Trending
- ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ସମସ୍ତ ବିପନ୍ନ ପରିବାରକୁ ୫୦ କିଲୋ ଚାଉଳ ସହ ୨୫୦୦ ଟଙ୍କା ମିଳିବ
- ଓଡ଼ିଶା ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ,ଆଠ ଜଣ ଆଇପିଏସ୍ ଓ ଓପିଏସ୍ ଅଧିକାରୀଙ୍କୁ ବଦଳି
- ଜ୍ଞାନେଶ କୁମାରଙ୍କ ବିନା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇ ପାରି ନ ଥାନ୍ତେ – ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
- କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମାଛ ଧରିବା ଉପରେ କଟକଣା ଜାରି
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
Browsing Category
National
ଅବସର ନେଲେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ସାଂସଦ ମନମୋହନ ସିଂ ମଙ୍ଗଳବାର ରାଜ୍ୟସଭାରୁ ଅବସର ନେଇଛନ୍ତି। ଏହି ଅବସରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଶ୍ରୀ ମନମୋହନଙ୍କୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ବର୍ତ୍ତମାନ ଆପଣ ଆଉ ରାଜ୍ୟସଭାରେ ରହିବେ ନାହିଁ ଏବଂ…
କୋର୍ଟରେ ହାଜର ହେବେ
ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଲକ୍ରିଷ୍ଣା ବିଭ୍ରାନ୍ତକାରୀ ବିଜ୍ଞାପନ ମାମଲାରେ ଜଡିତ ଆଜି ସୁପ୍ରିମକୋର୍ଟରେ ହାଜର ହେବେ।ଅଦାଲତ ପକ୍ଷରୁ ଦିଆଯାଇଥିବା ନୋଟିସରେ ଉତ୍ତର ଦାଖଲ କରିବାରେ ବିଫଳତା…
ଶସ୍ତାରେ ମିଳିବ LPG ଗ୍ୟାସ ସିଲିଣ୍ଡର
ଆଜିଠାରୁ ଆରମ୍ଭ ହେଉଛି ନୂଆ ଆର୍ଥିକ ବର୍ଷ । ଆର୍ଥିକ ବର୍ଷ ୨୦୨୪-୨୫ର ପ୍ରଥମ ଦିନରେ ଶସ୍ତା ହୋଇଛି ଏଲପିଜି ଗ୍ୟାସ ସିଲିଣ୍ଡର । ଆଜିଠାରୁ ରାଜଧାନୀରେ ଏଲପିଜି ସିଲିଣ୍ଡର ଦାମ୍ ୩୦.୫୦ ଟଙ୍କା ହ୍ରାସ ପାଇଛି । ଏହାସହିତ ବିଭିନ୍ନ ରାଜ୍ୟରେ ଗ୍ୟାସ ଦର ଶସ୍ତା ହୋଇଛି । ଆସନ୍ତା ନିର୍ବାଚନ…
ରାଜ୍ୟପାଳ ନିଜ କର୍ତ୍ତବ୍ୟ କରିବା ଉଚିତ୍, ବିଲ ଅଟକାଇବା ଉଚିତ ନୁହେଁ: ସୁପ୍ରିମକୋର୍ଟ
କେତେଜଣ ରାଜ୍ୟପାଳ ରାଜ୍ୟ ସରକାରଙ୍କ ଦ୍ୱାରା ପଠାଯାଇଥିବା ବିଲକୁ ଅଟକାଇ ରଖିଥିବା ପ୍ରସଙ୍ଗରେ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ବିଭି ନାଗରତ୍ନା କହିଛନ୍ତି ଯେ ରାଜ୍ୟପାଳମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ କରିବାକୁ କହିବା ଅଦାଲତ ପାଇଁ ଅରୁଚିକର।ନାଲସାର ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘କୋର୍ଟ…
ଆଡ୍ଭାନୀଙ୍କୁ ଭାରତରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଭେଟେରାନ ରାଜନେତା ଲାଲ୍କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଏଲ୍.କେ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର…
ଫାଷ୍ଟାଗ ନିୟମରେ ଏକ ବଡ଼ ପରିବର୍ତ୍ତନ
ମାସ ପରିବର୍ତ୍ତନ ସହ ବଦଳିଯିବ ଆହୁରି ଅନେକ କିଛି ନିୟମକାନୁନ । ୨୦୨୪-୨୫ ଆର୍ଥିକ ବର୍ଷ ଆରମ୍ଭ ହେବା ମାତ୍ରେ ଆପଣଙ୍କ ଜୀବନରେ ଟଙ୍କା ଏବଂ ସଞ୍ଚୟ ସହ ଜଡ଼ିତ ଅନେକ ପ୍ରମୁଖ ନିୟମରେ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି । କାଲିଠାରୁ ଫାଷ୍ଟାଗ୍, ପର୍ସନାଲ ଫାଇନାନ୍ସ, ଇନଭେଷ୍ଟମେଣ୍ଟ ସ୍କିମ ଏବଂ…
ବଢ଼ିଲା ମନରେଗା ମଜୁରୀ
କେନ୍ଦ୍ର ସରକାର ମନରେଗା (ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ) ର ନୂତନ ମଜୁରୀ ହାର ବୃଦ୍ଧି କରିଛନ୍ତି। ଗୋଆରେ ଏହାର ହାର ସର୍ବାଧିକ ୧୦.୫୬ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଥି ସହିତ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଉତ୍ତରପ୍ରଦେଶରେ ଏହି ହାର ସର୍ବନିମ୍ନ ୩.୦୪…
ପ୍ରଥମ ଥର ପାଇଁ ସିନ୍ଦେଙ୍କ ଶିବସେନା ପକ୍ଷରୁ
ଲୋକସଭା ନିର୍ବାଚନ ୨୦୨୪ପାଇଁ ସେମାନଙ୍କ ପ୍ରାର୍ଥୀ ଏବଂ ତାରକା ପ୍ରଚାରକଙ୍କ ତାଲିକା କ୍ରମାଗତ ଭାବରେ ପ୍ରକାଶ କରୁଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ପକ୍ଷରୁ ୪୦ ଜଣ ତାରକା ପ୍ରଚାରକଙ୍କ ତାଲିକା ମଧ୍ୟ ପ୍ରକାଶ କରାଯାଇଛି।ଶିବସେନାର ଏହି ତାଲିକାରେ କିଛି ନାମ…
କେଜ୍ରିୱାଲଙ୍କୁ ମିଳିଲାନି ଜାମିନ
ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ହେପାଜତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। କେଜ୍ରିୱାଲଙ୍କ ରକ୍ତ ଶର୍କରା ପରିମାଣ ଲଗାତର ଭାବେ କମ୍ ବେଶୀ ହେଉଛି। ଅରବିନ୍ଦ କେଜ୍ରିୱାଲଙ୍କ ଶର୍କରା ସ୍ତର ୪୬କୁ ଖସି ଆସିଛି। ତେବେ ରକ୍ତ ଶର୍କରା…
ଏବେ ବୀମା ପଲିସି ସରେଣ୍ଡର କଲେ ମିଳିବ ଅଧିକ ଟଙ୍କା
ଭାରତୀୟ ବୀମା ବିକାଶ ପ୍ରାଧୀକରଣ କର୍ତ୍ତୃପକ୍ଷ ବୀମା ଆଇନରେ ପରିବର୍ତ୍ତନ ଆଣିଛନ୍ତି ।
ଆଇଆରଡିଏଆଇର ନୂଆ ବିଜ୍ଞପ୍ତି ମୁତାବକ ଇନସୁରାନ୍ସ ରେଗୁଲାସନ ୨୦୨୪ର ୬ଟି ନିୟମକୁ ଏକ ୟୁନିଫଆଇଡ ଫ୍ରେମୱାର୍କ ସହ ମିଶାଇ ଦିଆ ଯାଇଛି। ଏହା ଦ୍ୱାରା ଦ୍ରୁତ ଗତିରେ ବିସ୍ତାର ଲାଭା କରୁଥିବା ଏହି ବୀମା…