Browsing Category

National

ଜମ୍ମୁ କାଶ୍ମୀରରେ ଦୁଇ ଦିନରେ 6 ଆତଙ୍କବାଦୀ ନିହତ

ଗତକାଲି ପୁଞ୍ଚରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୪ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଆଜି କୁପଓ୍ବାଡାରେ ଦୁଇ ଆତଙ୍କବାଦୀ ନିପାତ ହୋଇଛନ୍ତି । ସେମାନଙ୍କ ନିକଟରୁ ଗୁଳିଗୁଳା ଜବତ ହୋଇଛି  ନିପାତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ କିଛି ବିଦେଶୀ ନାଗରିକ…

ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ବିରୋଧୀ ମେଣ୍ଟକୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର ବୈଠକ ହୋଇଥିଲା ।  ଏନଡିଏ ବୈଠକରେ ୩୮ଟି ଦଳ ଯୋଗ ଦେଇଥିଲେ ।  ମୋଦୀ ପହଞ୍ଚିବା ପରେ ଏନଡିଏର ବୈଠକ ଆରମ୍ଭ ହୋଇଥିଲା । ବୈଠକରେ ବିରୋଧୀ ମେଣ୍ଟକୁ ନେଇ କଟାକ୍ଷ କରିଥିଲେ…

ସାହାରା ଜମାକାରୀଙ୍କୁ ମିଳିବ ଜମା ଟଙ୍କା

ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ଟଙ୍କା ଜମା କରି ସମସ୍ୟାରେ ପଡ଼ିଥିବା ନିବେଶକ ଫେରିପାଇବେ ଟଙ୍କା । ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ କେନ୍ଦ୍ର ସରକାର ଏକ ରିଫଣ୍ଡ ପୋର୍ଟାଲ ଆରମ୍ଭ କରିଛନ୍ତି । ଏହାର ନାଁ ରହିଛି ସିଆରସିଏସ୍-ସାହାରା ରିଫଣ୍ଡ ପୋର୍ଟାଲ । ଏହାର ଶୁଭାରମ୍ଭ କେନ୍ଦ୍ର ଗୃହ ଓ…

ବିରୋଧୀ ମେଣ୍ଟ ଦଳ ନାମ ବଦଳି ହେଲା ‘ଇଣ୍ଡିଆ’

ଆଜି ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିବା ମେଗା ବିରୋଧୀ ବୈଠକରେ ଦଳର ନୂତନ ନାମ ସ୍ଥିର ହୋଇଛି। ୨୦ରୁ ଅଧିକ ଦଳ ଯୋଗ ଦେଇଥିବା ଏହି ବୈଠକରେ ୟୁପିଏର ନୂଆ ନାମ ‘ଇଣ୍ଡିଆ’ ହୋଇଛି। ନୂଆ ନାମକରଣ ସଂପର୍କରେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ କହିଥିଲେ ଯେ ‘ଦଳ କେବଳ ଏହି ଗୋଟାଏ…

ବନ୍ୟା ପରିସ୍ଥିତି ପ୍ରଭାବରେ ଉତ୍ତର ଭାରତରେ ବ୍ୟାପକ କ୍ଷୟକ୍ଷତି

ନୂଆଦିଲ୍ଲୀ: ଲଗାଣ ବର୍ଷା ଫଳରେ ହିମାଳଚପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତି ପରିମାଣ ୧୦-୧୫ ହଜାର କୋଟି ଟଙ୍କା ‌ହେବ ବୋଲି ଏସ୍‌ବିଆଇ ପକ୍ଷରୁ ପ୍ରସ୍ତୁତ ଇକୋରାପ୍ ରିପୋର୍ଟରେ…

ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ

ନୂଆଦିଲ୍ଲୀ: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍‌ ଓ’ବ୍ରାଏନ୍‌ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଜୟଶଙ୍କର ଦ୍ୱିତୀୟ ଥର ପାଇଁ ରାଜ୍ୟ ସଭାକୁ ନିର୍ବାଚିତ ହେବେ। ତାଙ୍କ ବ୍ୟତୀତ ଗୁଜରାଟରୁ ଭାଜପାର…

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ

ନୂଆଦିଲ୍ଲୀ:  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଓମେନ ଚାଣ୍ଡିଙ୍କ ପରଲୋକ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।ଦୁଇଥର କେରଳର…

ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍

ଚେନ୍ନାଇ: ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍ । ମନି ଲଣ୍ଡରିଂ ମାମଲାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କେ ପୋନମୁଡିଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୋନମୁଡିଙ୍କ ପୁଅ ସାଂସଦ ଗୌତମ ସିଗାମନିଙ୍କ ଘରେ ବି ଚଢ଼ାଉ ଜାରି ଚାଲିଛି ।ଚେନ୍ନାଇ ଓ ଭିଲ୍ଲୁପୁରମର…

ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ଭୋପାଳ: ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍‌ରେ ସକାଳେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍‌ଟି ରାନୀ କମଲାପତି ଷ୍ଟେସନ୍‌ରୁ ଦିଲ୍ଳୀର ନିଜାମୁଦ୍ଦିନ ଆଡ଼େ ଯାଉଥିବା ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ତେବେ ଘଟଣା ଜଣାପଡିବା ପରେ ସମସ୍ତ ଯାତ୍ରୀଙ୍କୁ ଟ୍ରେନରୁ ବାହାର…

ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର ବିଜେପି‌କୁ ଫେରିଲେ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ  ବିଜେପି ନେତୃତ୍ୱାଧୀନ ଏନ୍‌ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ…