Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
National
ଦୁର୍ବଳତା ଅନୁଭବ ହେତୁ ହସପିଟାଲରେ ଭର୍ତ୍ତି ହେଲେ ଶରଦ ପାୱାର
ଏନସିପି-ଏସପି ନେତା ଶରଦ ପାୱାର ପୁଣିଥରେ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁର୍ବଳତା ଅନୁଭବ କରିବାକରୁ ତାଙ୍କୁ ପୁଣେର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଦିନକୁ ଦିନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି । କିଛିଦିନ ତଳେ ହସପିଟାଲରେ ଭର୍ତ୍ତି ହୋଇଥିଲେ ଶରଦ ପାଓ୍ବାର…
ଏଣିକି ମାତ୍ର ୫୫ ମିନିଟରେ ଦିଲ୍ଲୀରୁ ମିରଟ ଯାତ୍ରା, ଆରମ୍ଭ ହେଲା ଭାରତର ସବୁଠୁ ସେମି-ହାଇ-ସ୍ପିଡ୍ ଲୋକାଲ ରାପିଡ୍…
ଏଣିକି ମାତ୍ର ୫୫ ମିନିଟରେ ଦିଲ୍ଲୀରୁ ମିରଟ ଯାତ୍ରା। ଆରମ୍ଭ ହେଲା ଭାରତର ସବୁଠୁ ସେମି-ହାଇ-ସ୍ପିଡ୍ ଲୋକାଲ ରାପିଡ୍ ଟ୍ରେନ୍। ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କମ୍ ଦାମରେ ମିଳିବ ଉଚ୍ଚମାନର ସୁବିଧା। ଭାରତର ସବୁଠାରୁ ଦ୍ରୁତତମ ମେଟ୍ରୋ ଟ୍ରେନ୍ ସେବା ମିରଟରେ…
ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଗୁଟେରେସ ଏଆଇ ସମ୍ମିଳନୀ ୨୦୨୬ ରେ ଯୋଗଦେବା ପାଇଁ ଭାରତ ଆସିଥିଲେ। ପୂର୍ବରୁ ଗୁଟେରସ ବିଶ୍ୱର ମଙ୍ଗଳ ପାଇଁ ଏବଂ ମାନବଜାତି ସାମ୍ନା କରୁଥିବା ଚ୍ୟାଲେଞ୍ଜକୁ ହ୍ରାସ…
ଏଆଇକୁ ଲୋକତାନ୍ତ୍ରିକ ବା ଗଣତାନ୍ତ୍ରିକ ରୂପ ଦେବାକୁ ହେବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଆଇ ଇମ୍ପାକ୍ଟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ସେ ଭାରତକୁ ଟେକନୋଲୋଜି ଏବଂ ଟ୍ୟାଲେଣ୍ଟର ଏକ ବଡ କେନ୍ଦ୍ର ବୋଲି କହିଛନ୍ତି । ଏହାସହ ଏଆଇକୁ ନେଇ ନୂଆ ମନ୍ତ୍ର ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମେ ଏଆଇ କ୍ଷେତ୍ରରେ ଆଗକୁ…
ସରକାରମାନେ ମାଗଣା ଉପହାର ବଣ୍ଟନ କରିବା ଅପେକ୍ଷା ନିଯୁକ୍ତି ସୃଷ୍ଟି ଉପରେ ଅଧିକ ଧ୍ୟାନ ଦେବା ଉଚିତ –…
ସୁପ୍ରିମକୋର୍ଟ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ସେମାନଙ୍କର ନିର୍ବାଚନ ପ୍ରତିଶ୍ରୁତିର ଅଂଶ ଭାବରେ ମାଗଣା ଉପହାର ବଣ୍ଟନକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନ ବିଚାରପତି କହିଛନ୍ତି ଯେ ଅନେକ ରାଜ୍ୟ ସରକାର ଭାରୀ ଋଣ ଏବଂ କ୍ଷତି ସତ୍ତ୍ୱେ ମାଗଣା ଯୋଜନା ବଣ୍ଟନ କରୁଛନ୍ତି। “ଯଦି ସରକାର ମାଗଣା…
ଭୋଟ ଅନିୟମିତତା ଅଭିଯୋଗରେ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ
ଏମିତି କଣ ହେଲା ଯେ, ଏକାଥରେ ୪୨ ଜଣ ବିଧାୟକଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । କୋର୍ଟଙ୍କ ନୋଟିସ୍ ପରେ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଏ ଘଟଣା ବିହାରରେ ଘଟିଛି । ପାଟନା ହାଇକୋର୍ଟ ୪୨ ଜଣ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି ।
ପାଟନା ହାଇକୋର୍ଟ ବିହାରର ଶାସକ ଏବଂ…
ଏଆଇ ସମିଟ୍ରୁ ରୁ ବାଦ ପଡ଼ିଲା ଗାଲଗୋଟିଆସ୍ ବିଶ୍ୱବିଦ୍ୟାଳୟ,ଚୀନ୍ ରୋବୋଟ୍କୁ ନିଜର ବୋଲି କରିଥିଲା ଦାବି
ରାଜଧାନୀ ଦିଲ୍ଲୀରେ ଚାଲିଛି ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍-୨୦୨୬ର ମହାକୁମ୍ଭ। କିନ୍ତୁ ଆରମ୍ଭରୁ ବିବାଦ ଏବଂ ଆକ୍ସନ। ଚୀନ୍ ରୋବୋଟିକ୍ ଡଗ୍ ପ୍ରଦର୍ଶନ ଦାବି କରି ବିବାଦରେ ଫସିଥିବା ଗାଲଗୋଟିଆସ୍ ବିଶ୍ୱବିଦ୍ୟାଳୟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂତ୍ର ଅନୁସାରେ ଚୀନ୍…
ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବିଏନପି ମୁଖ୍ୟ ତାରିକ୍ ରେହମାନ
ବିଏନପି ମୁଖ୍ୟ ତାରିକ୍ ରେହମାନ ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାରିକଙ୍କ ଶପଥ ଉତ୍ସବରେ ୧୩ରୁ ଅଧିକ ଦେଶର ପ୍ରତିନିଧି ସାମିଲ ହେବା ପାଇଁ ନିମନ୍ତ୍ରିତ ହୋଇଛନ୍ତି । ଭାରତ ତରଫରୁ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଲୋକସଭା ସ୍ପିକର ଓମ ବିରଲା ଢାକା…
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । କୋର୍ଟ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି, କିନ୍ତୁ ଏକ ସର୍ତ୍ତ ସହିତ। ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା…
ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ,7 ମୃତଦେହ ଉଦ୍ଧାର
ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ । ନିଆଁରେ ସାତ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି ହେଲେ ଦୁଇଜଣ ଶ୍ରମିକ ଏବେ ବି ଭିତରେ ଫସି ରହିଛନ୍ତି । ଘଟଣା ସମୟରେ କାରଖାନାରେ ପ୍ରାୟ ୨୫ ଜଣ ଶ୍ରମିକ କାମ କରୁଥିଲେ । ଆଜି ସକାଳ ପ୍ରାୟ…