Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
National
ବିଶେଷ ଅଧିବେଶନରେ ଆସିବ ଏକ ନିର୍ବାଚନ ବିଲ୍
ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ସଂସଦର ସ୍ବତନ୍ତ୍ର ଅଧିବେଶନ ବସିବାକୁ ଡକାଯାଉଛି । ତେବେ କଣ ପାଇଁ ଏହି ବିଶେଷ ଅଧିବେଶନ ଡକାଯାଉଛି ତାହା ଉପରେ ବିତର୍କ ଆରମ୍ଭ ହୋଇଯାଇଛି । ଆଗକୁ ନିର୍ବାଚନ ଆସୁଥିବାବେଳେ ମୋଦି ସରକାର ନୂଆ ଯୋଜନା ସହ କିଛି ଗୁରୁତ୍ବପୂର୍ଣ୍ଣ…
ଆଉ ମାତ୍ର ତିନି ଦିନ ପରେ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ
ଚନ୍ଦ୍ରପୃଷ୍ଠରେ ରାତି ହେବାକୁ ଆଉ ତିନି ଦିନ ବାକି ଅଛି । ସରି ସରି ଆସୁଛି ରୋଭର ପ୍ରଜ୍ଞାନର ଆୟୁସ । ଆଉ ମାତ୍ର ତିନି ଦିନ ଚନ୍ଦ୍ର ପୃଷ୍ଠରେ ଚଳ ପ୍ରଚଳ କରିବ ପ୍ରଜ୍ଞାନ । ଚନ୍ଦ୍ର ପୃଷ୍ଠର ଦକ୍ଷିଣ ମେରୁରେ ସୂର୍ଯ୍ୟକିରଣ ଚାଲିଗଲେ ଅଚଳ ହୋଇଯିବ ପ୍ରଜ୍ଞାନ । ଭିନ୍ନ ଟେକନିକ ଜରିଆରେ…
ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ
ନୂଆଦିଲ୍ଲୀ : କେନ୍ଦ୍ର ସରକାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏକ ପୋଷ୍ଟରେ କହିଛନ୍ତି ଯେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ୫ଟି ବୈଠକ ଅନୁଷ୍ଠିତ ହେବ। ନୂଆ ସଂସଦରେ ଏହି…
ଇଣ୍ଡିଆ ମେଣ୍ଟର ବୈଠକ ଆଜି
୨୮ଟି ରାଜନୈତିକ ଦଳର ମୋଟ୍ ୬୩ ପ୍ରତିନିଧି ଇଣ୍ଡିଆ ମେଣ୍ଟର ବୈଠକରେ ଯୋଗ ଦେବାକୁ ମୁମ୍ବାଇରେ ପହଁଚିଛନ୍ତି । ବୈଠକରେ ଇଣ୍ଡିଆ ମେଣ୍ଟର ଲୋଗୋ ଉନ୍ମୋଚନ ହେବ ବୋଲି ଜଣାପଡ଼ିଛି। ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ କହିଛନ୍ତି, ଆଗକୁ ନିର୍ବାଚନ ଥିବାରୁ ଏନେଇ ପ୍ରସ୍ତୁତି ପାଇଁ …
ଇଣ୍ଡିଆ ମେଣ୍ଟର କିଏ ହେବ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ
ମୁମ୍ବାଇରେ ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ କଂଗ୍ରେସ କହୁଥିବା ବେଳେ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଆସିଲା ଡିମାଣ୍ଡ। ଏହି ଦାବି ଆମ୍ ଆଦମୀ…
ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ
ଶନିବାର ଉତକ୍ଷେପଣ ହେବ ଆଦିତ୍ୟ-L1 । ଲଞ୍ଚପ୍ୟାଡରେ PSLV-C57 ରକେଟ୍ ପ୍ରସ୍ତୁତ । ଆଦିତ୍ୟ-L1 ଆସନ୍ତା ଶନିବାର ଦିନ ୧୧ଟା ୫୦ ରେ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ ହେବାକୁ ଥିବା ବେଳେ, ଗତରାତିରେ ୨ ନମ୍ବର ଲଞ୍ଚପ୍ୟାଡକୁ ନିଆଯାଇଛି ଏହି ବିଶାଳ ରକେଟ୍ । …
ସୂର୍ଯ୍ୟ ମିଶନର ଫଟୋ ଜାରି କଲା ଇସ୍ରୋ,ସବୁଠି ଉତ୍ସାହ
ଶ୍ରୀହରିକୋଟା: ସୂର୍ଯ୍ୟ ମିଶନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି । ଟ୍ବିଟର ପେଜରେ ଇସ୍ରୋ ପୋଷ୍ଟ କରିଛି ଏହାର ପ୍ରଥ ଫଟୋ । ଆସନ୍ତା ୨ ତାରିଖରେ ଲଞ୍ଚିଂ ଥିବା ବେଳେ ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଦିନ ୧୧ଟା ୫୦ରେ…
ଅଶାନ୍ତ ହୋଇଛି ମଣିପୁର ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ
ମଣିପୁର: ଅଶାନ୍ତ ହୋଇଛି ମଣିପୁର । ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ହୋଇଛି ଗୁଳିମାଡ଼ । ଗୁଳିମାଡ଼ରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ନରଣସୈନା ଗାଁର କିଛି ଚାଷୀ ଜମିରେ କାମ କରୁଥିବା ବେଳେ ହଠାତ୍ ୭ ଜଣ…
ମଲ୍ଲିକାର୍ଜୁନ ଖଡ଼ଗେ ହୋଇପାରନ୍ତି ଇଣ୍ଡିଆ ମେଣ୍ଟର ସଂଯୋଜକ
ଲୋକସଭା ନିର୍ବାଚନରେ ବିଜେପିକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ୨୬ଟି ଦଳ ଇଣ୍ଡିଆନ ନ୍ୟାସନାଲ ଡେମୋକ୍ରାଟିକ ଇନ୍କଲୁସିଭ ଆଲାଏନ୍ସ (ଇଣ୍ଡିଆ) ଗଠନ କରିଛନ୍ତି | ବିରୋଧୀ ଦଳର ପ୍ରଥମ ବୈଠକ ୨୩ ଜୁନ୍ ଦିନ ପାଟନାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…
ଚନ୍ଦ୍ରରେ ସଲଫର ସହ ଅକସିଜେନ ରହିଛି
ଚନ୍ଦ୍ରର ଦକ୍ଷିଣ ମେରୁରେ ବିଚରଣ କରୁଥିବା ରୋଭର ପ୍ରଜ୍ଞାନ ସଲଫର ସହିତ ଆଲୁମିନିୟମ, କ୍ୟାଲସିୟମ, ଫେରସ, କ୍ରୋମିୟମ, ଟିଟାନିୟମ, ମାଙ୍ଗାନିଜ, ସିଲିକନ ଓ ଅକ୍ସିଜେନର ସନ୍ଧାନ କରିଛି । ରୋଭର ପ୍ରଜ୍ଞାନରେ ଲାଗିଥିବା LIBS ନାମକ ଏକ ଯନ୍ତ୍ର ଏହା ସ୍ପଷ୍ଟ କରିଛି । ଚନ୍ଦ୍ରରେ ହାଇଡ୍ରୋଜେନ୍…