Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Browsing Category
National
ଆଜି ଶିଶୁଦିବସ
ଭୁବନେଶ୍ବର: ଆଜି ଶିଶୁଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ । ଏହି ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଶିଶୁ ଦିବସ ପାଳନ କରାଯାଏ । ଶିଶୁମାନଙ୍କୁ ପଣ୍ଡିତ ଜବାହରଲାଲ ନେହରୁ…
ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗ
ଉତ୍ତରାଖଣ୍ଡ ଉତ୍ତରକାଶୀର ସିଲ୍କ୍ୟାରାରୁ ଦାଣ୍ଡଲଗାଓଁ ପର୍ଯ୍ୟନ୍ତ ନିର୍ମାଣାଧୀନ ଏକ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ଅନେକ ଲୋକ ତା’ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ସେଥିରେ ପାଞ୍ଚ ଜଣ ଓଡ଼ିଆ ଶ୍ରମିକ ମଧ୍ୟ ରହିଥିବା କୁହାଯାଉଛି । ଉତ୍ତରକାଶୀ ଜିଲ୍ଲା ନିୟନ୍ତ୍ରଣ କକ୍ଷରୁ…
ବିହାର ବିଧାନସଭାରେ ଆଗତ ହେଲା ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍
ପାଟନା: ବିହାର ବିଧାନସଭାରେ ଆଗତ ହୋଇଛି ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍ । ଏହି ବିଲ୍ ସମସ୍ତ ପକ୍ଷ ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଏହି ବିଲ୍ ମୁତାବକ ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା ପଦବୀରେ ଅନୁସୂଚିତ ଜାତିକୁ ୨୦ ପ୍ରତିଶତ, ଅନୁସୂଚିତ ଜନଜାତି ୨ ପ୍ରତିଶତ, ପଛୁଆ…
୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭…
ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର
ଦିଲ୍ଲୀ : ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର । ନିର୍ବାଚିତ ଏମପି, ଏମଏଲଏଙ୍କ ବିରୋଧରେ ଦାୟର ଅପରାଧିକ ମାମଲାଗୁଡିକର ତୁରନ୍ତ ଫଏସଲା ଲାଗି ହାଇକୋର୍ଟଗୁଡିକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଯେଉଁ ସବୁ ରାଜ୍ୟରେ ଏମପି, ଏମଏଲଏମାନଙ୍କ ବିରୋଧରେ ପଡିରହିଛି…
ଡିପ୍ଫେକ୍କୁ ଚିହ୍ନଟ କରିବା ପାଇଁ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ର ସରକାର
କେନ୍ଦ୍ର ସରକାର ଆଜି ଗୁରୁତ୍ୱପୂର୍ଣ୍ଣ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ଏକ ମାର୍ଗଦର୍ଶିକା ଜାରି କରି କେତେକ ଜରୁରି ପଦକ୍ଷେପ ଗ୍ରହଣ କରିବା ଲାଗି ପରାମର୍ଶ ଦେଇଛନ୍ତି । ଭୁଲ ସୂଚନା ଏବଂ ଡିପ୍ ଫେକ୍ (ମିଥ୍ୟା ସୂଚନା ପ୍ରସାର କରିବା ଲାଗି ଡିଜିଟାଲ ପଦ୍ଧତିରେ କୌଣସି ବ୍ୟକ୍ତିଙ୍କ…
ବଢ଼ିଲା ମହୁଆ ମୈତ୍ରଙ୍କ ଅଡ଼ୁଆ
ପ୍ରଶ୍ନ ପାଇଁ ଅର୍ଥ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ଅଡ଼ୁଆ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ ସୂତ୍ରରୁ ଖବର ମିଳିଛି କି, ଲୋକସଭାର ସଦାଚାର କମିଟି ମହୁଆଙ୍କୁ ସଂସଦରୁ ବହିଷ୍କାର କରିବା ପାଇଁ ସୁପାରିସ କରିଛନ୍ତି। ସଂସଦର ସଦାଚାର କମିଟି ମହୁଆଙ୍କ ମାମଲାର…