Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ନବୀନଙ୍କ ସହ ସାମ୍ନାସାମ୍ନି ଲଢ଼େଇ-ଶାହା
ଓଡ଼ିଆ ଭାଷା, ସଂସ୍କୃତ ଓ ରାଜ୍ୟର ଗର୍ବ ପାଇଁ ଏକାକୀ ଲଢ଼ିବାକୁ ସ୍ଥିର କରିଛୁ। ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଆଧାରରେ ଏହି ନିଷ୍ପତ୍ତି ନେଇଛୁ। କୌଣସି ଦ୍ବନ୍ଦ୍ବ ନାହିଁ, ପରସ୍ପର ନିର୍ବାଚନ ଲଢୁଛି। ଓଡ଼ିଶାର ଜନତାଙ୍କ ମଧ୍ୟ ଏ ନେଇ ଦୃଢ଼ ମତ ଥିଲା। ଏହି ମତ ଆଧାରରେ ଆମେ ଆଗକୁ ବଢ଼ିଛୁ, ଆଉ…
ମତଦାନ ଆରମ୍ଭ: ୬ଟି ଭାଷାରେ ଟ୍ବିଟ୍ କରି ବହୁଳ ସଂଖ୍ୟାରେ ଭୋଟ୍ ଦେବାକୁ ନିବେଦନ କଲେ ମୋଦୀ
ଶୁକ୍ରବାର ସକାଳେ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଛି ।ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ (୬୦ ଆସନ) ଏବଂ ସିକ୍କିମ (୩୨ ଆସନ) ବିଧାନସଭା ଆସନ ପାଇଁ ବି ଭୋଟ ଗ୍ରହଣ ହେଉଛି । ମତଦାନ ଆରମ୍ଭ ହେବାପରେ…
ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ମୋଟ୍ ୧୦୨ ସିଟ୍ରେ ହେବ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
ଆଉ କିଛି ସମୟ ପରେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡ଼ିବ ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ। ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬,…
ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା
କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍ ବୁକ୍ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ କାରଣରୁ ଅନଲାଇନ ଓ ଅଫଲାଇନ ରିଜର୍ଭଭେଶନ(ସଂରକ୍ଷଣ) ସମ୍ବନ୍ଧୀୟ ସେବା ବନ୍ଦ ରହିବାକୁ ଯାଉଛି। ଯାତ୍ରୀଙ୍କ ସୁବିଧା ପାଇଁ ଉତ୍ତର ରେଳବାଇ ଏ ନେଇ ଆଗୁଆ ସୂଚନା…
ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ଦାବି , ଦେଢ ଶହ ଆସନରେ ସୀମିତ ରହିଯିବ ବିଜେପି
ଲୋକସଭା ନିର୍ବାଚନରେ ବିଜେପିକୁ ମିଳିବ ୧୫୦ ଆସନ । ଆଜି ଉତ୍ତରପ୍ରଦେଶରେ ଏକ ସମ୍ବାଦିକ ସମ୍ମିଳନୀରେ କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ବିଜେପି ୪୦୦ରୁ ଅଧିକ ଆସନ ଜିତିବ ବୋଲି ଦାବି କରୁଥିବା ବେଳେ ରାହୁଲ କହିିଛନ୍ତି, ୧୫ରୁ ୨୦ ଦିନ ପୂର୍ବରୁ ବିଜେପି ୧୮୦ ଆସନରେ ଜିତିବ ବୋଲି ସେ…
