Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
National
ପ୍ରେସିଡେଣ୍ଟ ଅଫ୍ ଇଣ୍ଡିଆ’ର ସ୍ଥାନରେ ‘ପ୍ରେସିଡେଣ୍ଟ ଅଫ୍ ଭାରତ
ନୂଆଦିଲ୍ଲୀ : ପ୍ରେସିଡେଣ୍ଟ ଅଫ୍ ଇଣ୍ଡିଆ’ର ସ୍ଥାନରେ ‘ପ୍ରେସିଡେଣ୍ଟ ଅଫ୍ ଭାରତକୁ ନେଇ ଆରମ୍ଭ ହୋଇଛି ବିବାଦ ଜି -୨୦ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଭୋଜିରେ ଅତିଥିମାନଙ୍କୁ ପଠାଯାଇଥିବା ପତ୍ରରେ ଏପରି ଲେଖାଯାଇଛି । କଂଗ୍ରେସ ରାଷ୍ଟ୍ରପତି ଭବନରେ ସେପ୍ଟେମ୍ବର ୯ରେ…
ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ: ଖଡ଼ଗେ
ନୂଆଦିଲ୍ଲୀ: ମୋଦିଙ୍କ ବିରୋଧରେ ପୁଣି ଏକାଠି ବସି ରଣନୀତି କରିବେ ବିରୋଧୀ ମେଂଟ । ଆଜି ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ । ନିର୍ବାଚନ ପୂର୍ବରୁ ଘନ ଘନ ଆକ୍ରମଣ କରିବା ପାଇଁ ଏହି ବୈଠକ ଡାକିଛନ୍ତି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ଖଡ଼ଗେଙ୍କ…
ବିରୋଧୀ ଏକାଠି ହେଲେ ବିଜେପି ପାଇଁ ଜିତିବା ଅସମ୍ଭବ ହେବ
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି ଯେ ବିରୋଧୀ ଏକଜୁଟ ହେଲେ ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ପାଇଁ ଜିତିବା ଅସମ୍ଭବ ହୋଇପଡ଼ିବ। ଆଗାମୀ ସାଧାରଣ ନିର୍ବାଚନରେ ଆଇଏନଡିଆଇଏ ବ୍ଲକ୍ ବିଜେପିକୁ ପରାସ୍ତ କରିବ ବୋଲି ସେ ନିଶ୍ଚିତ । ଶ୍ରୀ ଗାନ୍ଧି ମେଣ୍ଟର ନେତାମାନଙ୍କୁ ଧନ୍ୟବାଦ…
ସୂର୍ଯ୍ୟ ଅଭିଯାନରେ ‘ଆଦିତ୍ୟ ଏଲ୍ ୧’
ବେଙ୍ଗାଲୁରୁ: ସୂର୍ଯ୍ୟ ଅଭିଯାନରେ ‘ଆଦିତ୍ୟ ଏଲ୍ ୧’ । ଆଗେଇ ଚାଲିଚି ‘ଆଦିତ୍ୟ ଏଲ୍ ୧’ । ପୂର୍ବାହ୍ନ ୧୧.୫୦ରେ ଆନ୍ଧ୍ରପ୍ରଦେଶ ଅନ୍ତର୍ଗତ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ୍ ଲଞ୍ଚ୍ ପ୍ୟାଡ୍ରୁ ‘ପିଏସ୍ଏଲ୍ଭି–ସି୫୭’ ରକେଟ୍ ଯୋଗେ ଭାରତର ପ୍ରଥମ ସୌର ଅଭିଯାନ ‘ଆଦିତ୍ୟ ଏଲ୍୧’…
ଚଳିତ ମାସରୁ ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍
ଓଡ଼ିଶାରେ ଗଡ଼ିବାକୁ ଯାଉଛି ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ଆସନ୍ତା ୩୦ ତାରିଖ ସୁଦ୍ଧା ପୁରୀ- ରାଉରକେଲା ମଧ୍ୟରେ ଏହି ଅତ୍ୟାଧୁନିକ ଦ୍ରୁତଗାମୀ ଟ୍ରେନ୍ ଚାଲିବ। ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରେ ପୁରୀ- ରାଉରକେଲା ମଧ୍ୟରେ ପରୀକ୍ଷାମୂଳକ ରନିଂ କରାଯିବ ବୋଲି ଜଣାପଡ଼ିଛି। ଆଜି…
ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି
ନୂଆ ଦିଲ୍ଲୀ: ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି । ତିନୋଟି ରିଜୋଲୁସନ ପାସ ହୋଇଛି । ୧୩ ସଦସ୍ୟ ବିଶିଷ୍ଟ ସମନ୍ବୟ କମିଟି ଗଠିତ ହୋଇଛି । ଇଣ୍ଡିଆ ମହାମେଣ୍ଟର ସମନ୍ବୟ ସମିତି ସେପ୍ଟେମ୍ବର ୩୦ ସୁଦ୍ଧା ସିଟ୍ ବଣ୍ଟନ ନେଇ ନିର୍ଣ୍ଣୟ ନେବେ । ଏହି ପ୍ୟାନେଲରେ…
ନୌସେନାରେ ସାମିଲ ହେଲା ଯୁଦ୍ଧଜାହଜ ମହେନ୍ଦ୍ରଗିରି
ଆଜି ନୌସେନାରେ ସାମିଲ ହୋଇଛି ଯୁଦ୍ଧଜାହଜ ମହେନ୍ଦ୍ରଗିରି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଇଥିବା ସର୍ବଶେଷ ଯୁଦ୍ଧ ଜାହଜ ମହେନ୍ଦ୍ରଗିରି ଭାରତୀୟ ନୌସେନାରେ ସାମିଲ ହେବା ପରେ ଭାରତର ଶକ୍ତି ବୃଦ୍ଧି ପାଇଛି । ଉପରାଷ୍ଟ୍ରପତି ଜଗଦ୍ଦୀପ ଧନକଡ଼ଙ୍କ ସହ ପତ୍ନୀ ସୁଦେଶ ଧନଖଡ଼ ଏହାକୁ…
ଓ୍ବାନ ନେସନ ଓ୍ବାନ ଇଲେକସନ ନୀତିକୁ ନେଇ କମିଟି ଗଠନ ପରେ ବିରୋଧୀଙ୍କ ଟାର୍ଗେଟ
ଦିଲ୍ଲୀ : ଓ୍ବାନ ନେସନ ଓ୍ବାନ ଇଲେକସନ ନୀତି ଲାଗୁ ହେବା ନେଇ ସାରା ଦେଶରେ ଏବେ ଚର୍ଚା ଜୋର ଧରିଛି । ଏକ ଦେଶ, ଏକ ନିର୍ବାଚନ’ ବ୍ୟବସ୍ଥା ଲାଗୁ କରାଯିବା ପ୍ରସଙ୍ଗରେ ପର୍ଯ୍ୟବେକ୍ଷଣ କରିବା ଲାଗି ଆଜି କେନ୍ଦ୍ର ସରକାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ବରେ ‘ଏକ…
ବିଶେଷ ଅଧିବେଶନରେ ଆସିବ ଏକ ନିର୍ବାଚନ ବିଲ୍
ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ସଂସଦର ସ୍ବତନ୍ତ୍ର ଅଧିବେଶନ ବସିବାକୁ ଡକାଯାଉଛି । ତେବେ କଣ ପାଇଁ ଏହି ବିଶେଷ ଅଧିବେଶନ ଡକାଯାଉଛି ତାହା ଉପରେ ବିତର୍କ ଆରମ୍ଭ ହୋଇଯାଇଛି । ଆଗକୁ ନିର୍ବାଚନ ଆସୁଥିବାବେଳେ ମୋଦି ସରକାର ନୂଆ ଯୋଜନା ସହ କିଛି ଗୁରୁତ୍ବପୂର୍ଣ୍ଣ…
ଆଉ ମାତ୍ର ତିନି ଦିନ ପରେ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ
ଚନ୍ଦ୍ରପୃଷ୍ଠରେ ରାତି ହେବାକୁ ଆଉ ତିନି ଦିନ ବାକି ଅଛି । ସରି ସରି ଆସୁଛି ରୋଭର ପ୍ରଜ୍ଞାନର ଆୟୁସ । ଆଉ ମାତ୍ର ତିନି ଦିନ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ । ଚନ୍ଦ୍ର ପୃଷ୍ଠର ଦକ୍ଷିଣ ମେରୁରେ ସୂର୍ଯ୍ୟକିରଣ ଚାଲିଗଲେ ଅଚଳ ହୋଇଯିବ ପ୍ରଜ୍ଞାନ । ଭିନ୍ନ ଟେକନିକ ଜରିଆରେ…