Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
National
ଭାରତ କଦାପି ବିଭାଜନ ହୋଇନାହିଁ: ଜୟଶଙ୍କର
ବିଭିନ୍ନ ରାଷ୍ଟରୁ ଦିଆଯାଉଥିବା ମନ୍ତବ୍ୟକୁ ଯଦି ଶୁଣିବେ, ତେବେ ଲାଗିବ ଯେ ଭାରତ ଯେଭଳିି କଦାପି ବିଭାଜନ ହୋଇନାହିଁ। ଏହାର ପରିଣାମଗତ ସମସ୍ୟା ସୃଷ୍ଟି ହୋଇନାହିଁ କିମ୍ବା ଏହି ସମସ୍ୟାର ସମାଧାନରେ ସିଏଏ ସହଯୋଗ କରିବ ନାହିଁ’। ନାଗରିକ ସଂଶୋଧନ ଆଇନ,୨୦୧୯କୁ ନେଇ ଆମେରିକାର ଟିପ୍ପଣୀ…
ଫେକ୍ ନ୍ୟୁଜ୍ ପ୍ରଚାର ପାଇଁ କଠୋର ହେଲା ନିର୍ବାଚନ ଆୟୋଗ
ଆଗାମୀ ଲୋକସଭା ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର ନିର୍ବାଚନ ତାରିଖର ଘୋଷଣା କରିଛନ୍ତି । ଲୋକସଭାର ୫୪୩ଟି ଆସନ ପାଇଁ ମୋଟ୍ ୭ଟି ପର୍ଯ୍ୟାରେ ମତଦାନ ହେବ । ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍ ୧ରେ ଶେଷ ହେବ ଏବଂ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇବ । ସେ ଆହୁରି…
କେଜରିଓ୍ବାଲଙ୍କୁ ନବମ ସମନ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ହ୍ରାସ ହେବାର କୌଣସି ସଙ୍କେତ ଦେଉନାହିଁ। ଦିଲ୍ଲୀର ରଦ୍ଦ ହୋଇଥିବା ଏକ୍ସାଇଜ ପଲିସିରେ ହୋଇଥିବା ଅନିୟମିତତା ଘଟଣାର ଅନୁସନ୍ଧାନ କରୁଥିବା ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ଡକାଇ…
ଆଜିଠାରୁ ଆୟୁଷ୍ମାନ କାର୍ଡ ମାଗଣା ସ୍ବାସ୍ଥ୍ୟ ସେବା ଏହି ରାଜ୍ୟରେ ବନ୍ଦ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ବାରା ଜାରି ହୋଇଥିବା ଆୟୁଷ୍ମାନ କାର୍ଡ ମାର୍ଚ୍ଚ ୧୬ଠାରୁ ହରିୟାଣାରେ କାର୍ଯ୍ୟ କରିବା ବନ୍ଦ ହୋଇଛି। ଫଳରେ ଏହା ଅନ୍ତର୍ଗତ ହିତାଧିକାରୀଙ୍କୁ ପ୍ରଦାନ କରାଯାଉଥିବା ୫ ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ଆଉ ମିଳିବ ନାହିଁ।…
ପରିବେଶ ଅନୁକୂଳ ନିର୍ବାଚନ ଉପରେ ନିର୍ବାଚନ କମିଶନରଙ୍କ ଗୁରୁତ୍ୱ
୨୦୨୪ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିଛନ୍ତି । ଏହି କ୍ରମରେ ନିର୍ବାଚନ ପ୍ରଚାର ସମୟରେ କିଭଳି ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯିବ ତା ଉପରେ ଗୁରୁତ୍ୱ ଦେବାକୁ ସେ ସମସ୍ତ ରାଜନୈତିକ ଦଳଙ୍କୁ ଅବଗତ କରାଇଛନ୍ତି । ନିର୍ବାଚନ କମିଶନର…
ଓଡ଼ିଶାରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଭୋଟ ଗ୍ରହଣ
ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ରାଜ୍ୟରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ ।୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ…
ଦକ୍ଷିଣଭାରତ ଗସ୍ତରେ ପ୍ରଧାନମନ୍ତ୍ରୀ
ଦକ୍ଷିଣ ଭାରତରେ ପ୍ରଧାନମନ୍ତ୍ରୀଙ୍କ ମାରାଥନ କାର୍ଯ୍ୟକ୍ରମ। ତାମିଲନାଡୁରୁ ଆରମ୍ଭ ହୋଇଛି ମୋଦିଙ୍କ 3 ଦିନିଆ ସାଉଥ୍ ମିଶନ। କନ୍ୟାକୁମାରୀରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପିଏମ୍। ଡିଏମକେ ଓ କଂଗ୍ରେସକୁ କରିଛନ୍ତି ଟାର୍ଗେଟ୍। କହିଛନ୍ତି, ଦକ୍ଷିଣରେ ଭାଙ୍ଗିବ ଇଣ୍ଡି ମେଣ୍ଟର ସବୁ…
ମଣିପୁରରେ ଭୂମିକମ୍ପ ଅନୁଭୂତ
ଦେଶରେ ପୁଣି ଥରେ ଭୂମିକମ୍ପ ଅନୁଭୂତ । ଆଜି ସକାଳେ ମଣିପୁରରେ ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ପକ୍ଷରୁ କୁହାଯାଇଛି ଯେ ସକାଳ ୬ଟା ୫୬ ମିନିଟରେ ମଣିପୁରର ଉଖରୁଲରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ତେବେ ଏହି ଭୂମିକମ୍ପରେ କୌଣସି…
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ଗୁରୁତର ଆହତ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ଆହତର ଫଟୋ ଭାଇରାଲ ହେବା ପରେ ଏହାକୁ ନେଇ ଚର୍ଚା ଆରମ୍ଭ ହୋଇଛି । କିଛି ଲୋକ କହୁଛନ୍ତି ନିର୍ବାଚନ ପୂର୍ବରୁ ଭୋଟ ପାଇବା ପାଇଁ ମମତା ଏପରି କରୁଛନ୍ତି । ସେପଟେ ପ୍ରଧାନମନ୍ତ୍ରୀ ମୋଦି…
ନିର୍ବାଚନୀ ବଣ୍ଡ୍ ତାଲିକା ପ୍ରକାଶ ପାଇଲା
ବହୁ ତର୍କ ବିତର୍କ ପରେ ଶେଷରେ ନିର୍ବାଚନୀ ବଣ୍ଡ୍ ତାଲିକା ପ୍ରକାଶ ପାଇଲା । ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ନିର୍ବାଚନ କମିସନ ତାଙ୍କ ୱେବସାଇଟ୍ରେ ସାର୍ବଜନୀନ କରିଛନ୍ତି। ଦୁଇଟି ଫାଇଲ୍ରେ ଏହି…