Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ଏବେ ବି କମିନି ଦିଲ୍ଲୀରେ ବନ୍ୟା ସ୍ଥିତି
ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେ ବି ସଙ୍ଗୀନ । ଯମୁନା ନଦୀର ଜଳସ୍ତର କମିଚାଲିଛି, ହେଲେ ଏବେ ବି କମିନି ଦୁର୍ଦ୍ଦଶା । ଦେଶର ରାଜଧାନୀ ଦିଲ୍ଲୀର ତଳି ଅଞ୍ଚଳ ଏବେ ବି ଜଳବନ୍ଦୀ । ଏନଡିଆରଏଫ ସହ ପୋଲିସ ପ୍ରଶାସନ ଦିଲ୍ଲୀ ସ୍ଥିତି ସ୍ବାଭାବିକ କରିବାକୁ ଆପ୍ରାଣ ଉଦ୍ୟମ ଜାରି…
ଚନ୍ଦ୍ରଯାନ-୩ ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି
ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ତେବେ ଉତକ୍ଷେପଣ ପରେ ଏହାର ଦୃଶ୍ୟକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି ।
https://twitter.com/sudhirchaudhary/status/1680120739163426817?s=20…
କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ
ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକ ଶେଷରେ ଅଧ୍ୟାଦେଶ…
କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ
ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…
ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଅଣ୍ଡିରା ଚିତା ସୁରଜର ମୃତ୍ୟୁ
ଭୋପାଳ : ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ । ଅଣ୍ଡିରା ଚିତା ସୁରଜର ମୃତ୍ୟୁ ହୋଇଛି । କିଛି ଦିନ ଧରି ଗୁରୁତର ଭାବେ ଅସୁସ୍ଥ ଥିଲା ଚିତା । ପାଞ୍ଚ ମାସ ମଧ୍ୟରେ ୮ଟି ଚିତାର ମୃତ୍ୟୁ ହେଲାଣି । ଦୁଇ ଦିନ ତଳେ ଚିତା ତେଜସର ମୃତ୍ୟୁ ହୋଇଥିଲା ।ତେଜସକୁ ଆହତ…
୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ କୋଇଲାକୁ ଗ୍ୟାସରେ ପରିଣତ କରିବା ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ: କୋଇଲାକୁ ଅଧିକରୁ ଅଧିକ ଗ୍ୟାସରେ ପରିଣତ କରିବାକୁ କେନ୍ଦ୍ର ସରକାର ଯେଉଁ ଗୁରୁତ୍ୱ ଦେଉଛନ୍ତି ତାହାକୁ ଚରିତାର୍ଥ କରିବାକୁ କୋଇଲା ମନ୍ତ୍ରଣାଳୟ ବିଭିନ୍ନ ପ୍ରୟାସ ଆରମ୍ଭ କରିଛି । ୨୦୩୦ ଆର୍ଥିକ ବର୍ଷ ସୁଦ୍ଧା ୧୦୦ନିୟୁତ ଟନ୍ କୋଇଲାକୁ ଗ୍ୟାସରେ ପରିଣତ କରିବାକୁ ମନ୍ତ୍ରଣାଳୟ…
ଫ୍ରାନ୍ସ ନେସନାଲ ଆସେମ୍ବ୍ଲି ସଭାପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସ ନେସନାଲ ଆସେମ୍ବ୍ଲିର ସଭାପତି ତଥା ଆସେମ୍ବଲିର ବରିଷ୍ଠ ନେତା ଶ୍ରୀମତୀ ୟାଲ ବ୍ରାଉନ୍-ପିଭେଟ୍ଙ୍କୁ ତାଙ୍କ ଆବାସିକ କାର୍ଯ୍ୟାଳୟ ପ୍ୟାରିସର ହୋଟେଲ ଲାସେରେ ମଧ୍ୟାହ୍ନ ଭୋଜନ ଅବସରରେ ସାକ୍ଷାତ କରିଥିଲେ । ଉଭୟ ନେତା ଗଣତନ୍ତ୍ର, ସ୍ୱାଧୀନତା,…
୧୬ ମିନିଟ ପରେ କକ୍ଷପଥରେ ଅବସ୍ଥାପିତ ହେଲା ଚନ୍ଦ୍ରଯାନ-୩ ,
ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ ହେବା ପରେ ଏବେ ପୃଥିବୀର କକ୍ଷପଥରେ ସଫଳତାର ସହ ଅବସ୍ଥାପିତ ହୋଇଛି । ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ…
ସୁପ୍ରିମକୋର୍ଟର ୨ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ
ନୂଆଦିଲ୍ଲୀ: ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ବିଚାରପତି ଉଜ୍ଜ୍ବଳ ଭୂୟାଁ ଏବଂ ବିଚାରପତି ଏସ୍. ଭେଙ୍କଟନାରାୟଣ ଭଟ୍ଟୀଙ୍କୁ ସୁପ୍ରିମ୍ କୋର୍ଟର ନୂଆ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି।ସୁପ୍ରିମ୍ କୋର୍ଟର ଅଡିଟରିୟମ୍ରେ ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ…
ଚନ୍ଦ୍ରାୟନ-୩ ଉତକ୍ଷେପଣ: ଚନ୍ଦ୍ରକୁ ଯାଉଛି ଚନ୍ଦ୍ରାୟନ
ଚନ୍ଦ୍ରକୁ ଯାଉଛି ଚନ୍ଦ୍ରାୟନ । ଚନ୍ଦ୍ରାୟନ -3 ଉତକ୍ଷେପଣ ହୋଇଛି । ଶ୍ରୀହାରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଠିକ୍ ସମୟରେ ଉତକ୍ଷେପଣ ହୋଇଛି । ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତକ୍ଷେପଣ ହୋଇଛି ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି…