Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
National
ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଦିଲ୍ଲୀ ବିସ୍ଫୋରଣ ପଛରେ ଯାହାର ହାତ ଥିଲେ ବି ଛଡାଯିବ ନାହିଁ । ସମସ୍ତ ଷଡଯନ୍ତ୍ରକାରୀଙ୍କୁ ଶାସ୍ତି ମିଳିବ । ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାରା ଦେଶ ପୀଡିତଙ୍କ ସହ ରହିଥିବା ସେ ପ୍ରକାଶ କରିଛନ୍ତି ।…
ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ : ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ
ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି, ଏବଂ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୨୨ ଆସନରେ ଭୋଟର ୧,୩୦୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରୁଛନ୍ତି। ରାଜ୍ୟରେ ଅପରାହ୍ନ ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ ହୋଇଛି।
ପଶ୍ଚିମ ଚମ୍ପାରଣରେ ୪୮.୯୧ ପ୍ରତିଶତ,…
ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ – ଚାରି ଡ଼ାକ୍ତରଙ୍କ ଲୋମଟାଙ୍କୁରା କାର୍ଯ୍ୟ
୧୦ ତାରିଖ ସନ୍ଧ୍ୟା , ସ୍ଥାନ ଦିଲ୍ଲୀ ଲାଲକିଲ୍ଲା ମେଟ୍ରୋ ନିକଟ । ଜୋରରେ ଧାଉଥିଲା ଜୀବନ । ଧାଁଧପଡ଼ ଭିତରୁ ବାହାରି କେହି ଟିକେ ଖୋଲା ପବନକୁ ଅନୁଭବ କରୁଥିଲା ତ କେହି ଘରକୁ ଫେରୁଥିଲା । ସେିତିକିବେଳେ ପାର୍କିଂ ହୋଇଥିବା କାରରେ ହେଲା ଭୟଙ୍କର ବିସ୍ଫୋରଣ । ଲାଗିଲା ଯେପରି ପୃଥିବୀ ଫାଟିଲା।…
ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ
ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପାଇଁ ଆଜି ୨୦ଟି ଜିଲାର ୧୨୨ଟି ନିର୍ବାଚନମଣ୍ଡଳୀରେ ମତଦାନ ଆରମ୍ଭ ହୋଇଛି। ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ପାଇଁ ରାଜ୍ୟବ୍ୟାପୀ ୪୦୦,୦୦୦ରୁ ଅଧିକ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି।…
ଲାଲକିଲ୍ଲାରେ ଶକ୍ତିଶାଳୀ ବିସ୍ଫୋରଣ, 8 ମୃତ ଅନେକ ଲୋକ ଆହତ
ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ର ଗେଟ୍ ନମ୍ବର ୧ ନିକଟରେ ଥିବା ଏକ କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍ରେ ୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଉଚ୍ଚ ସୁରକ୍ଷା ଅଞ୍ଚଳରେ ଏହି ଘଟଣା ଯୋଗୁଁ…
ବିହାର ବିଧାନସଭାର ନିର୍ବାଚନ : ମହିଳା ମତଦାତାଙ୍କ ଉପରେ ଧ୍ୟାନ କେନ୍ଦ୍ରିତ
ବିହାର ବିଧାନସଭାର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିଶେଷକରି ମହିଳା ଭୋଟରଙ୍କୁ ନିଜ ସପକ୍ଷକୁ ଟାଣି ସଫଳତା ଦୋହରାଇବା ପାଇଁ ଅଣ୍ଟା ଭିଡ଼ିଛନ୍ତି। ନଗଦ ଅର୍ଥରାଶି ପ୍ରଦାନ, ଶିକ୍ଷା ଓ ଅନ୍ୟ ସୁବିଧା ସମେତ ମଦ ବନ୍ଦ ଉପରେ ନୀତିଶ ଗୁରୁତ୍ୱ…
ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ
ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ରବିବାର (୯ ନଭେମ୍ବର ୨୦୨୫) ସନ୍ଧ୍ୟା ୬ ଟାରେ ଶେଷ ହେବ। ୨୦ ଜିଲ୍ଲାର ୧୨୨ ବିଧାନସଭା ଆସନ ପାଇଁ ନଭେମ୍ବର ୧୧ ରେ ମତଦାନ ହେବ। ୧୨୨ ଆସନ ମଧ୍ୟରୁ ୧୦୧ଟି ସାଧାରଣ ବର୍ଗ ପାଇଁ, ୧୯ଟି ଅନୁସୂଚିତ ଜାତି ପାଇଁ ଏବଂ ୨ଟି ଅନୁସୂଚିତ…
NDA ସରକାର ନଆସିଲେ ରାଜ୍ୟର ପିଲାମାନେ ଡାକ୍ତର କିମ୍ବା ଇଞ୍ଜିନିୟର ନୁହେଁ, ଗୁଣ୍ଡା ହେବେ – ମୋଦୀ
ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏବେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବା ପୂର୍ବରୁ ଶନିବାର ସୀତାମାଢ଼ିରେ ଏକ ରାଲିକୁ କୁ ସମ୍ବୋଧିତ…
ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
ବିହାରରେ ଆଜି (ଗୁରୁବାର ୬ ନଭେମ୍ବର) ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଛି । ଏଥର ରାଜ୍ୟ ସନ୍ଧ୍ୟା ୫ ଟା ସୁଦ୍ଧା ମତଦାନର ପୂର୍ବ ରେକର୍ଡ ଭାଙ୍ଗିଛି। ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଛି। ଏହି ୧୨୧ ଟି ଆସନରେ ମତଦାନର ପୂର୍ବ ରେକର୍ଡ ୫୫.୮୧…
ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର…