Trending
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
National
ଚନ୍ଦ୍ରାୟଣ -୩ ଆଜି ଦିନ ୨ ଟା ୩୫ରେ ଉତକ୍ଷେପଣ ହେବ
ଶ୍ରୀହରିକୋଟା : ଆଜି ଅପରାହ୍ନ ୨ ଟା ୩୫ରେ ଉତକ୍ଷେପଣ ହେବ ଚନ୍ଦ୍ରାୟଣ -3 । ଇସ୍ରୋର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କେବଳ ଭାରତ ନୁହେଁ ସାରା ବିଶ୍ବ ଚନ୍ଦ୍ରାୟନର ଉତକ୍ଷେପଣ ପାଇଁ ଅପେକ୍ଷା କରିଛି । ଚନ୍ଦ୍ର ଯାତ୍ରା ପାଇଁ ଏହା ହେଉଛି ଭାରତର ତୃତୀୟ ମିଶନ, ଯେଉଁଥି ପାଇଁ ଦୀର୍ଘ ବର୍ଷ…
ଫ୍ରାନ୍ସ ଠାରୁ ୨୬ଟି ରାଫେଲ ଓ ୩ ସ୍କୋରପେନି ବର୍ଗର ବୁଡ଼ା ଯାହାଜ କିଣିବ ଭାରତ
ଫ୍ରାନ୍ସ ଠାରୁ ୨୬ଟି ରାଫେଲ ଓ ୩ ସ୍କୋରପେନି ବର୍ଗର ବୁଡ଼ା ଯାହାଜ କିଣିବ ଭାରତ। ଏହି ଡିଲ୍ ସଫଳ ହେଲେ ସିଙ୍ଗଲ ସିଟ୍ ଥିବା ୨୨ଟି ରାଫେଲ ମେରାଇନ୍ ଯୁଦ୍ଧ ବିମାନ ଓ ୪ଟି ତାଲିମ ଯୁଦ୍ଧ ବିମାନ ପାଇବ ଭାରତୀୟ ନୈାସେନା। ଯୁଦ୍ଧ ବିମାନ ବାହି କ୍ଷମତା ରଖିଥିବା ଆଇଏନ୍ଏସ୍ ବିକ୍ରମାଦିତ୍ୟ ଓ…
ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବ
ଶ୍ରୀହରିକୋଟା: ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଭାରତୀୟ ବୈଜ୍ଞାନିକଙ୍କ ପାଇଁ ବଡ଼ ଚ୍ୟାଲେଂଜ । ଏଥର ଭାରତ ସଫଳ ହେବ ବୋଲି ଆଶା ରଖିଛନ୍ତି ଇସ୍ରୋ ବୈଜ୍ଞାନିକ । ଚନ୍ଦ୍ରୟାନ-୩ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି କରିବ । ୨୦୦୮-୦୯ରେ ହୋଇଥିବା…
‘ସାଗର ସମ୍ପର୍କ’ ଉଦ୍ଘାଟିତ
ବନ୍ଦର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ଭାରତୀୟ ସାମୁଦ୍ରିକ କ୍ଷେତ୍ରକୁ ମଜବୁତ କରିବାକୁ ଅଙ୍ଗୀକାରବଦ୍ଧ । ଡିଜିଟାଲ ପଦକ୍ଷେପକୁ ଆହୁରି ତ୍ୱରାନ୍ୱିତ କରିବା ନିମନ୍ତେ ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ସ୍ୱଦେଶୀ ଜ୍ଞାନକୌଶଳ ନିର୍ମିତ ଭିନ୍ନ ଏକ…
୧୭ ଓ ୧୮ ରେ ବେଙ୍ଗାଲୁରୁରେ ବିରୋଧୀ ଦଳ ନେତାଙ୍କ ବୈଠକ
ବିହାର ବୈଠକ ପରେ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀ ଦଳ ନେତାଙ୍କ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଗାମୀ ଲୋକସଭା ନିର୍ବାଚନରେ ବିଜେପିକୁ ପରାସ୍ତ କରିବା ଉଦ୍ଦେଶ୍ୟରେ ବିରୋଧୀ ଦଳମାନଙ୍କୁ ଏକାଠି କରିବାକୁ ପ୍ରୟାସ ଆରମ୍ଭ କରିଛି କଂଗ୍ରେସ । ପୂର୍ବ ବୈଠକ ନୀତିଶ ପାଟନାରେ…
