Browsing Category

National

ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା

ଆସାମରେ ହିମନ୍ତ ସରକାରର ଶପଥ ଗ୍ରହଣ ସମାରୋହ । ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ହିମନ୍ତ ବିଶ୍ବଶର୍ମା ।ଆସାମ ରାଜ୍ୟପାଳ ହିମନ୍ତ ଶର୍ମାଙ୍କୁ ପଦ ଓ ଗୋପନୀୟତାରଶପଥ ପାଠ କରାଇଛନ୍ତି । ହିମନ୍ତ ବିଶ୍ୱଶର୍ମା ରାଜ୍ୟର ପ୍ରଥମ ଅଣ-କଂଗ୍ରେସ ନେତା ଯିଏ ଲଗାତାର…

45 ଦିନ ମଧ୍ୟରେ ସୀମାରେ ଥିବା ଜମି ସୀମା ସୁରକ୍ଷା ବାହିନୀକୁ ହସ୍ତାନ୍ତର କରାଯିବ

ମୁଖ୍ୟମନ୍ତ୍ରୀ ଗାଦିରେ ବସୁ ବସୁ ଆକ୍ସନ ମୁଡ୍‌ରେ ଶୁଭେନ୍ଦୁ ଅଧିକାରୀ। ସୋମବାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପ୍ରଥମ କ୍ୟାବିନେଟ ବୈଠକ ଶେଷ ହୋଇଛି। ଅଧିକାରୀ କହିଛନ୍ତି ଯେ ତାଙ୍କ କ୍ୟାବିନେଟ୍ ଅନ୍ୟ ୨୦ଟି NDA ଶାସିତ ରାଜ୍ୟର ସମାନ ଡବଲ-ଇଞ୍ଜିନ୍ ସରକାରଙ୍କ ଢାଞ୍ଚା ଅନୁସାରେ…

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜୋସେଫ ବିଜୟ

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜୋସେଫ ବିଜୟ। ୧୯୬୭ ପରେ ପ୍ରଥମ ଅଣଦ୍ରାବିଡ଼ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନେଇଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ। ଚେନ୍ନାଇର ନେହରୁ ଷ୍ଟାଡିୟମରେ ଐତିହାସିକ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି। ଉତ୍ସବରେ ବିରୋଧୀ ଦଳ ନେତା…

ଚୁପଚାପ ଏକ୍ସ ବାୟୋ ବଦଳାଇଲେ ମମତା

ପଶ୍ଚିମବଙ୍ଗ ନିର୍ବାଚନରେ ତୃଣମୂଳ କଂଗ୍ରେସର (ଟିଏମସି)ର ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀ ତାଙ୍କର ହାର ସ୍ୱୀକାର କରି ନାହାନ୍ତି, ଏପରିକି ସେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ମଧ୍ୟ ଦେଇ ନାହାନ୍ତି। ଶନିବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଏକ୍ସ ରେ ତାଙ୍କ ପ୍ରୋଫାଇଲରେ ତାଙ୍କୁ ‘ମାନନୀୟ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହୋଇଥିଲେ। ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଓ…

CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି

ନୂଆ CDS ନିଯୁକ୍ତ । ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି CDS ଭାବେ ନିଯୁକ୍ତ ହୋଇଛନ୍ତି । ନୂଆ ଚିଫ୍ ଡିଫେନ୍ସ ଷ୍ଟାଫ ନିଯୁକ୍ତ କଲେ ଭାରତ ସରକାର । ସାମରିକ ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିବେ । ବର୍ତ୍ତମାନ CDS ଅଛନ୍ତି ଜେନେରାଲ ଅନୀଲ ଚୌହ୍ବାନ । ମେ’୩୦ରେ…

ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ,ଆସନ୍ତା କାଲି ସେ ମୁଖମନ୍ତ୍ରୀ ପଦ ପାଇଁ ନେବେ ଶପଥ

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଲଚଲ। ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଶୁକ୍ରବାର କୋଲକାତାରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶନିବାର ସେ ମୁଖମନ୍ତ୍ରୀ ପଦ ପାଇଁ ଶପଥ ନେବେ। ସୂଚନାଥାଉକି, ଭବାନୀପୁର ହଟ୍ ସିଟ୍‌ରେ ମମତା…

ଦୁଇ ଦିନର କସରତ ପରେ ଶେଷରେ ବିଜୟଙ୍କୁ ମିଳିଛି ସମର୍ଥନ,ତିନି ଦଳଙ୍କ ସମର୍ଥନ ପରେ ଏବେ ରାଜ୍ୟରେ ନୂଆ ସରକାର ଗଢ଼ିବା…

ଦୁଇ ଦିନର କସରତ ପରେ ଶେଷରେ ବିଜୟଙ୍କୁ ମିଳିଛି ସମର୍ଥନ। ଏହି ସମର୍ଥନ ଫଳରେ ଏବେ ବିଜୟଙ୍କ ଟିଭିକେ ହିଁ ତାମିଲନାଡୁରେ ସରକାର ଗଢ଼ିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଶୁକ୍ରବାର, ସିପିଏମ, ସିପିଆଇ ଏବଂ ଭିସିକେ ଥାଲାପତି ବିଜୟଙ୍କ ଟିଭିକେକୁ…

ବିହାରରେ ସମ୍ରାଟ ଚୌଧୁରୀଙ୍କ ମନ୍ତ୍ରିମଣ୍ଡଳର ବିସ୍ତାର,ନିଶାନ୍ତ କୁମାରଙ୍କ ସମେତ ଅନ୍ୟ ୩୧ ଜଣ ମନ୍ତ୍ରୀ ଭାବେ କଲେ…

ବିହାରରେ ସମ୍ରାଟ ଚୌଧୁରୀଙ୍କ ମନ୍ତ୍ରିମଣ୍ଡଳର ବିସ୍ତାର ହୋଇଛି । କ୍ୟାବିନେଟ ବିସ୍ତାର ସମୟରେ ଜେଡିୟୁ ପ୍ରମୁଖ ନୀତିଶ କୁମାରଙ୍କ ସହିତ ପୁଅ ନିଶାନ୍ତ କୁମାର ଏବଂ ଅନ୍ୟ ୩୧ ଜଣ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ…

‘ଅପରେସନ ସିନ୍ଦୂର’କୁ ପୂରିଲା ବର୍ଷେ ,ପହଲଗାମରେ ଧର୍ମ ପଚାରି ୨୭ ନିରୀହଙ୍କ ଜୀବନ ନେଇଥିଲେ ପାକିସ୍ତାନୀ…

ପହଲଗାମରେ ପାକିସ୍ତାନୀ ଆତଙ୍କା ଧର୍ମ ପଚାରି ୨୭ ନିରୀହଙ୍କ ଜୀବନ ନେଲେ। କାଶ୍ମୀରରୁ କନ୍ୟାକୁମାରୀ ଯାଏ ସମସ୍ତେ ସ୍ତବ୍ଧ ହୋଇଗଲେ । କ୍ରୋଧରେ ଜଳିଲେ ବି । ଗଲାବର୍ଷ ଏପ୍ରିଲ ୨୨ରେ ପାକ୍ ଆତଙ୍କା ଦେଇଥିବା ଏହି କ୍ଷତର ଜବାବ ଭୀଷଣ ହୋଇଥିଲା । ଭାରତୀୟ ସେନା ଯୋଜନାବଦ୍ଧ ଭାବେ ମେ ୭ରେ…