Browsing Category

National

ମୋଦି କହିଲେ ଜେଲ୍‌ରୁ କେହି ନିର୍ଦ୍ଦେଶ ଦେଇପାରିବେନି

ବିହାର ବିଧାନସଭା ନିର୍ବାଚନ ବେଳେ ମୋଦି କହିଛନ୍ତି ନେତାମାନେ ଆଗକୁ ଜେଲରେ ରହି ନିର୍ଦେଶ ଦେଇପାରିବେନି ।   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ବିହାରରେ ଜନସଭାରେ ଉଦ୍‌ବୋଧନ ଦେଇ ଏହା କହିଛନ୍ତି।  ଏହି ଗସ୍ତ ଅବସରରେ ମୋଦୀ ଆର୍‌ଜେଡିକୁ କଡ଼ା କଟାକ୍ଷ କରିଛନ୍ତି। ମୋଦୀ ଆର୍‌ଜେଡିର…

ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଚଳିତ ଡିସେମ୍ବରରେ ନିଜର ପ୍ରଥମ ଗଗନଯାନ ପରୀକ୍ଷଣ ଅଭିଯାନ ଆରମ୍ଭ କରିବାକୁ ପ୍ରସ୍ତୁତ ବୋଲି ମହାକାଶ ଏଜେନ୍ସି ମୁଖ୍ୟ ଭି ନାରାୟଣନ ସୂଚନା ଦେଇଛନ୍ତି। ଭାରତର ଅନ୍ୟତମ ମହାକାଶଚାରୀ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କ ଦ୍ୱାରା ଏକ ସାମ୍ବାଦିକ…

ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ

ବିରୋଧୀ ଇଣ୍ଡି ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସୁଦର୍ଶନ ରେଡ୍ଡି ଆଜି ପ୍ରାର୍ଥିପତ୍ର ଦାଖଲ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି। ଦୁଇ ନେତା ୟୁକ୍ରେନ ଏବଂ ପଶ୍ଚିମ ଏସିଆ କ୍ଷେତ୍ରରେ ଦେଖା ଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଚାଲିଥିବା ପ୍ରୟାସ…

୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ

ଭାରତୀୟ ରେଳବାଇ ୨୦୨୫ ପାଇଁ ୩୮୦ଟି ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରା ଘୋଷଣା କରିଛି । ସ୍ୱତନ୍ତ୍ର ଟ୍ରେନ ଚଳାଚଳ ଫଳରେ ପାର୍ବଣ ଋତୁରେ ଭକ୍ତ ଏବଂ ଯାତ୍ରୀମାନଙ୍କ ପାଇଁ ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ ହେବ। ୨୦୨୩ରେ ମୋଟ ୩୦୫ଟି ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରା କରିଥିବାବେଳେ…

ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ପ୍ରବଳ ହଟ୍ଟଗୋଳ ଭିତରେ ୩ଟି ବିଲ୍‌ ଆଗତ କରିଛନ୍ତି। ଏହି ବିଲ୍‌ ଅଧୀନରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ଯଦି କୌଣସି ଗୁରୁତର ଅପରାଧରେ ଗିରଫ ହୋଇ ଲଗାତାର ୩୦ ଦିନ ଜେଲ୍‌ରେ ରହିବେ କିମ୍ବା ହାଜତରେ ଅଟକ ରହିବେ,…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ  । ବାସଭବନରେ ଜନଶୁଣାଣି କରୁଥିବା ବେଳେ ଯୁବକ ଜଣଙ୍କ ଆକ୍ରମଣ କରିଛନ୍ତି । ତେବେ ଆକ୍ରମଣକାରୀଙ୍କ ନାମ ରାଜେଶ ଖିମଜୀ । ତାଙ୍କ ଘର ଗୁଜୁରାଟ ରାଜକୋଟର । ତାଙ୍କ ବୟସ ୪୧ । ତେବେ ଆକ୍ରମଣ ପରେ ଦିଲ୍ଲୀ ମୁଖ୍ଯମନ୍ତ୍ରୀଙ୍କ ମୁଣ୍ଡରେ ଲାଗିଛି…

କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରାଜସ୍ଥାନର କୋଟା-ବୁନ୍ଦି ଠାରେ ଏକ ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦରର ବିକାଶ ପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ର ପ୍ରସ୍ତାବକୁ ଅନୁମୋଦନ କରିଛି।…

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ

ସରକାର ୧୯ ଅଗଷ୍ଟ ୨୦୨୫ ରୁ ୩୦ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ କଞ୍ଚା କପା ଆମଦାନୀ ଉପରେ ସମସ୍ତ ଶୁଳ୍କ (ଟିକସ) ଛାଡ଼ କରିଛନ୍ତି। ଏଥିରେ ୫% ମୌଳିକ ଶୁଳ୍କ, ୫% କୃଷି ସେସ୍ ଓ ୧୦% ସାମାଜିକ କଲ୍ୟାଣ ସରଚାର୍ଜ ହଟାଇବା ଅନ୍ତର୍ଭୁକ୍ତ, ଯାହା ମୋଟ ୧୧% ଶୁଳ୍କ ଥିଲା। ଏହା ଦ୍ୱାରା ଘରୋଇ…