Trending
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
Browsing Category
National
ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି
ପୁରୀ: ଆଜି ମହାପ୍ରଭୁଙ୍କ ନୀଳାଦ୍ରିବିଜେ ନୀତି । ଦ୍ବିପ୍ରହର ଧୂପ ନୀତି ପରେ ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିବେ ମହାପ୍ରଭୁ । ମାଆ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ଉଦ୍ଦେଶ୍ୟରେ ରସଗୋଲା ଭୋଗ କରାଯିବାର ପରମ୍ପରା ରହିଛି । ଗତକାଲି ମହାପ୍ରଭୁଙ୍କ ଅଧରପଣାର ଦିବ୍ୟଲୀଳା ଦେଖିବା…
ନିଆଁ ଲାଗି ଜଳିଗଲେ ୨୫ ଯାତ୍ରୀ
ମୁମ୍ବାଇ: ମହାରାଷ୍ଟ୍ର ବୁଲଧାନାରେ ବସ୍ରେ ନିଆଁ ଲାଗି ୨୫ ଜଣଙ୍କ ମୃତ୍ୟୁ ହୋଇଛି । ସମୃଦ୍ଧି ମହାମାର୍ଗ ଏକ୍ସପ୍ରେସଓ୍ବେରେ ବସ୍ରେ ହଠାତ ଲାଗିଥିଲା ନିଆଁ । ବସ୍ଟି ୩୩ ଜଣ ଯାତ୍ରୀଙ୍କୁ ନେଇ ନାଗପୁରରୁ ମୁମ୍ବାଇ ଅଭିମୁଖେ ଯାଉଥିଲା ବେଳେ ଘଟିଥିଲା ଦୁର୍ଘଟଣା । ବସର ଡ୍ରାଇଭର ସୁରକ୍ଷିତ…
ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟ ଗଲା ଆପ୍
ନୂଆଦିଲ୍ଲୀ : ଦିଲ୍ଲୀର ଆପ୍ ସରକାର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ଅବସ୍ଥାରେ । କେନ୍ଦ୍ର ସରକାରଙ୍କ ନିଯୁକ୍ତି-ବଦଳି ସଂକ୍ରାନ୍ତ ଦିଲ୍ଲୀ ଅଧ୍ୟାଦେଶକୁ ନେଇ ଆପ ଏବେ ସୁପ୍ରିମକୋର୍ଟ ଯାଇଛି । ଦିଲ୍ଲୀ ଅଧ୍ୟାଦେଶକୁ ଆପ୍ ଅସାମ୍ବିଧାନିକ ଏବଂ ଏକଚାଟିଆ ବୋଲି କହିଛି। ଅରବିନ୍ଦ…
ଇସ୍ତଫା ଦେବେନି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ
ବହୁ ବାଦ ବିବାଦ ପରେ ଇସ୍ତଫା ଦେବେନି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ । ପ୍ରଥମରୁ ଇସ୍ତଫା ଦେବା ନେଇ ଚର୍ଚା ହେଉଥିଲା । ପରେ ସମର୍ଥକମାନେ ଏପରି ନକରିବାକୁ ଅନୁରୋଧ କରିଥିଲେ । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଏନ.ବିରେନ ସିଂ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…
ରାହୁଲଙ୍କ ମଣିପୁର ଗସ୍ତକୁ ନେଇ ରାଜନୀତି
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ମଣିପୁର ଗସ୍ତକୁ ନେଇ ବିବାଦ । ପୂର୍ବ ନିର୍ଧାରିତ ରାସ୍ତା ବଦଳାଇଥିବାରୁ ରାହୁଲଙ୍କ କନ୍ଭୟକୁ ବିଷ୍ଣୁପୁର ନିକଟରେ ମଣିପୁର ପୁଲିସ ଅଟକାଇଥିଲା। ସୁରକ୍ଷା କାରଣରୁ ପୁଲିସ ରାହୁଲଙ୍କ କନଭୟ ଅଟକାଇଥିବା କହିଛି। ତେବେ ରାହୁଲ ଏହାକୁ ନେଇ ବିରୋଧ…
ପାନ୍-ଆଧାର ସଂଯୋଗର ଶେଷ ତାରିଖ ଆଜି
ନୂଆଦିଲ୍ଲୀ : ଆଜି ପାନ୍-ଆଧାର ସଂଯୋଗର ଶେଷ ତାରିଖ । କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ ପକ୍ଷରୁ ପାନ୍ ସହିତ ଆଧାର ନମ୍ବର ସଂଯୋଗର ଶେଷ ତାରିଖ ଜୁନ ୩୦ ରଖାଯାଇଛି। ଆପଣ ଯଦି ପାନ ସହ ଆଧାର ସଂଯୋଗ କରିନାହାଁନ୍ତି ତେବେ ଫାଇନ ଏକ ହଜାର ଟଙ୍କା ଦେଇ କରିନିଅନ୍ତୁ । ଆଜି ସୁଦ୍ଧା ଏହି…
କଂଗ୍ରେସକୁ ଚେତାବନୀ ଦେଲା ଫୋନ ପେ
କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ବହୁମତ ହାସଲ କରିଥିବା କଂଗ୍ରେସ ମଧ୍ୟପ୍ରଦେଶରେ ତାହାର ପୁନରାବୃତ୍ତି କରିବାକୁ ଅଣ୍ଟା ଭିଡିଛି। ଏଥିପାଇଁ କର୍ଣ୍ଣାଟକ ପରି ମଧ୍ୟପ୍ରଦେଶରେ ବି ଆରମ୍ଭ ହେଲାଣି ପୋଷ୍ଟର ୱାର । କର୍ଣ୍ଣାଟକରେ କଂଗ୍ରେସ ଫୋନ ପେ ଲୋଗୋ ଥିବା ପୋଷ୍ଟରରେ ପୂର୍ବତନ ମୁଖ୍ୟମନ୍ତ୍ରୀ…
ରାହୁଲ ଗାନ୍ଧୀ ଦୁଇଦିନିଆ ମଣିପୁର ଗସ୍ତରେ
ମଣିପୁର:କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଦିନିଆ ମଣିପୁର ଗସ୍ତରେ ଯାଇ ଇମ୍ଫାଲରେ ପହଂଚିଛନ୍ତି । ସେ ଗୁରୁବାର ସକାଳେ ଦିଲ୍ଲୀରୁ ବିମାନ ଯୋଗେ ମଣିପୁର ଗସ୍ତ କରିଥିଲେ । ୨୯ ଓ ୩୦ ତାରିଖ ଦୁଇଦିନ ଧରି ସେ ମଣିପୁରରେ ରହିଛି । ସେଠାରେ ସେ ଆଶ୍ରୟ ସ୍ଥଳରେ ଥିବା ହିଂସା ପୀଡିତଙ୍କ ସମସ୍ୟା…
ତ୍ରିପୁରା ରଥ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ତ୍ରିପୁରା: ତ୍ରିପୁରାର ଉନାକୋଟୀ ଜିଲ୍ଲାରେ ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ପରେ ରଥରେ ନିଆଁ ଲାଗି ୨ ଶିଶୁ ସମେତ ୬ ଜଣଙ୍କର ଯନ୍ତ୍ରଣାଦାୟକ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୧୫ ଜଣ ଆହତ ହୋଇଛନ୍ତି।…
ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼
ସରହନପୁର: ଚନ୍ଦ୍ରଶେଖର ଆଜାଦ ରାବଣଙ୍କୁ ଗୁଳିମାଡ଼ । ଅଳ୍ପକେ ବର୍ତ୍ତିଗଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରାବଣ । ଉତ୍ତରପ୍ରଦେଶ ସରହନପୁରରେ ଗୁଳି ମାଡ଼ ହେବା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦ୍ରଶେଖରଙ୍କ ପେଟରେ ସାମାନ୍ୟ ଆଘାତ କରି ସିଟରେ ବାଜିଥିଲା ଗୁଳି । …