Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ
ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି।…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ପରେ କେଜ୍ରିୱାଲ ତିହାର…
ଖୋଲିଲା କେଦାରନାଥ
ଭାରତର ବହୁ ଚର୍ଚ୍ଚିତ ତୀର୍ଥସ୍ଥାନ କେଦାରନାଥ ଧାମ୍ ଶୁକ୍ରବାରଠାରୁ ଖୋଲାଯାଇଛି। ହର ହର ମହାଦେବଙ୍କ ନାମ ଉଚ୍ଚାରଣ କରି ଭକ୍ତମାନେ ସେହି ସ୍ଥାନକୁ ପବିତ୍ର କରି ଦେଇଥିବା ସମୟରେ ମନ୍ଦିରର ଫାଟକ ଖୋଲିଥିଲା। ଆଜି ସକାଳ ୭ଟାରୁ କେଦାରନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯାଇଛି।ଆଜି ପୂରା…
କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍କୁ ନେଇ ବଡ଼ ଖୁଲାସା ହୋଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚାର୍ଜସିଟ୍ରେ…
ଆଜି ଆସୁଛନ୍ତି ମୋଦୀ
ଆଜି ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରୋଡ୍ ସୋ କରିବେ ମୋଦୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ରୋଡ୍ ସୋ । ରାତି ସାଢ଼େ ୯ଟା ଯାଏଁ ଚାଲିବ ମୋଦୀଙ୍କ ରୋଡ୍ ସୋ । ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ…
ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ
ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ…
ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ , ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କଲେ ନରେନ୍ଦ୍ର…
ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ସକାଳୁ ସକାଳୁ କଡା ସୁରକ୍ଷା ବଳୟ ଭିତରେ ଯାଇ ନିଜ ମତ ସାବ୍ୟସ୍ତ କରିଛନ୍ତି । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ସାଥିରେ ଗୃହମନ୍ତ୍ରୀ ଅମିତ ଶାହା ଉପସ୍ଥିତ…
ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ , ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୪ ଆସନରେ ଭୋଟିଂ
ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୨ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୪ ଆସନ ପାଇଁ ଆରମ୍ଭ ହୋଇଛି ଭୋଟିଂ । ସନ୍ଧ୍ୟା ସାଢ଼େ ୬ଟା ଯାଏ ମତଦାନ କରିପାରିବେ ଭୋଟର । ୯୪ ସଂସଦୀୟ କ୍ଷେତ୍ରରେ ନିଜ ମନ ପସନ୍ଦର ନେତା ବାଛିବେ ୧୭ କୋଟି ୨୪ ଲକ୍ଷ ମତଦାତା । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ…
ଭାରତ-କାନାଡ଼ା ସମ୍ପର୍କ ବିଗିଡ଼ିଛି
କାନାଡ଼ାର ବ୍ରିଟିସ କଲମ୍ବିଆରେ ଗତବର୍ଷ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜାର ହତ୍ୟା ମାମଲା ଗମ୍ଭୀର ରୂପ ନେଇଛି। ଗତକାଲି ଏହି ମାମଲାରେ ସଂପୃକ୍ତ ହିଟ୍ ସ୍କ୍ବାଡ୍ର ତିନି ସଦସ୍ୟଙ୍କୁ କାନାଡ଼ା ପୁଲିସ ଗିରଫ କରିଛି। ଏଥିସହିତ ଏହି ଘଟଣାଟି ନୂଆ ମୋଡ଼ ନେଇଛି। ଠିକ୍ ଏହି ସମୟରେ ଆଜି…