Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ
ନୂଆଦିଲ୍ଲୀ: ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ । କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତାମାନେ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା…
ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି
ତେଲେଙ୍ଗାନା:ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି। ଅସଦୁଦ୍ଦିନ ଓୱେସିଙ୍କ ଭାଇ ଅକବରୁଦ୍ଦିନଙ୍କୁ ବଡ଼ ଦାୟିତ୍ୱ । ସେ ସ୍ଥାୟୀ ବାଚସ୍ପତି ହେବା ଯାଏଁ ଗୃହ କାର୍ଯ୍ୟକୁ ପରିଚାଳନା କରିବେ । ସ୍ଥାୟୀ ବାଚସ୍ପତି ନିର୍ବାଚିତ ହେବା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ସେ…
ଖୁବଶୀଘ୍ର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବ ଆଦିତ୍ୟ ଏଲ-୧
ଆଦିତ୍ୟ ଏଲ୍୧କୁ ସେପ୍ଟେମ୍ବର ୨ରେ ଶ୍ରୀହାରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଲଞ୍ଚ କରାଯାଇଥିଲା। ଇସ୍ରୋ ମୁତାବକ, ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ‘ଆଦିତ୍ୟ ଏଲ୍୧’ ହେଉଛି ପ୍ରଥମ ମହାକାଶ ଆଧାରିତ ଅବ୍ଜରଭେଟୋରୀ। ଏହି ମହାକାଶଯାନ ୧୨୫ ଦିନ ମଧ୍ୟରେ ପୃଥିବୀଠାରୁ ପ୍ରାୟ…
ଲୋକସଭାରୁ ଟିଏମ୍ସି ସାଂସଦ ମହୁଆ ମୈତ୍ର ବହିଷ୍କୃତ
ନୂଆଦିଲ୍ଲୀ : ‘ଟଙ୍କା ପାଇଁ ପ୍ରଶ୍ନ ପଚାରିବା’ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରଙ୍କୁ ଗୃହର ସଦସ୍ୟତାରୁ ବହିଷ୍କାର କରାଯାଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୋଇତ୍ରଙ୍କ ବହିଷ୍କାର ପାଇଁ ଏକ ପ୍ରସ୍ତାବ ଦେଇଥିଲେ, ଯାହାକୁ ଗୃହ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ…
ଶପଥ ନେବା ପରେ ପ୍ରଜା ଦରବାର କଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡୀ
ତେଲଙ୍ଗାନା : ଶପଥ ନେବା ପରେ ପ୍ରଜା ଦରବାର କଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡୀ । ଲୋକଙ୍କ ସମସ୍ୟା ଶୁଣିବା ସହ ସରକାର ଲୋକଙ୍କ ପାଇଁ କାମ କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟରେ ଜନମଙ୍ଗଳ ସରକାର ଗଠନ ପାଇଁ ପ୍ରଜାଙ୍କ କଥା ଶୁଣିବାକୁ ସେ ପ୍ରାଥମିକତା ଦେଇ କାମ ଆରମ୍ଭ…
ଆଜି ଶପଥ ନେବେ ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଡୁହୋମା
ମିଜୋରାମ : ଆଜି ଶପଥ ନେବେ ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଡୁହୋମା । ମିଜୋରାମ ବିଧାନସଭା ନିର୍ବାଚନରେ ବହୁମତ ସହ ଜିତିବା ପରେ ଜୋରାମ ପିପୁଲ୍ସ ମୁଭମେଣ୍ଟ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଲାଲଡୁହୋମା ଆଜି ଶପଥ ଗ୍ରହଣ କରିବେ । ବିରାଟ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ…
ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ
ଜନଶତାବ୍ଦୀ ଏକ୍ସପ୍ରେସରେ ନିଆଁ। ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଏକ୍ସପ୍ରେସରେ ଅଗ୍ନିକାଣ୍ଡ। କୋଚ୍ ତଳେ ନିଆଁ ଲାଗିଯାଇଥିଲା। ବ୍ରେକ ସୁରୁ ବାହାରିଥିଲା ପ୍ରବଳ ଧୂଆଁ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କଟକ ଷ୍ଟେସନ ଦେଇ ଯାଉଥିବାବେଳେ ଟ୍ରେନ ତଳୁ ନିଆଁ…
ସଂସଦ ଉପରେ ଆକ୍ରମଣ କରିବାକୁ ଏସ୍ଜେଏଫ୍ର ଧମକ
ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣ କରିବାକୁ ଏସ୍ଜେଏଫ୍ର ନେତା ଗୁରପତୱନ୍ତ ସିଂହ ପନ୍ନୁ ଏକ ଭିଡିଓ ବାର୍ତ୍ତା ଜାରି କରି ଧମକ ଦେଇଛି। ୨୦୦୧ ମସିହାରେ ଭାରତର ସଂସଦ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀ ଅବସରରେ ଡିସେମ୍ବର ୧୩ ତାରିଖରେ ଏହା ଉପରେ ଆକ୍ରମଣ କରିବାକୁ ଆମେରିକାର…
ଆଜିଠୁ ତେଲେଙ୍ଗାନାରେ ରେବନ୍ତ ସରକାର
ହାଇଦ୍ରାବାଦ: ଆଜିଠୁ ତେଲେଙ୍ଗାନାରେ ବଦଳିବ ସରକାର । ନୂଆ ସରକାର ଗଠନ କରିବେ ରେବନ୍ତ ରେଡ୍ଡୀ । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ବିଆରଏସକୁ ଗାଦିଚ୍ୟୁତ କରିବାରେ ରେବନ୍ତଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ନିଜର ଜବରଦସ୍ତ ପ୍ରଚାର ଲାଗି ସେ କଂଗ୍ରେସ ରାଜନୀତିରେ ବେଶ ପରିଚିତ ।…
ବିଶ୍ବର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ନିର୍ମଳା
ବିଶ୍ବର ସବୁଠୁ କ୍ଷମତାଶାଳୀ ମହିଳା ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସମେତ ୪ଜଣ ଭାରତୀୟ ମହିଳା ସ୍ଥାନିତ ହୋଇଛନ୍ତି।ଏହି ତାଲିକାର ୩୨ଶ ସ୍ଥାନରେ ଅଛନ୍ତି ନିର୍ମଳା ସୀତାରମଣ, ୬୦ତମ ସ୍ଥାନରେ ଅଛନ୍ତି ‘ଏଚ୍ସିଏଲ୍ କର୍ପୋରେସନ୍’ର ‘ସିଇଓ’ ରୋଶଣୀ ନାଦାର ମାଲହୋତ୍ରା,…