Browsing Category

National

ଲାଲ୍‌କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ: ଦେଶକୁ ଆଗେଇ ନେବାକୁ ଯୁବବର୍ଗଙ୍କୁ ଦେଲେ ଆହ୍ବାନ

୭୭ତମ ସ୍ବାଧୀନତା ଦିବସ ଅବସରରେ ଐତିହାସିକ ଲାଲ୍‌କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇ ସେ ପୂରା ଦେଶକୁ ସମ୍ବୋଧିତ କରିବା ବେଳେ ଯୁଗବର୍ଗ, ମଧ୍ୟବିତ୍ତ ଏବଂ ମହିଳା…

ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବାର୍ତ୍ତା

ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବାର୍ତ୍ତା । https://www.youtube.com/watch?v=lxduyXs03cc ମୋର ପ୍ରିୟ ଦେଶବାସୀ, ଆମ ଦେଶର ୭୭ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା ।…

ଦେଶ ବିଭାଜନ ବିଭୀଷିକା ଦିବସ, ଏବେ ବି ଆଖିରେ ଆଣୁଛି ଲୁହ: ପ୍ରଧାନମନ୍ତ୍ରୀ

ଦେଶ ବିଭାଜନ ବିଭୀଷିକା ଦିବସ । ପ୍ରତି ଭାରତୀୟଙ୍କ ଆଖିରେ ଆଣୁଛି ଲୁହ । ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଦେଶ ବିଭାଜନ ବିଭୀଷିକା ଦିବସ ପାଳନ କରୁଛି ଦେଶ । ସ୍ବାଧୀନତା ପୂର୍ବରୁ ଭାରତ ଓ ପାକିସ୍ତାନ ଦୁଇଟି ଦେଶ ଗଠନ ହୋଇଥିଲା ।  ଅଗଷ୍ଟ ୧୫, ୧୯୪୭ରେ ଭାରତକୁ…

୩ ଦିନ ମଧ୍ୟରେ ଶହେ କୋଟି ପାର କରିଛି ଗଦର-୨

ନୂଆଦିଲ୍ଲୀ: ବକ୍ସ ଅଫିସରେ ବୋବାଲ କରୁଛି ସନ୍ନି ଦେଓଲଙ୍କ ଅଭିନୀତ ଫିଲ୍ମ ’ଗଦର-୨’ । ୮୦ କୋଟି ଟଙ୍କା ବିନିମୟରେ ନିର୍ମାଣ ହୋଇଥିବା ଏହି ଫିଲ୍ମ ୩ ଦିନ ମଧ୍ୟରେ ଶହେ କୋଟି ପାର କରିଛି । ଚଳିତବର୍ଷ ରିଲିଜ ହୋଇଥିବା ଦ୍ବିତୀୟ ବୃହତମ ରୋଜଗାର ଫିଲ୍ମ ହୋଇ ପାରିଛି ।ଶାହାରୁଖ ଖାନଙ୍କ…

ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ହାଇଦ୍ରାବାଦ: ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଚତୁର୍ଥ କକ୍ଷପଥ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩ । ଏହାପରେ ଚନ୍ଦ୍ରଠୁ ଦୂରତା ଆହୁରି ହ୍ରାସ ପାଇବ । ଆସନ୍ତା ୧୬ତାରିଖରେ ପଞ୍ଚମ କକ୍ଷପଥ ପରିବର୍ତ୍ତନ କରାଯିବ ।୧୭ ଅଗଷ୍ଟରେ ପ୍ରପଲସନ ଓ ଲ୍ୟାଣ୍ଡର ମଡ୍ୟୁଲ ଅଲଗା ହେବେ । ୧୮…

ସାହସିକତା ପାଇଁ ଓଡ଼ିଶାର ୪ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ବର: ସାହସିକତା ପାଇଁ ଓଡ଼ିଶାର ୪ ଜଣଙ୍କୁ ପୋଲିସ ପଦକ। ସୁବେଦାର ପ୍ରହ୍ଲାଦ ହିମିରିକା, ସନ୍ତୋଷ କୁମାର ଗୁରୁ, କମାଣ୍ଡୋ ସୁନୀଲ ବରିହା ଓ ସୁଜିତ କୁମାର ରଣାଙ୍କୁ ସାହସିକତା ପଦକ ଦିଆଯିବ। ଅତି ଉଲ୍ଲେଖନୀୟ ସେବା ପାଇଁ  ସଂଜୟ କୁମାର, ଅତିରିକ୍ତ ଏସପି ରବୀନ୍ଦ୍ରନାଥ ଶତପଥୀଙ୍କୁ…