ଶ୍ରୀରାମଲଲାଙ୍କ ମସ୍ତକରେ ‘ସୂର୍ଯ୍ୟ ତିଳକ’ର ବିରଳ ଦୃଶ୍ୟ ଦେଖିଲା ସାରା ବିଶ୍ୱ
ଆଜି ଅଯୋଧ୍ୟାରେ ଶ୍ରୀରାମଲଲାଙ୍କ ସୂର୍ଯ୍ୟତିଳକ ଦୃଶ୍ୟ ସମସ୍ତଙ୍କୁ ବିମୋହିତ କରିଛି । ଠିକ୍ ମଧ୍ୟାହ୍ନ ବେଳେ ଦେଖିବାକୁ ମିଳିଥିଲା ଏହି ଅଭିନବ ଦୃଶ୍ୟ । ବିଜ୍ଞାନର ଫର୍ମୁଲା ଅନୁସାରେ ଏହା ସମ୍ପନ୍ନ କରାଯାଇଛି । ବୈଜ୍ଞାନିକମାନେ ଏନେଇ ଯଥେଷ୍ଟ ଗବେଷଣା କରାଯାଇ ପରୀକ୍ଷଣ କରାଯିବା ପରେ ଆଜି…
ଓଡିଶାରେ ପ୍ରଚାର କରିବେ ମୋଦି
ଓଡିଶା ଆସିବେ ମୋଦି। ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା…
ବ୍ୟବସ୍ଥା ବିଗାଡ଼ିବାକୁ ଉଦ୍ୟମ କରନାହିଁ
ନିର୍ବାଚନ ବେଳେ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଇଭିଏମ୍) ଜାଲିଆତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ଇଭିଏମ୍ ସହ ଭୋଟର ଭେରିଫିଏବଲ୍ ପେପର ଅଡିଟ୍ ଟ୍ରାଏଲ୍ (ଭିଭିପିଏଟି)ର ୧୦୦ ପ୍ରତିଶତ ପେପର୍ ସ୍ଲିପ୍କୁ ମେଳ କଲେ ଗୁପ୍ତ ମତଦାନ ବ୍ୟବସ୍ଥାରେ ରହିଥିବା ତ୍ରୁଟିକୁ ସୁଧାରିହେବ…
ପବିତ୍ର ରାମନବମୀ: ଅଯୋଧ୍ୟାରେ ଶ୍ରୀ ରାମଲଲାଙ୍କ ହେବ ସୂର୍ଯ୍ୟତିଳକ, ୧୯ ଘଣ୍ଟା ଖୋଲା ରହିବ ମନ୍ଦିର
ଆଜି ପବିତ୍ର ରାମ ନବମୀ। ଦେଶବ୍ୟାପୀ ଏହି ପର୍ବକୁ ବେଶ୍ ଧୁମଧାମ ସହକାରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଉତ୍ତର ପ୍ରଦେଶର ଅଯୋଧ୍ୟାସ୍ଥିତ ରାମ ମନ୍ଦିର ୧୯ ଘଣ୍ଟା ଖୋଲା ରହିବ ବୋଲି ପରିଚାଳନା ଟ୍ରଷ୍ଟ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ରାତି ୩ଟା ୩୦ରୁ ବୁଧବାର ରାତି ୧୧ଟା ପର୍ଯ୍ୟନ୍ତ…
ସଲମାନଙ୍କ ଘର ଆଗରେ ଗୁଳିମାଡ଼ ଘଟଣା; ବନ୍ଧା ହେଲେ ୨ଅଭିଯୁକ୍ତ
ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ଘର ଆଗରେ ଗୁଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୨ ଅଭିଯୁକ୍ତଙ୍କୁ ଗୁଜରାଟ ଭୁଜ୍ ରୁ ଗିରଫ କରିଛି ମୁମ୍ବାଇ କ୍ରାଇମବ୍ରାଞ୍ଚ।ବାନ୍ଦ୍ରା ଅଞ୍ଚଳରେ ୨ଜଣ ଅଜଣା ବ୍ୟକ୍ତି ଭାଇଜାନ ସଲମାନଙ୍କ ଘର ଆଗରେ ଗୁଳି ଚଳାଇ ଚମ୍ପଟ ମାରିଥିଲେ।ଗୁଳିମାଡ଼ ଘଟଣାର ଦିନକ ପରେ…