Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
National
ଜଖାଉ ପୋର୍ଟରେ ଲ୍ୟାଣ୍ଡଫଲ କରିବ ବିପର୍ଯ୍ୟୟ
ଜଖାଉ ପୋର୍ଟରେ ଲ୍ୟାଣ୍ଡଫଲ କରିବ ବିପର୍ଯ୍ୟୟ
ଗାନ୍ଧିନଗର: ଅତି ଭୀଷଣ ରୂପ ନେଇ ଉପକୂଳ ଆଡ଼କୁ ମୁହାଁଉଛି ’ବିପର୍ଯ୍ୟୟ’ । ବିପର୍ଯ୍ୟୟ ପାଇଁ ଏବେ ସମୁଦ୍ର ଭିତରେ ପବନର ବେଗର ଘଣ୍ଟା ପ୍ରତି ୧୪୫ରୁ ୧୫୫ କିମି ରହିଛି । ବାତ୍ୟା ପ୍ରଭାବରେ ପଶ୍ଚିମ ଭାରତର ୮ଟି ରାଜ୍ୟ ପ୍ରଭାବିତ ହେବାକୁ ଥିବା…
ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଗିରଫ ପରେ କାନ୍ଦିଲେ
ନୂଆଦିଲ୍ଲୀ : କାନ୍ଦିଲେ ଶକ୍ତି ମନ୍ତ୍ରୀ । ତାମିଲନାଡୁ ଶକ୍ତି ମନ୍ତ୍ରୀ ଇଡି ଗିରଫ କରିବା ପରେ ସେ କାନ୍ଦିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀ ଗିରଫ ହୋଇଛନ୍ତି । କ୍ୟାସ୍ ଫର ଜବ୍ ସ୍କାମ…
ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବାତ୍ୟା ‘ବିପର୍ଯ୍ୟୟ’
ନୂଆଦିଲ୍ଲୀ: ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇ ଉତ୍ତରଆଡ଼କୁ ଗତିଶୀଳ ହେଉଥିବା ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟା ବେଳେ ଗୁଜରାଟ ଉପୂକଳ ଅନ୍ତର୍ଗତ ଜଖୌ ବନ୍ଦରରେ ‘ଲ୍ୟାଣ୍ଡ୍ଫଲ୍’ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ତେଣୁ, ସତର୍କତାମୂଳକ ପଦକ୍ଷେପ…
ମନି ଲଣ୍ଡରିଂ ମାମଲାରେ ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ଗିରଫ
ନୂଆଦିଲ୍ଲୀ:ମନି ଲଣ୍ଡରିଂ ମାମଲାରେ ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀଙ୍କୁ ବାନ୍ଧିଲା ଇଡି। କ୍ୟାସ୍ ଫର ଜବ୍ ସ୍କାମରେ ଭି. ସେନଥିଲ୍ଙ୍କୁ ଇଡି ଗତକାଲି ବାନ୍ଧିବା ପରେ ଦେଖିବାକୁ ମିଳିଛି ହାଇ ଡ୍ରାମା। ହଠାତ୍ ଛାତି ଯନ୍ତ୍ରଣା ଅଭିଯୋଗ କରିବା ସହ ମନ୍ତ୍ରୀ ଗାଡ଼ିରେ…
ମଣିପୁରରେ ପୁଣି ଥରେ ହିଂସାକାଣ୍ଡ ସୃଷ୍ଟି
ନୂଆଦିଲ୍ଲୀ: ମଣିପୁରରେ ପୁଣି ଥରେ ହଂସାକାଣ୍ଡ ଦେଖିବାକୁ ମିଳିଛି । ହିଂସାକାଣ୍ଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ଶରୀରରେ ଗୁଳିର ଚିହ୍ନ ରହିଥିବା ଦେଖିବାକୁ ମିଳିଛି । କିଛି ଆହତଙ୍କୁ ଚିକିତ୍ସା ପାଇଁ ଇମ୍ଫାଲ ସ୍ଥାନାନ୍ତର କରାଯାଇଛି । ରାଜ୍ୟର ଖମେନଲୋକ ଅଞ୍ଚଳରେ ହୋଇଥିବା ଗୁଳିମାଡ଼ରେ ୯…
ପ୍ରକାଶ ପାଇଲା ନିଟ୍ ୟୁଜି-୨୦୨୩ ପରୀକ୍ଷା ଫଳ
ଭୁବନେଶ୍ୱର: ପ୍ରକାଶ ପାଇଲା ନିଟ୍ ୟୁଜି-୨୦୨୩ ପରୀକ୍ଷା ଫଳ । ଚଳିତ ଥର ନିଟରେ ଦୁଇଜଣ ଛାତ୍ର ଟପ୍ କରିଛନ୍ତି । ତାମିଲନାଡୁର ପ୍ରଭଞ୍ଜନ ଜେ ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ହାସଲ କରି ସର୍ବଭାରତୀୟ ସ୍ତରରେ ରାଙ୍କ-୧ ହାସଲ କରିଛନ୍ତି । ଉଭୟ ୯୯.୯୯ ପ୍ରତିଶତ…
ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ
ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ବିପର୍ଯ୍ୟୟ’ । ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ । ଗୁରୁବାର ସଂଧ୍ୟାରେ ଗୁଜରାଟର କଚ୍ଚ ଓ ପାକିସ୍ଥାନର କରାଚି ଉପକୂଳରେ ମାଡ଼ ହେବା ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେଲା ଏହା ୧୨ କିଲୋମିଟର ବେଗରେ ଗତି କରୁଛି…
ଉତ୍ତର ଭାରତରେ ଭୂକମ୍ପ ଝଟ୍କା ଅନୁଭୂତ
ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ମୋହାଲି, ପଞ୍ଚକୂଳ, ଜାମ୍ମୁ-କାଶ୍ମୀରରେ ଏହି ଭୂକମ୍ପ ଝଟ୍କା ବିଶେଷ ଭାବେ ଲୋକେ ଅନୁଭବ କରିଛନ୍ତି। ଏହି ଭୂକମ୍ପର ତୀବ୍ରତା ୫.୭ ଥିବା ସୂଚନା ମିଳିଛି। ଆଜି ଅପରାହ୍ନ ପ୍ରାୟ ସାଢ଼େ ୧ଟା ବେଳେ ଲୋକେ ଭୂକମ୍ପ ଅନୁଭବ କରି ଘର…
ଜୁଲାଇରେ ଲଞ୍ଚ ହେବ ଚନ୍ଦ୍ରାୟନ ୩
ନୂଆଦିଲ୍ଲୀ: ଜୁଲାଇ ୧୨ରୁ ୧୯ ତାରିଖ ମଧ୍ୟରେ ଲଞ୍ଚ ହେବ ଚନ୍ଦ୍ରାୟନ ୩ । ଚନ୍ଦ୍ରକୁ ଭାରତର ମିଶନର ଏହା ହେବ ତୃତୀୟ ଅଧ୍ୟାୟ । ଏନେଇ ଘୋଷଣା କରିଛନ୍ତି ଭାରତୀୟ ମହାକାଶ ଗବେଶଷଣା ସଂସ୍ଥା ବା ଇସ୍ରୋ ଅଧ୍ୟକ୍ଷ ଏସ. ସୋମନାଥ । କୋଟାୟମଠାରେ ଏକ କଲେଜରେ ଇସ୍ରୋ ପକ୍ଷରୁ ଆୟୋଜିତ ଦିନିକିଆ…
ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ସର୍ବଦଳୀୟ ପ୍ରତିନିଧି ପଠାଅ: କଂଗ୍ରେସ
ନୂଆଦିଲ୍ଲୀ: ମଣିପୁରରେ ହିଂସା କମୁନାହିଁ । ପୁଣି ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି । ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ହେଲେ ସେଠାକୁ ସର୍ବଦଳୀୟ ପ୍ରତିନିଧି ପଠାଇବାକୁ କଂଗ୍ରେସ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ମାସରେ ମନ୍ କୀ ବାତ୍ କରୁଥିବାବେଳେ ଅନ୍ତତଃ…