Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
National
ନେହରୁ ମ୍ୟୁଜିୟମ ହେଲା ପ୍ରଧାନମନ୍ତ୍ରୀ ମ୍ୟୁଜିୟମ: କଂଗ୍ରେସ ଅସନ୍ତୁଷ୍ଟ
ନୂଆଦିଲ୍ଲୀ: ଦିଲ୍ଲୀର ନେହରୁ ମେମୋରିଆଲ ମ୍ୟୁଜିୟମ ଆଣ୍ଡ୍ ଲାଇବ୍ରେରି ର ନାଁ ପରିବର୍ତ୍ତନ କରି ପ୍ରାଇମ ମିନିଷ୍ଟର୍ସ ମ୍ୟୁଜିୟମ ଆଣ୍ଡ୍ ଲାଇବ୍ରେରି କରାଯାଇଛି। ଯାହାକୁ ନେଇ କଂଗ୍ରେସ ନେତାମାନେ ବିରୋଧ କରିଛନ୍ତି । ୭୭ତମ ସ୍ବାଧୀନତା ଦିବସରେ ଏହି ନାମକୁ ସରକାରୀ ସ୍ବୀକୃତି ମିଳିଛି।…
ଚନ୍ଦ୍ରର ନିକଟତର ହେଉଛି ଲ୍ୟାଣ୍ଡର
ଚନ୍ଦ୍ରଠାରୁ ମାତ୍ର ୧୬୩ କିଲୋମିଟର ଦୂରରେ ରହିଛି ଚନ୍ଦ୍ରଯାନ-୩ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ । ଚନ୍ଦ୍ରଯାନ-୩ରୁ ବିକ୍ରମ ଲ୍ୟାଣ୍ଡର ସଫଳତାର ସହ ଅଲଗା ହୋଇଛି । ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁରେ…
ସନ୍ନି ଦେଓଲଙ୍କ ’ଗଦର-୨’କୁ ଟକ୍କର ଦେଉଛି ଅକ୍ଷୟଙ୍କ ଫିଲ୍ମ
ନୂଆଦିଲ୍ଲୀ: ଧୁମ ମଚାଉଛି ଗଦର ଫିଲ୍ମ। ଗଦର-୨ ପଛକୁ ରହିଛି ଓମଜି-୨ । ଗଦର ଦୁଇ ଶହ କୋଟି ପାର କରିଥିବା ବେଳେ ଓଏମଜି ତା ପଛକୁ ରହିଛି । ସ୍ବାଧୀନତା ଦିବସ ପୂର୍ବରୁ ରିଲିଜ୍ ହୋଇଥିବା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ’ଓଏମଜି-୨’ ବକ୍ସ ଅଫିସରେ ଭଲ ରୋଜଗାର କରୁଛି । ସନ୍ନି ଦେଓଲଙ୍କ…
ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ
ନୂଆଦିଲ୍ଲୀ: ଆପଣ ରାଷ୍ଟ୍ରପତି ଭବନ ଉଦ୍ୟାନ ବୁଲିବାକୁ ଚାହୁଁଛନ୍ତି କି । ତେବେ ଡେରି କାହିଁକି ପ୍ଲାନ କରନ୍ତୁ । କାରଣ ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସୋମବାର ବ୍ୟତୀତ ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ ।…
କେନ୍ଦ୍ର ସରକାର ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା
ଭୁବନେଶ୍ବର: ୨୦୪୭ ସୁଦ୍ଧା ଦେଶ ହେବ ସିକଲ ସେଲ ମୁକ୍ତ । ଏ ନେଇ କେନ୍ଦ୍ର ସରକାର ଓଡ଼ିଶାର ୨୦ ଜିଲ୍ଲାରେ ରାଜ୍ୟ ସହାଭାଗିତାରେ ଆରମ୍ଭ କରିବେ ସିକଲ ସେଲ ପରୀକ୍ଷା । ତେବେ ଅନ୍ୟ ୧୦ ଜିଲ୍ଲାରେ ନିଜସ୍ୱ ଅର୍ଥରୁ ରାଜ୍ୟ ସରକାର ପରୀକ୍ଷା କରିବେ ।୨୫ ବର୍ଷ ବୟସ୍କ ପିଲାଙ୍କ ହେବ ସିକିଲ ସେଲ…
ସଫଳତାର ପାହାଚ ଚଢୁଛି ଇସ୍ରୋ
ବେଙ୍ଗାଲୁରୁ: ସଫଳତାର ପାହାଚ ଚଢୁଛି ଇସ୍ରୋ । ଆଉ ମାତ୍ର ସପ୍ତାହେ ପରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଦିନକୁ ଦିନ ଚନ୍ଦ୍ରର ଖୁବ ନିକଟତର ହେବାରେ ଲାଗିଛି ଚନ୍ଦ୍ରଯାନ-୩ । ଆଜି ହେବ ପଞ୍ଚମ ଲୁନାର ମାନୋଭର ବା କକ୍ଷ ପରିବର୍ତ୍ତନ । କାଲି ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା…
ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ପୂଣ୍ୟତିଥି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ୧୬ ଅଗଷ୍ଟ, ୨୦୧୮ରେ ଏହି ମହାନ ବରପୁତ୍ରଙ୍କର ଦେହାନ୍ତ ହୋଇଥିଲା। ଏହି ମହାନ ଜନନାୟକଙ୍କୁ…
ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ଖଡଗେଙ୍କ ଆକ୍ରମଣ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଆଗାମୀ ବର୍ଷକୁ ପୁଣି ତ୍ରିରଙ୍ଗା ଉଡାଇବି’ ଉକ୍ତିକୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଗଡେ ତାଙ୍କୁ ତାତ୍ସଲ୍ୟ କରିଛନ୍ତି । ‘ଆସନ୍ତା ବର୍ଷ ମୋଦୀ ତାଙ୍କ ଘରେ ପତାକା ଉତ୍ତୋଳନ କରିବେ ବୋଲି କହିଛନ୍ତି ଖଡ଼ଗେ। ଆଜି ବି ସେମାନେ ଅହଂକାର ପ୍ରଦର୍ଶନ…
ଖୁଚୁରା ମୁଦ୍ରାସ୍ଫୀତି ୭.୪୪%କୁ ବୃଦ୍ଧି
ନୂଆଦିଲ୍ଲୀ : ହରଡ଼, ବୁଟ, ମଟର, ମୁଗ, ବିରି, ଗହମ, ଅଟା, ଚାଉଳ, ସୁଜି ଓ ଟମାଟୋ ସମେତ ବିଭିନ୍ନ ପନିପରିବାର ଦାମ୍ରେ ହୋଇଥିବା ବୃଦ୍ଧି ସାଧାରଣ ଲୋକଙ୍କ ନିଜ ହଜାଇଛି। ଖାଦ୍ୟ ସାମଗ୍ରୀ ଦରରେ ହୋଇଥିବା ବୃଦ୍ଧିର ପ୍ରଭାବ ଜୁଲାଇ ମାସର ଖୁଚୁରା ମୁଦ୍ରାସ୍ଫୀତିରେ ପ୍ରତିଫଳିତ ହୋଇଛି।…
ଲାଲ୍କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ: ଦେଶକୁ ଆଗେଇ ନେବାକୁ ଯୁବବର୍ଗଙ୍କୁ ଦେଲେ ଆହ୍ବାନ
୭୭ତମ ସ୍ବାଧୀନତା ଦିବସ ଅବସରରେ ଐତିହାସିକ ଲାଲ୍କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇ ସେ ପୂରା ଦେଶକୁ ସମ୍ବୋଧିତ କରିବା ବେଳେ ଯୁଗବର୍ଗ, ମଧ୍ୟବିତ୍ତ ଏବଂ ମହିଳା…