Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
National
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ମୋଦି- ବାଇଡେନ ସାକ୍ଷାତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପହଁଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି।
https://twitter.com/ANI/status/1700163755844256247?s=20
ଜି- ୨୦ ଶିଖର…
ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟ ଖାତା ଖୋଲିଲା, କେରଳରେ କଂଗ୍ରେସ ତ୍ରିପୁରାରେ ବିଜେପି ବିଜୟୀ
ସାଧାରଣ ନିର୍ବାଚନ ପୂର୍ବରୁ ଦେଶର କିଛି ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ମିଶ୍ରିତ ଫଳ ପ୍ରକାଶ ପାଇଛି । କେରଳରେ ଶାସକ ସିପିଆଇ(ଏମ୍)କୁ ବଡ଼ ଝଟକା ଦେଇ କଂଗ୍ରେସ-ୟୁଡିଏଫ୍ ମେଣ୍ଟର ଚାଣ୍ଡି ଓମେନ୍ କେରଳର ପୁଥୁପଲ୍ଲୀ ଉପନିର୍ବାଚନରେ ୩୬ ହଜାରରୁ ଅଧିକ ଭୋଟ୍ ବ୍ୟବଧାନରେ ବିଜୟୀ…
ବିଶ୍ବର ୧୫ଜଣ ନେତାଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିସଂଧ୍ୟାରୁ ବିଶ୍ବନେତାଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ‘ଜି-୨୦’ ଶିଖର ସମ୍ମିଳନୀର କାର୍ଯ୍ୟକ୍ରମ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ବର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୫ରୁ ଅଧିକ ନେତାମାନଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ବୋଲି ଜଣାପଡିଛି ।…
ବାଇଡେନଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦିଲ୍ଲୀରେ ପହଁଚିବେ । ନୂଆଦିଲ୍ଲୀରେ ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ବାହ୍ୟ ସ୍ତରରେ ଅର୍ଦ୍ଧସାମରିକ ବାହିନୀ ନିୟୋଜିତ ରହିବେ। ଦ୍ବିତୀୟ ସ୍ତରରେ ଭାରତର ସ୍ବତନ୍ତ୍ର…
ଜି-୨୦ ବୈଠକ ପାଇଁ ପ୍ରସ୍ତୁତି ଶେଷ
ଜି-୨୦ର ଦେଶମାନଙ୍କର ବୈଠକ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଏହି ବୈଠକରେ ସାଧାରଣତ ସଦସ୍ୟ ରାଷ୍ଟ୍ର ମାନଙ୍କର ଅର୍ଥନୈତିକ ବ୍ୟବସ୍ଥାକୁ ମଜବୁତ କରିବା ଓ ଅର୍ଥନୈତିକ ବିକାଶ ଅଭିମୁଖେ କାର୍ଯ୍ୟ କରିବା ଉପରେ ଆଲୋଚନା ହେବ । ଶିକ୍ଷା, ରୋଜଗାର, ଖାଦ୍ୟର ଦର ଦାମ ନିୟନ୍ତ୍ରଣ କରିବା ଉପରେ…
ଜି-୨୦ ବୈଠକ ପାଇଁ ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି
ନୂଆ ଦିଲ୍ଲୀ: ଜି-୨୦ ବୈଠକ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଶ୍ବର ବଡ଼ ବଡ଼ ନେତା ଜଣଙ୍କ ପରେ ଜଣେ ଆସୁଛନ୍ତି । ଏକାଠି ହେଉଛନ୍ତି ବିଶ୍ବ ନେତା । ଆସନ୍ତାକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ ଆସିବେ ।…
ରାଷ୍ଟ୍ରପତିଙ୍କ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ବି ‘ପ୍ରାଇମ୍ ମିନିଷ୍ଟର୍ ଅଫ୍ ଭାରତ’ ବୋଲି ସମ୍ବୋଧନ କରାଯାଇଥିଲା
ଦେଶର ନାମ ଇଣ୍ଡିଆ ବଦଳରେ ଭାରତ ହେବା ନେଇ ସାରା ଦେଶର ବିତର୍କ ଚାଲିଛି । ତେବେ ରାଷ୍ଟ୍ରପତିଙ୍କ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ବି ‘ପ୍ରାଇମ୍ ମିନିଷ୍ଟର୍ ଅଫ୍ ଭାରତ’ ବୋଲି ସମ୍ବୋଧନ କରାଯାଇଥିଲା । ସେପ୍ଟେମ୍ବର ୯ ତାରିଖରେ ରାତ୍ର ଭୋଜନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…
୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ କାହିଁକି?
୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ କାହିଁକି? ଏନେଇ ପ୍ରଶ୍ନ କରିଛି କଂଗ୍ରେସ । କିଛି ଦିନ ହେଲା ଏନେଇ କଂଗ୍ରେସର ନେତା ପ୍ରଶ୍ନ କରୁଥିବା ବେଳେ ସଂସଦର ସ୍ବତନ୍ତ୍ର ଅଧିବେଶନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ । ସ୍ବତନ୍ତ୍ର ଅଧିବେଶନ…
ଜି-୨୦ ସମ୍ମିଳନୀ: ୨୮ ଫୁଟ୍ ନଟରାଜ ମୂର୍ତ୍ତି
ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଜି-୨୦ ସମ୍ମିଳନୀ ପାଇଁ ଏକ ୨୮ ଫୁଟ୍ ଉଚ୍ଚ ନଟରାଜ ମୂର୍ତ୍ତି ସ୍ଥାପନ କରାଯାଇଛି। ନୃତ୍ୟର ଦେବତା ଭଗବାନ ଶିବ ଏବଂ ତାଙ୍କ ସୃଷ୍ଟି ଓ ଧ୍ବଂସଲୀଳାର ମହାଜାଗତିକ ଶକ୍ତିକୁ ଦର୍ଶାଉଥିବା ନଟରାଜ ମୂର୍ତ୍ତିକୁ ଦିଲ୍ଲୀର ଜି-୨୦ ସମାବେଶ ସ୍ଥଳ ‘ଭାରତ…
୬ ରାଜ୍ୟର ୭ ବିଧାନସଭା ଆସନରେ ଚାଲିଛି ଉପନିର୍ବାଚନ
ନୂଆଦିଲ୍ଲୀ: ୬ ରାଜ୍ୟର ୭ ବିଧାନସଭା ଆସନରେ ଉପନିର୍ବାଚନ । ଆସନ୍ତା ୮ ତାରିଖରେ ଭୋଟ ଗଣତି ହେବ । ଝାଡଖଣ୍ଡର ଡୁମରି ଓ ବକ୍ସରନଗର, ତ୍ରିପୁରାର ଧାନପୁର, ପଶ୍ଚିମବଙ୍ଗର ଧୁପଗୁରୀ, ଉତ୍ତରପ୍ରଦେଶର ଘୋଶି, ଉତ୍ତରାଖଣ୍ଡର ବାଗେଶ୍ବର ଓ କେରଳର ପୁଥୁପଲ୍ଲୀ ଆସନ ପାଇଁ ଚାଲିଛି ଭୋଟିଂ । 5ଆସନରେ…