Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
National
ଉତ୍ତରକାଶୀ ଟନେଲ ସଙ୍କଟ : ଫଶିରହିଛନ୍ତି ୪୦ ଜଣ ଶ୍ରମିକ
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଏକ ସୁଡ଼ଙ୍ଗ ଭିତରେ ଗତ ତିନି ଦିନ ଧରି ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି। ଶ୍ରମିକଙ୍କ ନିକଟକୁ ଅମ୍ଲଜାନ ସହ ଖାଦ୍ୟ ପଠାଯାଉଛି । କିନ୍ତୁ ସେମାନଙ୍କୁ ଉଦ୍ଧାର କରାଯାଇପାରିନାହିଁ । ଶ୍ରମିକଙ୍କ ସୁରକ୍ଷିତ…
ଟନେଲ୍ ଭିତରେ ଶ୍ରମିକ : ଖାଦ୍ୟ, ପାନୀୟ, ଔଷଧ ସହ ପାଇପ ଦ୍ୱାରା ଦିଆଯାଉଛି ଅକ୍ସିଜେନ
ଉତ୍ତରକାଶୀରେ ସୁଡ଼ଙ୍ଗ ଭୁଶୁଡିବାର ତୃତୀୟ ଦିନରେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରିଛି ଉତରାଖଣ୍ଡ ପ୍ରଶାସନ । ସୁଡ଼ଙ୍ଗ ଭିତରେ ଫସି ରହିଥିବା ୮ଟି ରାଜ୍ୟର ୪୦ରୁ ଅଧିକ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ‘ଆର୍ଥ ଅଗର’ ମେସିନ୍ ଅଣାଯାଇଛି । ଆର୍ଥ ଅଗର ମେସିନ ସାହାଯ୍ୟରେ ଡ୍ରିଲ କରି…
ଉତ୍ତରକାଶୀରେ ଟନେଲରୁ ସମସ୍ତଙ୍କୁ ଉଦ୍ଧାର କରାଯିବା ସମ୍ଭାବନା
ଉତ୍ତରକାଶୀ: ଉତ୍ତରକାଶୀରେ ଟନେଲ ଧସିବା ଘଟଣାରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଆଜି ସମସ୍ତଙ୍କୁ ଉଦ୍ଧାର କରାଯିବ । ଫସିଥିବା ଶ୍ରମିକଙ୍କ ନିକଟରେ ପହଞ୍ଚିବା ଲାଗି ଏକ ଏସ୍କେପ ପାସେଜ ତିଆରି ହୋଇଛି । ଏହାର ଦୂରତା ପ୍ରାୟ ୬୦ ମିଟର । ୨୦ ମିଟରର ସ୍ଲାବକୁ ବାହାର କରାଯାଇଛି । ପାସେଜର ଆଉ…
ଆଜି ଶିଶୁଦିବସ
ଭୁବନେଶ୍ବର: ଆଜି ଶିଶୁଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ । ଏହି ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଶିଶୁ ଦିବସ ପାଳନ କରାଯାଏ । ଶିଶୁମାନଙ୍କୁ ପଣ୍ଡିତ ଜବାହରଲାଲ ନେହରୁ…
ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗ
ଉତ୍ତରାଖଣ୍ଡ ଉତ୍ତରକାଶୀର ସିଲ୍କ୍ୟାରାରୁ ଦାଣ୍ଡଲଗାଓଁ ପର୍ଯ୍ୟନ୍ତ ନିର୍ମାଣାଧୀନ ଏକ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ଅନେକ ଲୋକ ତା’ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ସେଥିରେ ପାଞ୍ଚ ଜଣ ଓଡ଼ିଆ ଶ୍ରମିକ ମଧ୍ୟ ରହିଥିବା କୁହାଯାଉଛି । ଉତ୍ତରକାଶୀ ଜିଲ୍ଲା ନିୟନ୍ତ୍ରଣ କକ୍ଷରୁ…
ବିହାର ବିଧାନସଭାରେ ଆଗତ ହେଲା ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍
ପାଟନା: ବିହାର ବିଧାନସଭାରେ ଆଗତ ହୋଇଛି ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍ । ଏହି ବିଲ୍ ସମସ୍ତ ପକ୍ଷ ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଏହି ବିଲ୍ ମୁତାବକ ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା ପଦବୀରେ ଅନୁସୂଚିତ ଜାତିକୁ ୨୦ ପ୍ରତିଶତ, ଅନୁସୂଚିତ ଜନଜାତି ୨ ପ୍ରତିଶତ, ପଛୁଆ…
୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭…