Browsing Category

National

ଅକ୍ଷରଧାମ ମନ୍ଦିରରେ ଆଳତି କଲେ ଋଷି ସୁନକ ଓ ଅକ୍ଷତା ମୂର୍ତ୍ତି

ଅକ୍ଷରଧାମ ମନ୍ଦିରରେ ଆଳତି କଲେ ଋଷି ସୁନକ ଓ ଅକ୍ଷତା ମୂର୍ତ୍ତି । ‘ଜି୨୦’ ଶିଖର ସମ୍ମିଳନୀରୁ ସାମାନ୍ୟ ବିରତି ନେଇ  ସକାଳୁ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଦିଲ୍ଲୀସ୍ଥିତ ଅକ୍ଷରଧାମ ମନ୍ଦିରକୁ ଯାଇଥିଲେ। ସୁନକ କହିଛନ୍ତି ମୁଁ ଜଣେ ଆତ୍ମତୃପ୍ତ…

ରାଜଘାଟରେ ପହଞ୍ଚିଲେ ‘ଜି୨୦’ ନେତା

ନୂଆଦିଲ୍ଲୀରେ ଆୟୋଜିତ ‘ଜି୨୦’ ଶିଖର ସମ୍ମଳନୀର ଦ୍ବିତୀୟ ଦିବସର ଅଧିବେଶନ ଅବ୍ୟବହିତ ପୂର୍ବରୁ  ସକାଳୁ ‘ଜି୨୦’ ନେତା ଓ ପ୍ରତିନିଧିମାନେ ରାଜଘାଟ ଯାଇ ଗାନ୍ଧୀଜୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।‘ଜି୨୦’ ନେତୃବୃନ୍ଦ ରାଜଘାଟରେ ଉପସ୍ଥିତ ହୋଇ ଗାନ୍ଧୀଙ୍କ ସମାଧିସ୍ଥଳରେ…

ଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ପ୍ରଥମ ଦିନର କାର୍ଯ୍ୟ ଶେଷ

ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ  ଆଫ୍ରିକୀୟ ସଂଘକୁ ଜି-୨୦ର ନୂତନ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରାଯାଇଛି, ଯାହା ଏକ ନୂତନ ବିଶ୍ୱ ବ୍ୟବସ୍ଥାକୁ ଆଗକୁ ବଢ଼ାଇଛି ଏବଂ ବିକାଶଶୀଳ ରାଷ୍ଟ୍ରମାନଙ୍କୁ ବୈଶ୍ବିକ ନିଷ୍ପତ୍ତି ନେବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପ୍ରଦାନ କରୁଛି।  …

ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଇକୋନମିକ କରିଡରର ହେଲା ଘୋଷଣା

ଭାରତ, ଆମେରିକା, ସାଉଦୀ ଆରବ ଏବଂ ୟୁରୋପୀୟ ସଂଘ ଶନିବାର ଜି-୨୦ ଶିଖର ସମ୍ମିଳନୀ ଅବସରରରେ ଏକ ବହୁରାଷ୍ଟ୍ରୀୟ ରେଳ ଏବଂ ବନ୍ଦର ପରିକଳ୍ପନାର ଘୋଷଣା କରିଛନ୍ତି । ଏହି ଘୋଷଣାକୁ ଚୀନର ମହତ୍ତ୍ୱାକାଂକ୍ଷୀ ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ)କୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଏହି ଘୋଷଣାକୁ…

ଜି୨୦ ସମ୍ମିଳନୀରେ ନୂଆଦିଲ୍ଲୀ ଘୋଷଣାପତ୍ରକୁ ମଞ୍ଜୁରୀ

ଭାରତର ଅଧ୍ୟକ୍ଷତାରେ ଦିଲ୍ଲୀରେ ଚାଲିଥିବା ଜି-୨୦ ସମ୍ମିଳନୀରେ ବଡ଼ ସଫଳତା । ସମ୍ମଳିନୀରେ ନୂଆଦିଲ୍ଲୀ ଲିଡର୍ସ ଘୋଷଣାପତ୍ରକୁ ମଞ୍ଜୁରୀ ମିଳିଛି । ଗ୍ରୁପ ୨୦ ସମ୍ମିଳନୀରେ ଶାନ୍ତି ଓ ସ୍ଥିରତାର ବାର୍ତ୍ତା ସହ ନୂଆଦିଲ୍ଲୀ ଘୋଷଣାନାମାରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ନା କହିଛନ୍ତି।…

’ଭାରତ ମଣ୍ଡପମ’ ପୃଷ୍ଠଭୂମିରେ ଶୋଭା ପାଉଛି କୋଣାର୍କ ଚକ୍ର

ଦିଲ୍ଲୀରେ ଆରମ୍ଭ ହୋଇଛି ଜି-୨୦ ଶିଖର ସମ୍ମିଳନୀ । ଭାରତ ମଣ୍ହପମରେ ସବୁଠୁ ଅଧିକ ଚର୍ଚା କୋଣାର୍କ ଚକ୍ରକୁ ନେଇ । ବିଶେଷ କରି କୋଣାର୍କ ଚକ୍ରର ଐତିହ୍ୟ ଉପରେ ବିଶ୍ବନେତାଙ୍କୁ ମଧ୍ୟ ବୁଝାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।  ପ୍ରଧାନମନ୍ତ୍ରୀ  ବିଶ୍ବନେତାଙ୍କୁ ସ୍ବାଗତ କରିବା ବେଳେ…

ବିଶ୍ବ ନେତାଙ୍କୁ ସ୍ବାଗତ : ‘ଭାରତ ମଣ୍ଡପମ୍’ରେ ପ୍ରଧାନମନ୍ତ୍ରୀ ମୋଦୀ

‘ଜି୨୦’ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ବିଶ୍ବର ବିଭିନ୍ନ ଦେଶର ନେତାମାନଙ୍କୁ ସ୍ବାଗତ କରିଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ପ୍ରଗତି ମୈଦାନରେ ନିର୍ମିତ ‘ଭାରତ ମଣ୍ଡପମ୍‌’ରେ ଉପସ୍ଥିତ ହୋଇ ସଂବୋଧନ କରୁଛନ୍ତି।…

ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଗିରଫ

ଦୁର୍ନୀତି ମାମଲାରେ ‘ସିଆଇଡି’ ଆଜି ସକାଳେ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ତେଲୁଗୁ ଦେଶମ୍‌ ପାର୍ଟି’ର ମୁଖ୍ୟ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଛି ।   ପୁଲିସ ଉପସ୍ଥିତ ଥିବା ବହୁସଂଖ୍ୟକ ‘ଟିଡିପି’ ନେତାଙ୍କ ପ୍ରତିରୋଧର ସମ୍ମୁଖୀନ ହୋଇଥିଲା। ନାଇଡୁଙ୍କୁ ପହରା…

ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି : ଋଷି ସୁନକ

ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି  ବୋଲି କହିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ । ଏହା ସହ ଏକ ବଡ଼ କଥା ସେ କହିଛନ୍ତି । G-20 ସମ୍ମିଳନୀ ପାଇଁ ଦିଲ୍ଲୀର ସାଜ ସଜ୍ଜା  ଓ ଆତିଥେୟତାକୁ ପସନ୍ଦ କରିଛନ୍ତି । ଜଣେ ହିନ୍ଦୁ ଭାବେ ଏଠାରେ ଯୋଗ ଦେଇ ମୁଁ ନିଜକୁ ଗର୍ବ ଅନୁଭବ କରୁଛି ବୋଲି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ମୋଦି- ବାଇଡେନ ସାକ୍ଷାତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପହଁଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି। https://twitter.com/ANI/status/1700163755844256247?s=20 ଜି- ୨୦ ଶିଖର…