ସ୍ୱାଧୀନତା ଦିବସ ସମାରୋହରେ 50 ବିଦ୍ୟାଳୟ ଶିକ୍ଷକ ଯୋଗ ଦେବେ

ନୂଆଦିଲ୍ଲୀ:  77ତମ ସ୍ବାଧୀନତା ଦିବସ ସମାରୋହରେ ସ୍ୱାଧୀନତା ଦିବସ ସମାରୋହରେ 50 ବିଦ୍ୟାଳୟ ଶିକ୍ଷକ ଯୋଗ ଦେବେ । ନିଜ କ୍ଷେତ୍ରରେ ଉଲ୍ଲେଖନୀୟ ଉତ୍ସର୍ଗୀକୃତତା ଏବଂ ପ୍ରତିବଦ୍ଧତା ପ୍ରଦର୍ଶନ କରିଛନ୍ତି, ସେମାନଙ୍କୁ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଦ୍ୱାରା ନିମନ୍ତ୍ରଣ କରାଯାଇଛି |…

ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଇଣ୍ଡିଆ ପୋଷ୍ଟରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଗ୍ରାମୀଣ ଡାକ ସେବକ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟମାଷ୍ଟର ଏବଂ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଆଦି ପଦବୀ ପାଇଁ ନିଯୁକ୍ତି ପ୍ରକାଶ ପାଇଛି । ଇଣ୍ଡିଆ ପୋଷ୍ଟ ମନ୍ତ୍ରାଳୟ ଅଧୀନରେ ଯୋଗାଯୋଗ କରୁଛି ।…

ଝାରଖଣ୍ଡ ଚାଇବାସା ଜଙ୍ଗଲରୁ ଠାବ ହେଲା ମିଶିର ବିଶ୍ରାର ବଙ୍କର

ଝାରଖଣ୍ଡ:ଝାରଖଣ୍ଡ ଚାଇବାସା ଜଙ୍ଗଲରୁ ଠାବ ହେଲା ମିଶିର ବିଶ୍ରାର ବଙ୍କର  । ହାଡକୋର ମାଓବାଦୀ ମିଶିର ବିଶ୍ରାର ବଙ୍କର ଠାବ କରିଛି ମିଳିତ ସେନା ବାହିନୀ  । ମିଶିର ସିପିଆଇ ମାଓବାଦୀ ସଙ୍ଗଠନର ସେଣ୍ଟ୍ରାଲ କମିଟି ସଦସ୍ୟ ତଥା ପୂର୍ବାଞ୍ଚଳ ଜୋନ ପ୍ରମୁଖ । ଠାବ ହୋଇଥିବା ବଙ୍କର ମଧ୍ୟରୁ ଜବତ…

ଶ୍ରୀନଗର ଏୟାରବେସରେ ମୁତୟନ ହେଲା ଅପଗ୍ରେଡେଡ ମିଗ-୨୯ ଫାଇଟର ଜେଟର ଏକ ସ୍କ୍ବାଡ୍ରନ

ନୂଆଦିଲ୍ଲୀ: ପାକିସ୍ତାନ ଓ ଚୀନକୁ ଚେକ୍ ଦେବା ଲାଗି ଭାରତର ରଣନୀତି । ଶ୍ରୀନଗର ଏୟାରବେସରେ ମୁତୟନ ହେଲା ଅପଗ୍ରେଡେଡ ମିଗ-୨୯ ଫାଇଟର ଜେଟର ଏକ ସ୍କ୍ବାଡ୍ରନ । ଦିନକୁ ଦିନ ସୀମାନ୍ତରେ ଦୁଇ ଦେଶକୁ ନେଇ ନାନା ବିବାଦ ସୃଷ୍ଟି ହୋଇଆସୁଥିବାରୁ ସୀମାର ସୁରକ୍ଷା ଲାଗି ପଦକ୍ଷେପ ନେଇଛି ଭାରତ…