Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
National
ରାହୁଲ ଗାନ୍ଧିଙ୍କୁ ମିଳିଲା ନାହିଁ ଅନ୍ତରୀଣ ସୁରକ୍ଷା
ନୂଆଦିଲ୍ଲୀ:ରାହୁଲ ଗାନ୍ଧୀଙ୍କୁ ମିଳିଲାନି ଆସ୍ୱସ୍ଥୀ । ତଳ କୋର୍ଟରୁ ଆସ୍ୱସ୍ଥୀ ନମିଳିବା ପରେ ରାହୁଲ ହାଇକୋର୍ଟ ଯାଇଥିଲେ । ତେବେ ହାଇକୋର୍ଟ ରାହୁଲ ଗାନ୍ଧୀଙ୍କୁ ମିଳିଥିବା ଦଣ୍ଡାଦେଶ ଉପରେ ରୋକ ଲଗାଇବାକୁ ସିଧା ସିଧା ମନା କରିଦେଇଛନ୍ତି । ଏହା ଫଳରେ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଉପରେ…
ସଭାପତି ପଦରୁ ଇସ୍ତଫା ଘୋଷଣା କଲେ ଶରଦ ପାୱାର
ମୁମ୍ବାଇ:ଏନସିପି ମୁଖ୍ୟ ଶରଦ ପାୱାର ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କରିବା ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’
https://twitter.com/ANI/status/1653300033721335808?s=20…
ପଦ୍ମ ପୁରସ୍କାର -୨୦୨୪ ପାଇଁ ନାମାଙ୍କନ ୧୫ ସେପ୍ଟେମ୍ବର, ୨୦୨୩ ପର୍ଯ୍ୟନ୍ତ ଖୋଲା ରହିବ
ଗଣତନ୍ତ୍ର ଦିବସ, ୨୦୨୪ ରେ ଘୋଷିତ ହେବାକୁ ଥିବା ପଦ୍ମ ପୁରସ୍କାର ୨୦୨୪ ପାଇଁ ଅନଲାଇନ୍ ନାମାଙ୍କନ / ସୁପାରିଶ ୧ ମଇ ୨୦୨୩ ରେ ଖୋଲାଯାଇଛି । ପଦ୍ମ ପୁରସ୍କାର ପାଇଁ ନାମାଙ୍କନ ପାଇଁ ଶେଷ ତାରିଖ ୧୫ ସେପ୍ଟେମ୍ବର ୨୦୨୩ ଅଟେ । ପଦ୍ମ ପୁରସ୍କାର ପାଇଁ ନାମାଙ୍କନ / ସୁପାରିଶ ରାଷ୍ଟ୍ରୀୟ…
ରଦ୍ଦ ହେଲା ଗ୍ୟାଙ୍ଗଷ୍ଟର ଅଫଜଲର ସଂସଦ ସଦସ୍ୟତା
ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଆକ୍ଟରେ କୋର୍ଟ ୪ବର୍ଷ ଦଣ୍ଡାଦେଶ ଦେବା ପରେ ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ଭାଇ ତଥା ବହୁଜନ ସମାଜ ପାର୍ଟିର ସାଂସଦ ଅଫଜଲ ଅନସାରୀର ସଂସଦ ସଦସ୍ୟତା ରଦ୍ଦ ହୋଇଛି। ଏପ୍ରିଲ ୨୯ରେ ଗ୍ୟାଙ୍ଗଷ୍ଟରରୁ ରାଜନେତା ବନିଥିବା ବିଏସ୍ପି ସାଂସଦ…
ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ
ଦିଲ୍ଲୀ : ଜେଲ୍ ଭିତରେ ଦୁଇ ଗ୍ୟାଙ୍ଗ୍ ସଦସ୍ୟଙ୍କ ମଧ୍ୟରେ ବିବାଦ ଉପୁଜି ଆକ୍ରମଣରେ ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ ଘଟିଛି। ତିହାର ଜେଲରେ ଟିଲୁ ତାଜପୁରିଆ ଉପରେ ଆକ୍ରମଣ ହୋଇଥିବା ବେଳେ ତାକୁ ଚିକିତ୍ସା ପାଇଁ ତୁରନ୍ତ ଦିନ୍ ଦୟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।…
