Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
National
କାଲି ଓଡ଼ିଶା ଆସୁଛନ୍ତି ମୋଦୀ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ସଭା ଆୟୋଜିତ ହେବ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ…
ଆଜି ରାୟଗଡା ଆସିବେନି ରାହୁଲ , ନାମାଙ୍କନ ଦାଖଲ ଯୋଗୁଁ ଓଡିଶା ଗସ୍ତ ବାତିଲ
ଆଜି ରାୟଗଡା ଆସିବେନି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଆଜି କଂଗ୍ରସର ରାୟବରେଲି ଆସନ ପାଇଁ ରାହୁଲ ନାଁ ଘୋଷଣା କରିବା ପରେ ଆଜି ରାୟବରେଲିରେ ନାମାଙ୍କନ ଭରିବେ ରାହୁଲ । ଏଥିପାଇଁ ତାଙ୍କ ଓଡିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ…
CPI ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ
ଭାରତୀୟ କମ୍ୟୁନିଷ୍ଟ ପାର୍ଟି(CPI)ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଶୁକ୍ରବାର ନିଧନ ହୋଇଛି । ସେ ଦୀର୍ଘ ଏ ମାସ ଧରି ଲକ୍ଷ୍ନୌର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୧୯୭୭ରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ସଭାପତି ଭାବେ ରାଜନୀତି ଆରମ୍ଭ କରିଥିବା ଅତୁଲ…
କ୍ଷେପଣାସ୍ତ୍ର ଚୋରି
ଦେଶର ଦୁଇଟି ସାମରିକ ବେସ୍ରୁ ହଜାରେରୁ ଅଧିକ ସେଲ ଏବଂ ୩୭ ଟି କ୍ଷେପଣାସ୍ତ୍ର ଚୋରି ହୋଇଛି। କଲମ୍ବିଆର ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ କହିଛନ୍ତି ଦେଶର ଦୁଇଟି ସାମରିକ ବେସ୍ରୁ ହଜାରରେ ଅଧିକ ଗ୍ରେନେଡ ଏବଂ ଗୁଳି ଚୋରି ହୋଇଛି।ଏହି ସାମରିକ ବେସ୍ ମଧ୍ୟରୁ ଗୋଟିଏ ଦେଶର ମଧ୍ୟ ଭାଗରେ…
ଆଜି ଆମେଥି ଓ ରାୟବରେଲି ଆସନରେ ପ୍ରାର୍ଥୀ ଘୋଷଣା କରିପାରେ କଂଗ୍ରେସ
ଆଜି ଘୋଷଣା ହୋଇପାରେ କଂଗ୍ରେସର ଗଡ ଉତ୍ତର ପ୍ରଦେଶର ଆମେଥି ଓ ରାୟବରେଲି ଆସନରେ ପ୍ରାର୍ଥୀଙ୍କ ନାମ । ଏନେଇ ଚାଲିଥିବା ସ୍ସପେନ୍ସ ଉପରୁ ପରଦା ହଟାଇଛନ୍ତି କଂଗ୍ରେସ ନେତା ଜୟରାମ ରମେଶ । ଆଜି ସନ୍ଧ୍ୟା ସୁଦ୍ଧା ପ୍ରାର୍ଥୀ ଘୋଷଣା ହୋଇଯିବ ବୋଲି କହିଛନ୍ତି ଜୟରାମ । ଆମେଥି ଓ ରାୟବରେଲି…
ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ
ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର ବିହାରର ମଦର ମେରି ସ୍କୁଲରେ ମଧ୍ୟ ବୋମା ଧମକ ଆସିଛି।…
କମିଲା ଏଲପିଜି ସିଲିଣ୍ଡରର ଦାମ୍
ଏଲପିଜି ସିଲିଣ୍ଡରର ଦାମ୍ ୧୯ ଟଙ୍କା ହ୍ରାସ ପାଇଛି। ଏହାଫଳରେ ଏବେ ସେଠାରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ୧୭୪୫ ଟଙ୍କାକୁ କମିଛି। ଏହା ବ୍ୟବସାୟୀମାନଙ୍କୁ କିଛିଟା ଆଶ୍ବସ୍ତି ଦେଇଛି।ଅଏଲ ମାର୍କେଟିଂ କମ୍ପାନୀ ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ, ମେ ପହିଲାରୁ ରାଜଧାନୀ ଦିଲ୍ଲୀରେ ୯…
୨୪ଟି ବିମାନବନ୍ଦରରେ ହାଇଆଲର୍ଟ
ଟେରରାଇଜର୍ସ ୧୧୧’ର ପ୍ରତିନିଧିତ୍ୱ କରୁଥିବା ଏବଂ ରକ୍ତାକ୍ତ ଆକ୍ରମଣର ଧମକ ଦେଉଥିବା ଏକ ଗୋଷ୍ଠୀର ବିସ୍ଫୋରକ ଇ-ମେଲ୍ ସୁରକ୍ଷା ଅଧିକାରୀଙ୍କ ନିଦ ହଜାଇ ଦେଇଛି। ଏଥିପାଇଁ ଦେଶର ୨୪ଟି ବିମାନବନ୍ଦର ଓ ଟର୍ମିନାଲକୁ ହାଇ ଆଲର୍ଟରେ ରଖାଯିବା ସହ ସ୍କ୍ରିନିଂ ଏବଂ ସୁରକ୍ଷା ବଳୟକୁ କଡ଼ାକଡ଼ି…
୩ ଦିନ ମଧ୍ୟରେ ରିପୋର୍ଟ ଦିଅ, ପ୍ରଜ୍ୱଳଙ୍କ ଉପରେ ଖପ୍ପା ମହିଳା କମିଶନ
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ତଥା ଜେଡିଏସ ସଭାପତି ଏଚଡି ଦେବ ଗୌଡାଙ୍କ ନାତି ପ୍ରଜ୍ୱଳ ରେଭାନ୍ନାଙ୍କ ଉପରେ ମହିଳାଙ୍କ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିବା ଏବଂ ସେମାନଙ୍କ ସହ ଜବରଦସ୍ତି କରିବା ଅଭିଯୋଗକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ)…
ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ
ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ ପତଞ୍ଜଳିର ୧୪ ଟି ଉତ୍ପାଦର ଲାଇସେନ୍ସକୁ ସ୍ଥଗିତ ରଖିଛି। ବିଶେଷ କଥା ହେଉଛି ଏହି ସମସ୍ତ ଉତ୍ପାଦ ବଜାରରେ ବେଶ…