Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ
୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜି ପଡ଼ିବ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଂଚଳର ୮୮ଟି ଆସନ ପାଇଁ ମତଦାନ ହେବ । ପାଖାପାଖି ୧୬ କୋଟି ଭୋଟର ୧୨୦୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଏମାନଙ୍କ ମଧ୍ୟରୁ ୨୦ରୁ ୨୯ ବର୍ଷ…
ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି
ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ମୃତକଙ୍କ ମଧ୍ୟରେ ତିନିଜଣ ମହିଳା ଏବଂ ତିନି ଜଣ…
ଆଜି ଆସୁଛନ୍ତି କେନ୍ଦ୍ର ମନ୍ତ୍ରୀ ଅମିତ ଶାହା
ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ । ସେ ସୋନପୁରରେ ନିର୍ବାଚନ ବିଗୁଲ ଫୁଙ୍କିବେ । ରାଜ୍ୟରେ ପ୍ରଚାର କାର୍ଯ୍ୟ ପାଇଁ ଅମିତ ଶାହାଙ୍କ ଏହା ପ୍ରଥମ ଗସ୍ତ ହୋଇଥିବା ବେଳେ ରାଜ୍ୟ ବିଜେପି ନେତା ଓ କର୍ମୀ ଉତ୍ସାହିତ ଅଛନ୍ତି । ରାଜ୍ୟ ସରକାରଙ୍କ ପ୍ରତି ତାଙ୍କର…
ରେଳ ବିଭାଗର ବଡ଼ ଘୋଷଣା, ଏବେ ମିଳିବ କନଫର୍ମ ଟିକେଟ୍
ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର ସରକାର । ଏନେଇ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
ଆଗାମୀ ୫…
ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ
ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଦୁଇ ଦୁଇଟି ଦେଶ।
କେବଳ ଏତିକି ନୁହେଁ ଭାରତର ଏହି…
ଆଜି ସରିବ ପ୍ରଚାର
୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮ ଟି ଲୋକ ସଭା ଆସନରେ ଭୋଟ ଗ୍ରହଣ ହେବ। ଏହି ଆସନଗୁଡିକର ଫଳାଫଳ ମଧ୍ୟ ଜୁନ ୪ରେ ଏକକାଳୀନ…
ନୁଡୁଲ୍ସ ପ୍ୟାକେଟ୍ରୁ ମିଳିଲା ହୀରା
ମୁମ୍ବାଇ ବିମାନବନ୍ଦରରେ ନୁଡୁଲ୍ସ ପ୍ୟାକେଟ୍ରୁ ହୀରା ମିଳିଛି। ତେବେ ସେହି ନୁଡୁଲ୍ସ ନେଇ ଯାଉଥିବା ଯାତ୍ରୀଙ୍କୁ ଗିରଫ କରାଯାଇଛି। ମୁମ୍ବାଇରୁ ବ୍ୟାଙ୍କକକୁ ଯାଉଥିବା ଜଣେ ବ୍ୟକ୍ତି ନୁଡୁଲ୍ସ ପ୍ୟାକେଟରେ ହୀରା ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି।ନୁଡଲ୍ସ ପ୍ୟାକେଟରୁ ବାହାରିଲା କୋଟି…
ଖାରଜ ହେଲା କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ୍ ଆବେଦନ , ଓଲଟି ଜାମିନ୍ ଆବେଦନକାରୀଙ୍କ ଉପରେ ଲାଗିଲା ଜରିମାନା ।
ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିରାଶା ମିଳିଛି । କାରଣ ତାଙ୍କ ପାଇଁ ହୋଇଥିବା ଅନ୍ତରୀଣ ଜାମିନ୍ ଆବେଦନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଓଲଟି ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ
ମଦ ଦୁର୍ନୀତି ମାମଲାରେ ଗିରଫ…
ମଣିପୁରର ୧୧ ବୁ୍ଥ୍ରେ ମତଦାନ ଆରମ୍ଭ
୨୦୨୪ ଲୋକ ସଭା ନିର୍ବାଚନ ମଣିପୁରରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟରେ ଆଭ୍ୟନ୍ତରୀଣ ମଣିପୁର ଲୋକ ସଭା ଆସନ ପାଇଁ ଭୋଟ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଠକେଇ ଅଭିଯୋଗ ହେତୁ ୧୧ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ଭୋଟ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ଆଜି…
ଦାଉଦ ଇବ୍ରାହିମ୍ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ
ପ୍ରାୟ ୮ବର୍ଷ ଧରି ତିହାର ଜେଲରେ ରହିଥିବା ଅଣ୍ଡରଓ୍ବାଲର୍ଡ ଡନ୍ ଛୋଟା ରାଜନ ତଥା ଦାଉଦ ଇବ୍ରାହିମ୍ଙ୍କ ସବୁଠୁ ବଡ଼ ଶତ୍ରୁ ଏବେ ବି ଜୀବିତ।ଛୋଟା ରାଜନଙ୍କର ଏହି ପ୍ରଥମ ଫଟୋରେ ଲକ୍ ପଡ଼ିଥିବାରୁ କିଛି ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ, କରୋନା କାରଣରୁ ଛୋଟା ରାଜନଙ୍କର ଏମ୍ସ…