Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଭାରତକୁ ବଡ଼ ସଫଳତା
ଭାରତୀୟ ସେନା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ ଗାଇଡେଡ୍ ମିଶାଇଲ୍ ସିଷ୍ଟମ୍ର ସଫଳ ପରୀକ୍ଷା କରିଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ପ୍ରତିଷ୍ଠାନ (ଡିଆର୍ଡିଓ) ଦ୍ୱାରା ଡିଜାଇନ ଓ ବିକଶିତ ହୋଇଥିବା ଏହି ଓ୍ବିପନ୍ ସିଷ୍ଟମକୁ ଜଣେ ବ୍ୟକ୍ତି ବହନ କରିପାରିବେ। ଏଥିରେ…
ନିର୍ବାଚନୀ ଘୋଷଣା ପତ୍ରରେ ସ୍ଥାନ ପାଉନି ଜନତାଙ୍କ ଦୁଃଖ
ଭାରତରେ ଏବେ ଦେଖା ଦେଉଛି ଘୋର ଜଳ ସଂକଟ । ସାଧାରଣ ଲୋକ ମାନଙ୍କୁ ଟ୍ୟାଙ୍କରରୁ ପାଣି ଆଣିବା ପାଇଁ ଘଣ୍ଟା ଘଣ୍ଟା ଧରି ଲାଇନରେ ଅପେକ୍ଷା କରିବାକୁ ପଡ଼ୁଛି । ଜଳବାୟୁରେ ପରିବର୍ତ୍ତନ ଯୋଗୁଁ ବର୍ଷାର ଅଭାବ ଓ ମରୁଡ଼ି ଜନିତ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଲୋକମାନେ ମନ ଇଚ୍ଛା ଜଳ ଅପଚୟ…
ଭାଜପାର ସଂକଳ୍ପ ପତ୍ର
ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଅଛନ୍ତି।ସଂକଳ୍ପ ପତ୍ର ଉନ୍ମୋଚନ…
ଦେଶର ଟପ୍ ୭ ଅନଲାଇନ୍ ଗେମର୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଭାରତର ଟପ୍ ଗେମର୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅନିମେଷ ଅଗ୍ରୱାଲ, ନମନ ମାଥୁର ଏବଂ ପାୟଲ ଧାରେଙ୍କ ଭଳି ଟପ୍ ଗେମର୍ସଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ସେମାନଙ୍କର ଅବଦାନକୁ ପ୍ରଶଂସା କରିବା ସହ ଭର୍ଚ୍ଚୁଆଲ ମୋଡର…
ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନାରେ ଭାରତ ବିଫଳ
ସାରା ବିଶ୍ୱରେ ପ୍ଲାଷ୍ଟିକ୍ ବର୍ଜ୍ୟ ସୃଷ୍ଟି ୨୦୨୧ରୁ ଇତିମଧ୍ୟରେ ୭.୧୧ ପ୍ରତିଶତ ବଢ଼ିଥିବା ସୁଇଜରଲାଣ୍ଡର ଅଣଲାଭଦାୟକ ସଂସ୍ଥା ଇଏ ଆର୍ଥ ଆକ୍ସନ ପକ୍ଷରୁ ଏକ ରିପୋର୍ଟରେ କୁହାଯାଇଛି। ଚଳିତ ବର୍ଷ ୨୨୦ ନିୟୁତ ଟନ୍ ପ୍ଲାଷ୍ଟିକ୍ ବର୍ଜ୍ୟ ସୃଷ୍ଟି ହେବ ବୋଲି ଆକଳନ କରାଯାଇଥିବାବେଳେ ସେଥିରୁ…
ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ
ଦେଶରେ ତାତି ବଢ଼ୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏପ୍ରିଲରୁ ଜୁନ୍ ମାସ ପର୍ଯ୍ୟନ୍ତ ଦେଶରେ କ’ଣ ରହିବ ଗ୍ରୀଷ୍ମ ପ୍ରବାହର ସ୍ଥିତି ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର…
୯ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଏସପି
ସମାଜ ପାର୍ଟି ୯ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ଗୋରଖପୁର ଏବଂ ବସ୍ତି ସମେତ ମୋଟ ୯ଟି ଆସନରେ ନାମ ଅଛି। ବିଏସପି ଆଜମଗଡରୁ ଭୀମ ରାଜଭାର, ଘୋସିରୁ ବାଲକ୍ରିଷ୍ଣା ଚୌହାନ, ଏଟା ମୋ. ଇରଫାନ, ଧୌରହରାରୁ ଶ୍ୟାମ କିଶୋର ଆୱସ୍ତି, ଫୌଜାବାଦରୁ ସଚ୍ଚିଦାନନ୍ଦ ପାଣ୍ଡେ, ବସ୍ତିରୁ ଦିନଶଙ୍କର…
ଜେଲ୍ରେ କେଜ୍ରିୱାଲ୍; ଇସ୍ତଫା ଦେଲେ ଦିଲ୍ଲୀ ମନ୍ତ୍ରୀ ରାଜ କୁମାର ଆନନ୍ଦ
ଦିଲ୍ଲୀ ମନ୍ତ୍ରୀ ରାଜ କୁମାର ଆନନ୍ଦ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆମ୍ ଆଦମୀ ପାର୍ଟି (ଆପ୍) ଦୁର୍ନୀତିରେ ଜଡିତ ଥିବାରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି।ଦିଲ୍ଲୀର ମଦ ନୀତି ମାମଲାରେ ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ତାଙ୍କ ପୂର୍ବତନ ଡେପୁଟି ମନୀଷ…
କେଜ୍ରିୱାଲଙ୍କୁ ଆଉ ଏକ ଝଟ୍କା
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଉ ଏକ ଝଟ୍କା ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ବିରୋଧରେ ଭିଜିଲାନ୍ସ ବିଭାଗ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଭବ କୁମାରଙ୍କୁ ସେବାରୁ ହଟାଇଦିଆଯାଇଛି। ଭିଭିଲାନ୍ସ ବିଭାଗ ତାଙ୍କ ନିଯୁକ୍ତିକୁ…
ଭାରତ ଆସୁଛନ୍ତି ଏଲନ ମସ୍କ
ମସ୍କ ଏଭଳି ସମୟରେ ଭାରତ ଆସୁଛନ୍ତି, ଯେତେବେଳେ ଟେସ୍ଲାର ପ୍ଲାଣ୍ଟ ପାଇଁ ସ୍ଥାନ ଖୋଜିବା ଏବଂ ବ୍ୟବସାୟ ପ୍ରତିଷ୍ଠା ପାଇଁ ଦେଶର ବଡ଼ ବ୍ୟବସାୟ ଗୋଷ୍ଠୀ ସହ ସହଭାଗିତା ଭଳି ଆଲୋଚନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ମସ୍କଙ୍କ ପକ୍ଷରୁ ସୋସିଆଲ ମିଡିଆରେ ଭାରତ ଆସିବାକୁ ନେଇ ପୋଷ୍ଟ…