କେଦାରନାଥରେ ୩ ଦିନ ପାଇଁ ଯାତ୍ରା ବନ୍ଦ
କେଦାରନାଥରେ ୩ ଦିନ ପାଇଁ ଯାତ୍ରା ବନ୍ଦ । ଗଙ୍ଗୋତ୍ରୀ, ଯମୁନୋତ୍ରୀରେ ପାହାଡ଼ ଉପରେ ବରଫ ବର୍ଷା ହେଉଛି । ଫଳରେ ପାହାଡ଼ି ଇଲାକୁ ପୁଣି ଶୀତ ଫେରିଛି| ପାଗ ଅନୁକୂଳ ନଥିବାରୁ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଓ ପ୍ରତିକୂଳ ପାଗ…
କୁସ୍ତିଯୋଦ୍ଧାଙ୍କ ସହିତ ଯୋଗ ଦେଲେ ନବଜୋତ୍ ସିଂ ସିଦ୍ଧୁ
ନୂଆଦିଲ୍ଲୀ: କୁସ୍ତି ଖେଳାଳିଙ୍କ ସହିତ ଆଜି କଂଗ୍ରେସ ନେତା ନବଜୋତ୍ ସିଦ୍ଧୁ ଯୋଗ ଦେଇଛନ୍ତି। ‘ଟୁଇଟର୍’ରେ ଫଟୋ ସେୟାର୍ କରିଛନ୍ତି।
https://twitter.com/sherryontopp/status/1652927694986969088?s=20
ବ୍ରଜଭୂଷଣଙ୍କ ନାଁରେ ‘ଏଫ୍ଆଇଆର୍’ ଫାଇଲ୍ କରାଯିବାରେ ବିଳମ୍ବ…
ବିଶ୍ୱ ଶ୍ରମିକ ଦିବସ : ଶ୍ରମିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ
ମଇ ପହିଲା ହେଉଛି ବିଶ୍ୱ ଶ୍ରମିକ ଦିବସ । ଏ ନେଇ ଶ୍ରମିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
https://twitter.com/Naveen_Odisha/status/1652897972126990342?s=20
https://twitter.com/Naveen_Odisha/status/1652897972126990342?s=20…
ମହାରାଷ୍ଟ୍ରର ଗଡ଼ଚିରୌଲୀରେ ୩ ନକ୍ସଲ୍ ନିହତ
ମୁମ୍ବାଇ: ମହାରାଷ୍ଟ୍ରର ଗଡ଼ଚିରୌଲୀରେ ପୁଲିସ ସହିତ ଗୁଳି ବିନିମୟ କରି ଜଣେ ଦଲମ୍ କମାଣ୍ଡର୍ଙ୍କ ସମେତ ୩ଜଣ ନକ୍ସଲ୍ ନିହତ ହୋଇଥିବା କଥା ପୁଲିସ କହିଛି। ରାଜାରାମ ଓ ପେରିମିଲୀ ସଶସ୍ତ୍ର ଆଉଟ୍ପୋଷ୍ଟ୍ ମଧ୍ୟସ୍ଥ କେଦମାରା ଜଙ୍ଗଲରେ ଗୁଳିବିନିମୟ ଘଟିଥିଲା। ଜଙ୍ଗଲରେ ତଲାସ ଅଭିଯାନ…
ହ୍ରାସ ପାଇଲା ଏଲ୍ପିଜି ସିଲିଣ୍ଡର୍ ଦର
ନୂଆଦିଲ୍ଲୀ: ୧୯ କିଲୋ ଓଜନବିଶିଷ୍ଟ ବ୍ୟାବସାୟିକ ‘ଏଲ୍ପିଜି’ ସିଲିଣ୍ଡର୍ ଦର ୧୭୧ ଟଙ୍କା ୫୦ ପଇସା ହ୍ରାସ ପାଇଛି । ସଂଶୋଧିତ ଦର ଅନୁସାରେ, ଆଜିଠାରୁ ଦିଲ୍ଲୀରେ ୧୯ କିଲୋଗ୍ରାମ୍ ଓଜନବିଶିଷ୍ଟ ‘ଏଲ୍ପିଜି’ ୧,୮୫୬ ଟଙ୍କା ୫୦ ପଇସାରେ ମିଳିବ। ମୁମ୍ବାଇରେ ୧,୮୦୮ ଟଙ୍କା ୫୦ ପଇସା,…