Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଇସ୍ରୋକୁ ମିଳିଛି ବଡ଼ ସଫଳତା
ଇସ୍ରୋକୁ ମିଳିଛି ଆଉ ଏକ ବଡ଼ ସଫଳତା । କର୍ଣ୍ଣାଟକର ଏରୋନଟିକାଲ ଟେଷ୍ଟ ରେଞ୍ଜରୁ ଆରଏଲଭିର ଲ୍ୟାଣ୍ଡିଂ ମିଶନ୍ ‘ପୁଷ୍ପକ’କୁ ସଫଳତାର ସହ କାର୍ଯ୍ୟକାରୀ କରିଛି ଇସ୍ରୋ । ସକାଳ ପ୍ରାୟ ୭ଟାରୁ ଚଲାକେରେ ରନୱେରୁ ଏହାକୁ ଲଞ୍ଚ୍ କରାଯାଇଥିଲା । ଇସ୍ରୋ ତରଫରୁ ଏହା ତୃତୀୟ ଆରଏଲଭିର ଲ୍ୟାଣ୍ଡିଂ ମିଶନ୍…
ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କଲା ଇଡି
ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ଇଡି । ଏହା ବିରୋଧରେ କେଜ୍ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ।ଆଜି ଦି ଲ୍ଲୀ ହାଇକୋର୍ଟ କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିବା ପରେ ଇଡି ଟିମ ତାଙ୍କ…
କେନ୍ଦ୍ରମନ୍ତ୍ରୀ ରାମଦାସଙ୍କ ଗାଡ଼ି ଦୁର୍ଘଟଣା
କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । କେନ୍ଦ୍ରମନ୍ତ୍ରୀଙ୍କ କାରକୁ ଏକ କଣ୍ଟେନର ପିଟିଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ଶ୍ରୀ ଅଠାୱାଲେଙ୍କ କାରର ଆଗ ଭାଗ କ୍ଷତିଗ୍ରସ୍ତ ହୋଇଛି । ଅଚାନକ ବ୍ରେକ ଦେବା ପରେ କଣ୍ଟେନରଟି କାର ସହ ଧକ୍କା ହୋଇଥିବା ଜଣେ…
ଥରିଲା ଅରୁଣାଚଳ ପ୍ରଦେଶ
ଆଜି ସକାଳେ ଅରୁଣାଚଳ ପ୍ରଦେଶରେ ଲଗାତାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଗୁରୁବାର ଦିନ ଅରୁଣାଚଳ ପ୍ରଦେଶରେ ଭିନ୍ନ ଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହୋଇଛି, ଯେଉଁଥିପାଇଁ ଲୋକମାନେ ଭୟଭୀତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଭୂକମ୍ପରେ କୌଣସି…
ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ବ୍ୟାଙ୍କ
ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ । ଏନେଇ ଏକ୍ସରେ ସୂଚନା ଦେଇଛି ରିଜର୍ଭ ବ୍ୟାଙ୍କ । ରିଜର୍ଭ ବ୍ୟାଙ୍କ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସରେ ଟ୍ବିଟ୍ କରି କହିଛି କି ୩୧ ମାର୍ଚ୍ଚ ୨୦୨୪ ରବିବାର ହେବା ସତ୍ତ୍ବେ ସମସ୍ତ ବ୍ୟାଙ୍କ ଖୋଲା ରହିବ । ଚଳିତ ଆର୍ଥିକ ବର୍ଷ…
ଭାରତ ବିଶ୍ୱର ତୃତୀୟ ସବୁଠୁ ପ୍ରଦୂଷିତ ଦେଶ
ବିଶ୍ୱର ସବୁଠୁ ପ୍ରଦୂଷିତ ୫୦ ସହର ମଧ୍ୟରୁ ଭାରତର ୪୨ଟି ରହିଛି। ବିହାରର ବେଗୁସରାଇ ସବୁଠୁ ପ୍ରଦୂଷିତ ମେଟ୍ରୋପଲିଟାନ ଅଞ୍ଚଳ ହୋଇଥିବାବେଳେ ଏହା ପଛକୁ ଗୁଆହାଟୀ ଏବଂ ଦିଲ୍ଲୀ ରହିଛି। ଗତବର୍ଷ ବେଗୁସରାଇରେ ପ୍ରତି ଘନମିଟର ବାୟୁରେ ହାରାହାରି ପିଏମ୍୨.୫ ୧୧୮.୯ ମାଇକ୍ରୋଗ୍ରାମ ରହିଥିଲା।…
୨୦୨୬ରେ ଦେଶରେ ବୁଲେଟ୍ ଟ୍ରେନ୍ ଚାଲିବ
ଦେଶରେ ବୁଲେଟ ଟ୍ରେନ କେବେ ଚାଲିବ ତାହାକୁ ନେଇ ସାରା ଦେଶର ଲୋକେ ଅପେକ୍ଷା କରିଛନ୍ତି । ତେବେ ଶେଷ ହେବାକୁ ଯାଉଛି ଦେଶର ସବୁଠାରୁ ବଡ ପ୍ରତୀକ୍ଷାର ଅନ୍ତ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଲେଟ ଟ୍ରେନ କେବେ ଚାଲିବ ସେ ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । ବୈଷ୍ଣବ…
ସିଏଏ ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ
ସାରା ଦେଶରେ ନାଗରିକତା ସଂଶୋଧନ ଆଇନ୍ ବିରୋଧରେ ଦାଖଲ ହେଇଥିବା ୨ ଶହରୁ ଅଧିକ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହେଇଛି । ସୁପ୍ରିମକୋର୍ଟ ସିଏଏକୁ ନେଇ କୌଣସି ବି ପ୍ରକାର ରୋକ୍ ଲଗାଇବାକୁ ସିଧା ସିଧା ମନା କରିଦେଇଛନ୍ତି । ଏଥିସହିତ କେନ୍ଦ୍ର ସରକାର ସିଏଏ ସମ୍ପର୍କରେ ଜବାବ ରଖିବାକୁ…
ବିପଦମୁହାଁ ଦିଲ୍ଲୀ ସହର
ପୁଣିଥରେ ବିପଦମୁହାଁ ହେଉଛନ୍ତି ରାଜଧାନୀ ବାସୀ । ପୁଣିଥରେ ଦିଲ୍ଲୀର ପାଣି-ପବନରେ ଜହର ଭରିଯାଇଛି । ପୁଣିଥରେ ପ୍ରଦୂଷଣର ଶିକାର ହେଉଛନ୍ତି ଦିଲ୍ଲୀର ବାସିନ୍ଦା । ପ୍ରଦୂଷଣର ମାତ୍ରା ଏତେ ରହିଛି ଯେ, ଦିଲ୍ଲୀ ସହର ବର୍ତ୍ତମାନ ସାରା ବିଶ୍ୱର ସର୍ବାଧିକ ପ୍ରଦୂଷିତ ସହର ଭାବରେ ସ୍ଥାନ ପାଇଛି ।…
କୋଲକାତାରେ ଭୁଶୁଡିଲା ୫ ମହଲା କୋଠା
କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ…