Browsing Category

National

ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନରେ ଭାଜପା ସରକାର

ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନ ସରକାର ଗଠନ କରିବ ବିଜେପି ।  ନିର୍ବାଚନରେ କଂଗ୍ରେସ ଏକ ବଡ଼ ଧରଣର ପରାଜୟର ସମ୍ମୁଖୀନ ହୋଇଛି ।  ହିନ୍ଦୀ ଭାଷା ରାଜ୍ୟ ମଧ୍ୟପ୍ରଦେଶରେ ଭାଜପା ସରକାର ଅକ୍ଷୁର୍ଣ୍ଣ ଥିବାବେଳେ ଛତିଶଗଡ଼ ଏବଂ ରାଜସ୍ଥାନରେ କଂଗ୍ରେସକୁ କ୍ଷମତାରୁ ହଟାଇ ଦେଇଛନ୍ତି। କଂଗ୍ରେସ…

ତେଲେଙ୍ଗାନାରେ କେସିଆରଙ୍କ ବିରାଟ ବିପର୍ଯ୍ୟୟ

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ସ୍ୱପ୍ନର ଅନ୍ତ ଘଟିଛି। ତେଲେଙ୍ଗନାକୁ ଏକ ସ୍ୱତନ୍ତ୍ର ରାଜ୍ୟରେ ପରିଣତ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା କେ ଚନ୍ଦ୍ରଶେଖର ରାଓଙ୍କ ଉପରେ ତେଲେଙ୍ଗାନାବାସୀ ଗତ ଏକ ଦଶନ୍ଧି ଧରି ତାଙ୍କ ଉପରେ ଗଭୀର ଆସ୍ଥା ପ୍ରକଟ କରିଥିଲେ। ଫଳରେ…

୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ

୪ରୁ ୩ଟି ରାଜ୍ୟରେ ବିଜେପି ଆଗୁଆ  । ବିଧାନସଭା ନିର୍ବାଚନରେ ବିଜେପି ବାଜିମାତ କରିଛି । ୪ଟି ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ ତେଲେଙ୍ଗାନା ଓ ଛତିଗଡ଼ରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଜାରି ରହିଛି। ବର୍ତ୍ତମାନ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି ଆଗୁଆ ରହିଥିବାବେଳେ…

୪ ରାଜ୍ୟର ନିର୍ବାଚନ ଫଳାଫଳ:ମଧ୍ୟପ୍ରଦେଶ, ରାଜସ୍ଥାନରେ ବିଜେପି ଆଗୁଆ , ତେଲେଙ୍ଗାନାରେ କଂଗ୍ରେସ ଆଗୁଆ

ଚାଲିଛି ଭୋଟ ଗଣତି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆଉ କିଛି ସମୟ ପରେ ସ୍ପଷ୍ଟ ହୋଇଯିବ ।  ଛତିଶଗଡର ୯୦ ଟି ବିଧାନସଭା ଆସନ, ମଧ୍ୟପ୍ରଦେଶର ୨୩୦, ତେଲେଙ୍ଗାନାର ୧୧୯ ଏବଂ ରାଜସ୍ଥାନର ୧୯୯ ଟି ଆସନର ରେଜଲ୍ଟ  ଆଉ କିଛି ଘଣ୍ଟା ପରେ…

ଡିସେମ୍ବର ୪ରୁ ଶୀତକାଳୀନ ଅଧିବେଶନ

ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତାକାଲି ଠାରୁ ଆରମ୍ଭ ହେବ। ଚଳିତ  ଶୀତକାଳୀନ ଅଧିବେଶନ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ଏଥିରେ ୨୧ଟି ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ସେଥିମଧ୍ୟରୁ ୧୯ଟି ବିଧେୟକ ଓ ୨ଟି ବିତ୍ତୀୟ ଚିଠା ରହିଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ…

୪ ରାଜ୍ୟର ଭୋଟ୍ ଗଣତି ଆଜି

ନୂଆଦିଲ୍ଲୀ:  ୪ଟି ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗଣତି ଚାଲିଛି। ଭାଜପା ତଥା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପାଇଁ ଏହା ଅଧିକ ଚ୍ୟାଲେଞ୍ଜିଂ। ତାଙ୍କୁ ନେତା ଭାବରେ ବହିଷ୍କାର କରିବା ପାଇଁ କଂଗ୍ରେସ ତଥା ତାଙ୍କ ଦଳ ଭିତରୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛନ୍ତି। ତେବେ…

୪ ରାଜ୍ୟରେ ଆସନ୍ତାକାଲି ହେବ ଭାଗ୍ୟପରୀକ୍ଷା

ନୂଆଦିଲ୍ଲୀ: ରବିବାର ୪ଟି ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗଣତି ହେବ। ଫଳାଫଳ କେବଳ ଦେଶର ରାଜନୈତିକ ଦୃଷ୍ଟିକୋଣ ପାଇଁ ନୁହେଁ ବରଂ ରାଜ୍ୟର ଅନେକ ଶକ୍ତିଶାଳୀ କ୍ଷେତ୍ର ବିଶେଷକରି ଭାଜପା ନେତାଙ୍କ ପାଇଁ ମଧ୍ୟ ଏକ ନିର୍ଣ୍ଣାୟକ ମୋଡ଼ ଆଣିପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।…

ମଧ୍ୟପ୍ରଦେଶରେ କଂଗ୍ରେସ ଓ ବିଜେପି ମଧ୍ୟରେ ଟକ୍କର

ସରିଛି ନିର୍ବାଚନ । ଏବେ କିଏ ସରକାର ଗଠନ କରିବ ତାକୁ ନେଇ ଆଲୋଚନା ଚାଲିଛି ।  ମଧ୍ୟପ୍ରଦେଶରେ  ଏକଜିଟ୍ ପୋଲରେ କଂଗ୍ରେସ ଓ ବିଜେପି ମଧ୍ୟରେ  ଟକ୍କର ଦେଖିବାକୁ ମିଳୁଛି । ବିଜେପିର ଶିବରାଜ ସିଂ ଚୌହାନ୍ ପଞ୍ଚମ ଥର ପାଇଁ କ୍ଷମତାକୁ ଆସିବା ପାଇଁ ଜୋରଦାର ଉଦ୍ୟମ କରୁଥିବା ବେଳେ…