Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
National
ବିହାର ବିଧାନସଭାରେ ଆଗତ ହେଲା ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍
ପାଟନା: ବିହାର ବିଧାନସଭାରେ ଆଗତ ହୋଇଛି ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍ । ଏହି ବିଲ୍ ସମସ୍ତ ପକ୍ଷ ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଏହି ବିଲ୍ ମୁତାବକ ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା ପଦବୀରେ ଅନୁସୂଚିତ ଜାତିକୁ ୨୦ ପ୍ରତିଶତ, ଅନୁସୂଚିତ ଜନଜାତି ୨ ପ୍ରତିଶତ, ପଛୁଆ…
୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭…
ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର
ଦିଲ୍ଲୀ : ସାଂସଦ, ବିଧାୟକଙ୍କ ବିରୋଧରେ ରହିଥିବା ମାମଲାର ତୁରନ୍ତ ଫଏସଲା କର । ନିର୍ବାଚିତ ଏମପି, ଏମଏଲଏଙ୍କ ବିରୋଧରେ ଦାୟର ଅପରାଧିକ ମାମଲାଗୁଡିକର ତୁରନ୍ତ ଫଏସଲା ଲାଗି ହାଇକୋର୍ଟଗୁଡିକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଯେଉଁ ସବୁ ରାଜ୍ୟରେ ଏମପି, ଏମଏଲଏମାନଙ୍କ ବିରୋଧରେ ପଡିରହିଛି…
ଡିପ୍ଫେକ୍କୁ ଚିହ୍ନଟ କରିବା ପାଇଁ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ର ସରକାର
କେନ୍ଦ୍ର ସରକାର ଆଜି ଗୁରୁତ୍ୱପୂର୍ଣ୍ଣ ସାମାଜିକ ଗଣମାଧ୍ୟମ ମଧ୍ୟସ୍ଥମାନଙ୍କୁ ଏକ ମାର୍ଗଦର୍ଶିକା ଜାରି କରି କେତେକ ଜରୁରି ପଦକ୍ଷେପ ଗ୍ରହଣ କରିବା ଲାଗି ପରାମର୍ଶ ଦେଇଛନ୍ତି । ଭୁଲ ସୂଚନା ଏବଂ ଡିପ୍ ଫେକ୍ (ମିଥ୍ୟା ସୂଚନା ପ୍ରସାର କରିବା ଲାଗି ଡିଜିଟାଲ ପଦ୍ଧତିରେ କୌଣସି ବ୍ୟକ୍ତିଙ୍କ…
ବଢ଼ିଲା ମହୁଆ ମୈତ୍ରଙ୍କ ଅଡ଼ୁଆ
ପ୍ରଶ୍ନ ପାଇଁ ଅର୍ଥ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ଅଡ଼ୁଆ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ ସୂତ୍ରରୁ ଖବର ମିଳିଛି କି, ଲୋକସଭାର ସଦାଚାର କମିଟି ମହୁଆଙ୍କୁ ସଂସଦରୁ ବହିଷ୍କାର କରିବା ପାଇଁ ସୁପାରିସ କରିଛନ୍ତି। ସଂସଦର ସଦାଚାର କମିଟି ମହୁଆଙ୍କ ମାମଲାର…
ଏୟାର ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ
ସିଏଆର୍ ଉଲ୍ଲଂଘନ ପାଇଁ ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍
୨ ରାଜ୍ୟର ବିଧାନସଭା ଭୋଟ୍ ଆଜି
ନୂଆଦିଲ୍ଲୀ: ୨ ରାଜ୍ୟର ବିଧାନସଭା ଭୋଟ୍ ଆଜି ଅନୁଷ୍ଠିତ ହେବାକୁ ଯାଉଛି । ୫ଟି ରାଜ୍ୟ ପାଇଁ ଗତମାସରେ ଘୋଷଣା ହୋଇଥିବା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଆଜି ହେବ। ମିଜୋରାମର ସମସ୍ତ ୪୦ଟି ଯାକ ଆସନରେ ମତଦାନ ହେବ। ଅନ୍ୟପକ୍ଷରେ ଛତିଶଗଡ଼ର ମୋଟ ୯୦ ଆସନ ମଧ୍ୟରୁ ୨୦ଟି…