ଓଡ଼ିଶାକୁ ମିଳିଲା 707 କୋଟି 60 ଲକ୍ଷ ଟଙ୍କାର ପାଣ୍ଠି
କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ 22ଟି ରାଜ୍ୟର ସରକାରଙ୍କୁ ବିପର୍ଯ୍ୟୟ ମୁକାବିଲା ନିମନ୍ତେ 7532 କୋଟି ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ସୁପାରିସ ଆଧାରରେ ସମ୍ପୃକ୍ତ ରାଜ୍ୟର ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ)କୁ…
ଉତ୍ତର ଭାରତରେ ବର୍ଷା ଯୋଗୁଁ ମୃତ୍ୟୁସଂଖ୍ୟା ୯୧ ଛୁଇଁଛି
ନୂଆଦିଲ୍ଲୀ: ଉତ୍ତର ଭାରତରେ ଲଗାଣ ବର୍ଷା । ହଜାର ହଜାର ଲୋକ ଜଳବନ୍ଦୀ । ମୂଷଳଧାରାରେ ବର୍ଷା ଦେଇଛି ଜଳ ଯନ୍ତ୍ରଣା । ଗତକାଲି ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜୁଲାଇରୁ ଏବେସୁଦ୍ଧା ମୃତ୍ୟୁସଂଖ୍ୟା ୯୧ ଛୁଇଁଛି । ଭୀଷଣ ବର୍ଷାରେ ଦୁର୍ଘଟଣା, ଭୂସ୍ଖଳନ, ଫ୍ଲାସଫ୍ଲଡରେ ବଢ଼ୁଛି…
ଅଣ୍ଡିରା ଚିତା ତେଜସର ମୃତ୍ୟୁ
ଭୋପାଳ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଅଣ୍ଡିରା ଚିତାର ମୃତ୍ୟୁ । ଅଣ୍ଡିରା ଚିତା ତେଜସର ମୃତ୍ୟୁ ହୋଇଛି । ତେଜସକୁ ଆହତ ଅବସ୍ଥାରେ ପାଇଥିଲେ ମନିଟରିଂ ଟିମ୍ । ଏହା ପରେ ଚିତାର ଚିକିତ୍ସା କରାଯାଇଥିଲା । କିନ୍ତୁ ଚିକିତ୍ସା ପରେ ମଧ୍ୟ ଚିତାର ଜୀବନ ବଞ୍ଚାଯାଇପାରି ନାହିଁ ।…
ସୀମା ସୁରକ୍ଷା ବଳରେ ୩୦ଟି ସମେତ ୭୮୮ ମାନବ ଚାଲାଣ ବିରୋଧୀ ୟୁନିଟ୍ (ଏଏଚ୍ଟିୟୁ) କାର୍ଯ୍ୟରତ
ମାନବ ଚାଲାଣର ଶୀକାର ହେଉଥିବା ପୀଡିତା , ବିଶେଷ କରି ନାବାଳିକା ଓ ଯୁବତୀ ମାନଙ୍କ ପାଇଁ ସୁରକ୍ଷା ଏବଂ ଥଇଥାନ ଗୃହ ସ୍ଥାପନ ପାଇଁ ସୀମାନ୍ତ ଅଞ୍ଚଳ ଗୁଡିକରେ ଥିବା ରାଜ୍ୟ , କେନ୍ଦ୍ରଶାସିତ ଅଂଚଳ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ମିଶନ୍…
2025 ଜାନୁଆରୀ ପହିଲାରୁ ଏନ2 ଓ ଏନ3 ଟ୍ରକ୍ କ୍ୟାବିନରେ ଏୟାର କଣ୍ଡିସନ ବାଧ୍ୟତାମୂଳକ
ଆଗାମୀ 2025 ଜାନୁଆରୀ ପହିଲା ପରେ ନିର୍ମାଣ ହେବାକୁ ଥିବା ଏନ2 ଏବଂ ଏନ3 ବର୍ଗର ମୋଟର ଯାନ କ୍ୟାବିନରେ ଏୟାର କଣ୍ଡିସନ ସିଷ୍ଟମ ସଂଯୋଗ କରିବା ବାଧ୍ୟତାମୂଳକ ହେବ । ଏ ସଂକ୍ରାନ୍ତରେ 10 ଜୁଲାଇ 2023ରେ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଚିଠା ବିଜ୍ଞପ୍ତି ଜାରି କରାଯାଇଛି । ଏୟାର…