Browsing Category

National

ଲୋକସଭାରେ ଆଗତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ସଂପର୍କିତ ବିଲକୁ ଆଜି ସଂସଦରେ ଆଗତ କରାଯାଇଛି । ଲୋକସଭା ଓ ବିଧାନ ପରିଷଦରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ  ଲୋକସଭାରେ ଏକ ବିଲ୍ ଆଗତ ହୋଇଛି। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ…

ନୂଆ ସଂସଦ ଭବନରେ ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ:ନୂଆ ସଂସଦ ଭବନରେ ସ୍ବତନ୍ତ୍ର ଅଧିବେଶନ  ଆରମ୍ଭ ହୋଇଛି । ପୂରୁଣା ସଂସଦ ଭବନରୁ ପ୍ରଧାନମନ୍ତ୍ରୀଙ୍କ ସହ ସାଂସଦମାନେ ଚାଲି ଚାଲି ନୂଆ ସଂସଦ ଭବନ ଯାଇଥିଲେ ।  ନୂଆ ସଂସଦ ଭବନରେ ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରି ବିକଶିତ ଭାରତର  ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ…

ଗଣେଶ ପୂଜା

ଆଜି ସାରା ଦେଶରେ ଗଣେଶ ପୂଜା ପାଳନ କରାଯାଉଛି । ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ।  ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ। ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ।  ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା।  ସେ ପ୍ରତ୍ୟେକ ପୂଜାର…

ଆଜିଠୁ ନୂଆ ସଂସଦ ଭବନ

ନୂଆଦିଲ୍ଲୀ: ଆଜି ଠାରୁ ସଂସଦର ସ୍ବତନ୍ତ୍ର ଅଧିବେଶନର କାର୍ଯ୍ୟ ନୂଆ ସଂସଦ ଭବନରେ ଆରମ୍ଭ ହେବ। ପୁରୁଣା ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆରମ୍ଭରେ ଲୋକସଭାରେ ପ୍ରାରମ୍ଭିକ ଭାଷଣ ଦେଇ ସଂସଦର ବିଭିନ୍ନ ‘ଐତିହାସିକ ନିଷ୍ପତ୍ତି’ ତଥା ସଫଳତା ବିଷୟରେ ବର୍ଣ୍ଣନା କରିଛନ୍ତି।…

“ଜି-୨୦ କାଳରେ ଭାରତ ବିଶ୍ବମିତ୍ର ଭାବେ ଉଭା ହୋଇଛି”

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ସଂସଦର ସ୍ବତନ୍ତ୍ର ଅଧିବେଶନ ଅବସରରେ ଲୋକସଭାରେ  ଉଦବୋଧନ ଦେଇ  କହିଥିଲେ ଯେ ଆଜି ସଂସଦୀୟ ଯାତ୍ରାର ୭୫ ବର୍ଷର ସ୍ମୃତି ରୋମନ୍ଥନର କ୍ଷଣ। ପୁରୁଣା ସଂସଦ ଭବନକୁ ନେଇ ପ୍ରଧାନମନ୍ତ୍ରୀ କହିଥିଲେ, ଏହା ଭାରତର ସ୍ବାଧୀନତା ପୂର୍ବରୁ ରାଜକୀୟ ଆଇନ ପ୍ରଣୟନ ପରିଷଦ…

ମହିଳାଙ୍କୁ ମିଳିବ ୩୩% ସଂରକ୍ଷଣ

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆସିବ ମହିଳା ସଂରକ୍ଷଣ ବିଲ୍‌। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲା। ଏହି ବୈଠକରେ ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍‌କୁ ଅନୁମୋଦନ ମିଳିଛି।…

ଗୀତା ମେହେଟ୍ଟାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ

ପଞ୍ଚଭୂତରେ ଲୀନ ହେଲେ ଗୀତା ମେହେଟ୍ଟା । ନୂଆଦିଲ୍ଲୀ ସ୍ଥିତ ଲୋଧି ଶ୍ମଶାନରେ ସରିଲା ଅନ୍ତିମ ସଂସ୍କାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ଶ୍ରଦ୍ଧାଞ୍ଜଳି । ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କର ଆଜି ଅନ୍ତିମ ସଂସ୍କାର ହୋଇଛି ।…

ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ: ସଂସଦର ୫ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠୁ ଆରମ୍ଭ ହେଉଛି।  ଗତମାସ ୩୧ ତାରିଖରେ ସ୍ବତନ୍ତ୍ର ଅଧିବେଶନ ପାଇଁ ଘୋଷଣା ହେବା ଦିନଠାରୁ ଭିନ୍ନ ଭିନ୍ନ କଳ୍ପନାଜଳ୍ପନା ପ୍ରକାଶ ପାଇଛି।   ସରକାର ଗତ ବୁଧବାର ଅଧିବେଶନ ସଂପର୍କରେ ଏକ  ତାଲିକା ପ୍ରକାଶ କରିଛନ୍ତି। ଅଧିବେଶନରେ ୪ଟି…