାଇଁ ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍
୨ ରାଜ୍ୟର ବିଧାନସଭା ଭୋଟ୍ ଆଜି
ନୂଆଦିଲ୍ଲୀ: ୨ ରାଜ୍ୟର ବିଧାନସଭା ଭୋଟ୍ ଆଜି ଅନୁଷ୍ଠିତ ହେବାକୁ ଯାଉଛି । ୫ଟି ରାଜ୍ୟ ପାଇଁ ଗତମାସରେ ଘୋଷଣା ହୋଇଥିବା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଆଜି ହେବ। ମିଜୋରାମର ସମସ୍ତ ୪୦ଟି ଯାକ ଆସନରେ ମତଦାନ ହେବ। ଅନ୍ୟପକ୍ଷରେ ଛତିଶଗଡ଼ର ମୋଟ ୯୦ ଆସନ ମଧ୍ୟରୁ ୨୦ଟି…
ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଛତିଶଗଡର ଦୁର୍ଗରେ କେନ୍ଦ୍ର ସରକାରଙ୍କ ମାଗଣା ରାସନ ଯୋଜନା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି । ଆଗକୁ ଦୀପାବଳି ଗୋଟିଏ ସପ୍ତାହ ବାକି ଥିବା ବେଳେ ଏହି ଯୋଜନାରେ ସମ୍ପ୍ରସାରଣ ଘୋଷଣା…